୬ ମାସ ନ ପୂରୁଣୁ ଛାତରୁ ଗଳୁଛି ପାଣି
ନରସିଂହପୁର,୩।୭( ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରଣ ଯୋଜନାରେ କଟକ ଜିଲା ନରସିଂହପୁର ଅଞ୍ଚଳର ପୁରାତନ ଅନନ୍ତ ନାରାୟଣ ହାଇସ୍କୁଲ ସାମିଲ ହୋଇଛି। ୨୦୨୧ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାକୁ ଉଦ୍ଘାଟନ କରିଥିଲେ। କିନ୍ତୁ ୬ ନ…
ଫେରିଲା କଟକଣା: କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
କଟକ ଅଫିସ,୨।୭: କଟକରେ ବାଧ୍ୟତାମୂଳକ ହେଲା ମାସ୍କ। କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ(ସିଏମ୍ସି)। ନିର୍ଦ୍ଦେଶନାମା ଅନୁଯାୟୀ କଟକରେ ରହୁଥିବା ଏବଂ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ଏହାଛଡ଼ା ବାହାରକୁ…
ରାଜ୍ୟ ସରକାରଙ୍କୁ ତଥ୍ୟ ମାଗିଲେ ହାଇକୋର୍ଟ
କଟକ ଅଫିସ,୧ା୭:କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକଚଣ୍ଡି ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଶୈଳବାଳା ମହାବିଦ୍ୟାଳୟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଗତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଛି। ଏହି ମାମଲରେ ଉଚ୍ଚ ଅଦାଲତ ରାଜ୍ୟ ସରକାରଙ୍କଠାରୁ ପ୍ରକଳ୍ପ ସମ୍ବନ୍ଧୀୟ…
କାଠଯୋଡ଼ି ବ୍ରିଜ୍ ମରାମତି ପାଇଁ ଯାତାୟାତରେ କଟକଣା
କଟକ ଅଫିସ, ୧ା୭:କଟକ କାଠଯୋଡ଼ି ମଝି ବ୍ରିଜ୍ର ମରାମତି କାର୍ଯ୍ୟ କରାଯିବ। ଏଥିପାଇଁ ଯାନବାହନ ଚଳାଚଳ ନିମନ୍ତେ କଟକଣା ଲାଗୁ କରାଯାଇଛି। ଏହା ଜୁଲାଇ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ୧ ମାସ ମଧ୍ୟରେ ଜାତୀୟ ରାଜପଥ-୧୬ରେ…
ହାଇକୋର୍ଟରେ ପହଞ୍ଚିଲା ହାତୀ ମୃତ୍ୟୁ ମାମଲା
କଟକ ଅଫିସ,୨୯ା୬: ରାଜ୍ୟରେ ବାରମ୍ବାର ହାତୀ ମୃତ୍ୟୁ ହେଉଥିବା ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ମଙ୍ଗଳାବାଗ ଅଞ୍ଚଳର ସମାଜସେବୀ ଗୀତା ରାଉତ ଏହି ମାମଲା ରୁଜୁ କରିଛନ୍ତି। ହାତୀ ଶିକାରକୁ ରୋକିବା ପାଇଁ କଠୋର ଆଇନ…
ମମିତା ମେହର ହତ୍ୟା ମାମଲା: ଗୋବିନ୍ଦ ସାହୁଙ୍କୁ ଜାମିନ୍
କଟକ ଅଫିସ,୨୯ା୬: ବହୁଚର୍ଚ୍ଚିତ ମମିତା ମେହର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର ଜାମିନ୍ ମିଳିଛି। ଗୋବିନ୍ଦଙ୍କୁ ୨ ସପ୍ତାହ ପର୍ଯ୍ୟନ୍ତ ଏହି ଜାମିନ ମିଳିଥିବା ଜଣାପଡ଼ିଛି। ତେବେ ଗୋବିନ୍ଦଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍ ଦେଇଛନ୍ତି ହାଇକୋର୍ଟ। ସ୍ତ୍ରୀ…
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
କଟକ ଅଫିସ, ୨୯।୬(ଡି.ଏନ୍.ଏ.): କଟକ ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଥିବା ଜଣାପଡ଼ିଛି। ରାଉତଙ୍କ ଅଫିସ ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ…
ମନ୍ଦିରରୁ ତାଡ଼ିନେଲେ ଦାନ ବାକ୍ସ
ଚୌଦାର,୨୮।୬(ଡି.ଏନ୍.ଏ): କଟକ ଜିଲା ଚୌଦାର ବ୍ୟାଘ୍ର ବାହିନୀ ମନ୍ଦିରର ଗେଟ୍ ତାଲା ଭାଙ୍ଗି ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋର ଦାନ ବାକ୍ସ ଭାଙ୍ଗି ମନ୍ଦିରଠାରୁ କିଛି ଦୂରରେ ପକାଇ ଥିବା ଦେଖିବାକୁ ମିଳିଛି । ପୂଜକ ପୂଜା କରିବା…
କିଶନନଗର ଥାନା ଆଇଆଇସି ନିଲମ୍ବିତ
କିଶନନଗର,୨୮।୬(ଡି.ଏନ୍.ଏ.): କଟକ ଜିଲା କିଶନନଗର ଥାନା ଆଇଆଇସି ସସ୍ମିତା ରାଣାଙ୍କୁ ନିଲମ୍ବନ କରାଯାଇଛି। କିଶନନଗର ଥାନା ସମ୍ମୁଖରେ ଯୁବକଙ୍କ ଆତ୍ମାହୁତି ଘଟଣାରେ କାର୍ଯ୍ୟରେ ଅବହେଳା ଦର୍ଶାଇ ତାଙ୍କୁ ନିଲମ୍ବନ କରାଯାଇଛି। ଏସ୍ପିଙ୍କ ସୁପାରିସ ପରେ ଡିଜିପି ତାଙ୍କୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ,…
ପୁଣି ମିଳିଲା ହାତୀ କଙ୍କାଳ
ଆଠଗଡ,୨୭।୬(ଡି.ଏନ୍.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡ ବଡମ୍ବା ବନାଞ୍ଚଳ ଗୋପପୁର ରେଞ୍ଜର ମଣ୍ଡପ ସରଂକ୍ଷିତ ଜଙ୍ଗଲରୁ ଏକ ହାତୀର କଙ୍କାଳ ବନ ବିଭାଗ ଉଦ୍ଧାର କରିଛି । ହାତୀ କଙ୍କାଳ ମିଳିବା ପରେ ବନବିଭାଗ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି।
ଦାୟିତ୍ୱ ନେଲେ ସିଏମ୍ସିର ନୂଆ କମିଶନର, ‘ଅଭିଜ୍ଞତାକୁ ନେଇ ସମସ୍ୟାର ସମାଧାନ କରିବି’
କଟକ ଅଫିସ,୨୭।୬: କଟକ ମ୍ୟୁନିସିପାଲ କର୍ପୋରେଶନ (ସିଏମ୍ସି)ର କମିଶନର ଭାବେ ନିଖିଲ ପୱନ କଲ୍ୟାଣ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୱନ କଲ୍ୟାଣ କାର୍ଯ୍ୟରେ ଯୋଗ ଦେବା ପୂର୍ବରୁ ମା’ କଟକ ଚଣ୍ଡୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ସେ କମିଶନର…
ଜିଲାପାଳଙ୍କ ନାଁରେ ଜାଲ୍ ଆକାଉଣ୍ଟ
କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ ମିଡିଆରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଲୋକଙ୍କଠାରୁ ଟଙ୍କା ଆଦାୟ ଓ ତଥ୍ୟ…
Archives


