କଟକ

ସମ୍ପୂର୍ଣ୍ଣ ଉଚ୍ଛେଦ ହେବ ବେଆଇନ ଚିଙ୍ଗୁଡ଼ିଘେରି

କଟକ ଅଫିସ,୧୬ା୯:ବେଆଇନ ଚିଙ୍ଗୁଡ଼ିଘେରିକୁ ସମ୍ପୂର୍ଣ୍ଣ ଭାବେ ଉଚ୍ଛେଦ କରିବା ସହ ଚିଙ୍ଗୁଡ଼ି ଚାଷ ପାଇଁ ସରକାର ଲିଜ୍‌ରେ ଜାଗା ଯୋଗାଇଦେବାକୁ ହାଇକୋର୍ଟ ଗୁରୁବାର ନିର୍ଦ୍ଦେଶ ଦେଇଛନ୍ତି। ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ମାମଲାର ଶୁଣାଣି କରି ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠ…

ହାଇଟେକ୍‌ ସର୍ଭେରେ ବିଳମ୍ବ

କଟକ ଅଫିସ,୧୬ା୯:ଜମିଜମା ସଂକ୍ରାନ୍ତୀୟ ନକ୍ସାର ସ୍ଥିତି, ଅବସ୍ଥିତିକୁ ଗ୍ଲୋବାଲ ପୋଜିଶନିଂ ସିଷ୍ଟମ(ଜିପିଏସ୍‌) ଓ ଇଲେକ୍ଟ୍ରୋନିକ୍ସ ଟୋଟାଲ ଷ୍ଟେଶନ (ଇଟିଏସ୍‌) କରାଯିବା ଲକ୍ଷ୍ୟରେ ରାଜ୍ୟରେ ହାଇଟେକ୍‌ ସର୍ଭେ (ହାଇବ୍ରିଡ୍‌) ସିଷ୍ଟମ ଭଳି ପଦକ୍ଷେପ ହାତକୁ ନିଆଯାଇଛି। ଏହାଦ୍ୱାରା ରେକର୍ଡ ଅଫ୍‌ ରାଇଟ୍‌ସ (ଆର୍‌ଓଆର୍‌)…

ରାଜ୍ୟ ସରକାରଙ୍କୁ ୧୧୫ କୋଟି ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୬ା୯:ଓଟିଏମ୍‌ ପୁନରୁଦ୍ଧାର ସମ୍ପର୍କିତ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଛି। ମୁଖ୍ୟ ବିଚାରପତି ଏସ୍‌ ମୁରଲୀଧରଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ମାସକ ମଧ୍ୟରେ ୧୧୫ କୋଟି ଟଙ୍କା ଅଫିସିଆଲ ଲିକ୍ୟୁଡେଟରଙ୍କ ନିକଟରେ ଦାଖଲ କରିବାକୁ…

ସିଏମ୍‌ସି ମେୟରଙ୍କୁ କବାଟ ଭେଟି

କଟକ ଅଫିସ, ୧୫ା୯: ମୁଁ ବାଥ୍‌ରୁମ୍‌ ଗଲେ କବାଟ ଧରିକି ଯାଉଛି। କାରଣ ମୁଁ ଅଫିସ୍‌ରେ ବସୁଛି। ବାଥରୁମ୍‌ କବାଟ ଭାଙ୍ଗି ପଡିଥିବା ନେଇ କଟକ ମେୟର ସୁବାସ ସିଂ ମଙ୍ଗଳବାର ସ୍ଥାନୀୟ ବିଜୁଭବନ ପରିସରରେ ଅନୁଷ୍ଠିତ କଟକ ମହାନଗର ନିଗମ(ସିଏମ୍‌ସି)…

କର୍କଟ ପୀଡ଼ିତ ନାବାଳକଙ୍କ ଗୋଡ଼ରୁ ବାହାରିଲା ଟ୍ୟୁମର

କଟକ ଅଫିସ,୧୫ା୯: ଏଚ୍‌ସିଜି ପଣ୍ଡା କ୍ୟାନ୍‌ସର ହସ୍ପିଟାଲର ଡାକ୍ତରୀ ଟିମ୍‌ ଅସ୍ଥି କର୍କଟରେ ଆକ୍ରାନ୍ତ ଜଣେ ୧୩ବର୍ଷର ନାବାଳକ ଗୋଡ଼ରୁ ସଫଳତାର ସହ ଏକ ଟ୍ୟୁମର ବାହାର କରି ତାକୁ ନୂଆ ଜୀବନ ଦେଇଛନ୍ତି। ନାବାଳକଙ୍କଠାରେ ପ୍ରଥମ ଲୋୟର ଲିମ୍ବ ସାଲ୍‌ଭେଜ…

ଗୋଟିଏ ଜୁଇରେ ଜଳିଲେ ଚନ୍ଦନ, ମିତାଲି

କଟକ ଅଫିସ,୧୫ା୯: ସିକନ୍ଦରାବାଦରେ ମୃତ ଓଡ଼ିଆ ଦମ୍ପତି କଟକ କାଫଲା ବଜାର ମହାନ୍ତିପଡ଼ା ବାସିନ୍ଦା ଚନ୍ଦନ ଜେଠୀ (୩୦) ଓ ତାଙ୍କ ସ୍ତ୍ରୀ ମିତାଲି ମହାପାତ୍ର ଜେଠୀଙ୍କ ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ୱାରଠାରେ ବୁଧବାର ସମ୍ପନ୍ନ ହୋଇଛି। ପରିବାର ଓ ଆତ୍ମୀୟସ୍ବଜନମାନେ ଅତ୍ୟନ୍ତ…

ଶିଶୁଭବନ କଟକ: ୮୦୦ ରୋଗୀଙ୍କ ଲାଗି ୨୧ ଆଇସିୟୁ

କଟକ ଅଫିସ, ୧୫ା୯: କଟକ ଶିଶୁଭବନରେ ଦିନକୁ ଦିନ ଶିଶୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟ ସମେତ ରାଜ୍ୟ ବାହାରୁ ମଧ୍ୟ ଲୋକମାନେ ସେମାନଙ୍କ ପିଲାଙ୍କୁ ଉତ୍ତମ ଚିକିତ୍ସା ପାଇଁ ଏଠାକୁ ଆଣୁଛନ୍ତି। ତେବେ ଏହି ଚିକିତ୍ସାଳୟରେ ୨୦୦…

ଷ୍ଟାର ଦମ୍ପତି ବିବାଦ: ସତ୍ୟପାଠ ଦାଖଲ କଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୯: ଷ୍ଟାର୍‌ ଦମ୍ପତି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ବୁଧବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ବର୍ଷା ଅଦାଲତରେ ହାଜର ହୋଇ ତାଙ୍କର ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଅଯଥା ସମୟ…

୨୯ ସୁଦ୍ଧା ତଥ୍ୟ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୧୪ା୯: ପୋଲିସ ତଦନ୍ତରେ ମନ୍ଥରତା କରୁଥିବା ନେଇ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ଦ୍ୱାରା ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ମଙ୍ଗଳବାର ହୋଇଛି। ବିଚାରପତି ବିଶ୍ୱଜିତ ମହାନ୍ତିଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରି ସରକାରୀ ଓକିଲ ମାମଲା ସମ୍ପର୍କିତ ତଥ୍ୟ ଦାଖଲ…

କଟକ ଦମ୍ପତିଙ୍କ ସମେତ ୮ ଦଗ୍ଧ

କଟକ ଅଫିସ/ ସିକନ୍ଦରାବାଦ,୧୪ା୯: ତେଲଙ୍ଗାନାର ସିକନ୍ଦରାବାଦସ୍ଥିତ ଏକ ଇଲେକ୍ଟ୍ରିକ୍‌ ସ୍କୁଟର ଶୋ’ରୁମ୍‌ରେ ସୋମବାର ବିଳମ୍ବିତ ରାତିରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ୮ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ମଧ୍ୟରେ ଏକ ଓଡ଼ିଆ ଦମ୍ପତି ରହିଛନ୍ତି।…

ହାଇକୋର୍ଟରେ ଓଟିଏମ୍‌ ପୁନରୁଦ୍ଧାର ମାମଲା: ୨୦୦କୋଟିରେ କିଣିବାକୁ ଚାହୁଁଛି ଘରୋଇ ସଂସ୍ଥା

କଟକ ଅଫିସ, ୧୩।୯: କଟକ ଚୌଦ୍ୱାରସ୍ଥିତ ବୟନଶିଳ୍ପ ଓଟିଏମ୍‌ ପୁନରୁଦ୍ଧାର ମାମଲାରେ ହାଇକୋର୍ଟ ଅତିରିକ୍ତ ସତ୍ୟପାଠ ଦାଖଲ କରିବାକୁ ଅଫିସିଆଲ ଲିକ୍ୟୁଡେଟରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଗୁରୁବାର ସୁଦ୍ଧା ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ ଜାରି ହୋଇଛି। ଅନ୍ୟପକ୍ଷରେ ଦୀର୍ଘଦିନ ଧରି…

ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟଙ୍କ ଆତ୍ମସମର୍ପଣ

କଟକ ଅଫିସ,୧୩ା୯:କଟକରେ ନକଲି ଔଷଧ କାରବାର ମାମଲାରେ କମିଶନରେଟ ପୋଲିସର ତନାଘନା ଆରମ୍ଭ ହୋଇଛି। ଫେରାର ଥିବା ୪ ଅଭିଯୁକ୍ତଙ୍କ ମଧ୍ୟରୁ ମୁଖ୍ୟ ଦୁଇ ଅଭିଯୁକ୍ତ ଷ୍ଟକିଷ୍ଟ ସୋମବାର ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଯାଉଁଳିଆପଟି ପୂଜା ଏଣ୍ଟରପ୍ରାଇଜ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?