କଟକ

ଯୋବ୍ରା ବ୍ୟାରେଜରୁ ହାତୀ ମୃତଦେହ ଠାବ

କଟକ ଅଫିସ, ୨୮।୯: କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ବୁଧବାର ଏକ ହାତୀର ମୃତଦେହ ଠାବ ହୋଇଛି। ବ୍ୟାରେଜର ୧୫ ନମ୍ବର ଗେଟ୍‌ରେ ହାତୀଟିର ମୃତଦେହ ଲାଗିଥିଲା। ହାତୀଟି ନଦୀ ପାର ହେଉଥିବା ବେଳେ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି।…

ବାରବାଟୀରେ ଲିଜେଣ୍ଡ୍ସ ଲଢ଼େଇ

କଟକ, ୨୮।୯(ସ୍ପୋଟର୍‌ସ ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଲିଜେଣ୍ଡ୍ସ ଲିଗର ନବମ ମ୍ୟାଚରେ ଭିଲୱାରା କିଙ୍ଗ୍ସ ୫୭ ରନରେ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। କିଙ୍ଗ୍ସ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ ହରାଇ ୨୨୨ ରନ୍‌…

ଯୋଜନାବଦ୍ଧ ପିଲାଚୋରି

କଟକ ଅଫିସ,୨୮।୯: ପିଲା ଚୋରିକୁ ନେଇ ଏବେ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ବିଶ୍ୱସ୍ତରୀୟ ହେବାକୁ ଯାଉଥିବା କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ। ସୋମବାର ଏସ୍‌ଏନ୍‌ସିୟୁରେ ଚିକିତ୍ସିତ ହେଉଥିବା ଏକ ନବଜାତ ଶିଶୁ କନ୍ୟା ଚୋରି ଘଟଣା ଏଠାକାର ସୁରକ୍ଷା…

ଏସ୍‌ସିବିରୁ ପିଲାଚୋରି: ୩ଜଣଙ୍କୁ ଅଟକ ରଖି ଖୋଳତାଡ଼ କରୁଛି ପୋଲିସ

କଟକ ଅଫିସ,୨୭।୯: କଟକ ବଡ଼ ମେଡିକାଲରୁ ପିଲା ଚୋରି ଘଟଣାରେ ପୋଲିସ ଜଣେ ମହିଳାଙ୍କ ସମେତ ଅନ୍ୟ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । କିଭଳି ଓ କେଉଁ ପରିସ୍ଥିତିରେ ପିଲା ଚୋରି ହେଲା ଘଟଣାର ତଦନ୍ତ ଚାଲିଛି…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା-ଅନୁଭବ

କଟକ ଅଫିସ,୨୭।୯: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ମଙ୍ଗଳବାର ଅନୁଭବ-ବର୍ଷା କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଥିବା ବିବାଦର ବୁଝାମଣା ପାଇଁ…

ଏସ୍‌ସିବି ମେଡିକାଲରୁ ଶିଶୁ ଚୋରି ଅଭିଯୋଗ

କଟକ ଅଫିସ,୨୭ା୯:ଏସ୍‌ସିବି ମେଡିକାଲରୁ ସୋମବାର ଏକ ଶିଶୁକନ୍ୟା ଚୋରିକୁ ନେଇ ମେଡିକାଲ କର୍ତ୍ତୃପକ୍ଷ ଏବଂ ମଙ୍ଗଳାବାଗ ଥାନା ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଛି। ଏହି ଚୋରି ଅଭିଯୋଗର ତଦନ୍ତ କରିବାବେଳେ ପୋଲିସକୁ ଅନ୍ୟ ଏକ ଶିଶୁପୁତ୍ର ନିଖୋଜର ତଥ୍ୟ ମିଳିଛି। ଏହି…

୧୬ ଜିଲାରେ ଖୋଲିବ ୩୪ ସିଭିଲ ଜଜ୍‌ କୋର୍ଟ

କଟକ ଅଫିସ,୨୬ା୯: ରାଜ୍ୟର ୧୬ଟି ଜିଲାରେ ୩୪ ନୂତନ ସିଭିଲ ଜଜ୍‌ କୋର୍ଟ (ଜୁନିୟର ଡିଭିଜନ) ତଥା ଜେଏମ୍‌ଏଫ୍‌ସି ପ୍ରତିଷ୍ଠା ହେବ। ଏଥିପାଇଁ ଉକ୍ତ ଜିଲାଗୁଡ଼ିକର ଜିଲା ଓ ସେସନ୍ସ ଜଜ୍‌ମାନଙ୍କୁ ଅକ୍ଟୋବର ୧୦ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ…

ନକଲି ଔଷଧ କାରବାର: ଔଷଧ ଯୋଗାଉଥିବା ୨ ବ୍ୟବସାୟୀ ଚିହ୍ନଟ

କଟକ ଅଫିସ,୨୪।୯: କଟକ ନକଲି ଔଷଧ କାରବାର ମାମଲାରେ ବିହାରର ଦୁଇ ବ୍ୟବସାୟୀଙ୍କୁ ପୋଲିସ ଚିହ୍ନଟ କରିଛି। ଏହି ୨ ଜଣ ନକଲି ଔଷଧ ଯୋଗାଉଥିବା ଜଣାପଡ଼ିଛି। ଏ ନେଇ କଟକ ଡିସିପି ପିନାକ ମିଶ୍ର ପ୍ରତିକ୍ରିୟା ଦେଇ କହିଛନ୍ତି, କଟକ…

ଦୋକାନ ଉପରେ ମାଡିଗଲା ଟ୍ରକ୍‌

ନିଶ୍ଚିନ୍ତକୋଇଲି,୨୪।୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନିଶ୍ଚିନ୍ତ କୋଇଲି ବଜାରରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଦୁଇଟି ସାର ବୋଝେଇ ଟ୍ରକ୍‌ ବଜାର ଉପରେ ଥିବା ୫ଟି ବଡ଼ ଦୋକାନ ଉପରେ ମାଡିଯାଇଛି। ତେବେ ଦୋକାନରେ ଥିବା ୧୪ଜଣ କର୍ମଚାରୀ…

ଭରତିଆ ଟାୱାରରେ ଅଗ୍ନିକାଣ୍ଡ

କଟକ ଅଫିସ,୨୪।୯: କଟକ ବାଦାମବାଡ଼ିସ୍ଥିତ ଭରତିଆ ଟାୱାର ୭ ମହଲାର ଏକ ଘରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି। ଖବରପାଇ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଅଁାକୁ…

୩୪ ଏକର ଜାଗାରେ ହେବ ବାଲିଯାତ୍ରା

କଟକ ଅଫିସ,୨୪ା୯: କଟକ ବାଲିଯାତ୍ରା ପଡ଼ିଆକୁ ଲାଗି ପୋତା ଯାଇଥିବା ମହାନଦୀ ଶଯ୍ୟାରେ ବାଲିଯାତ୍ରା ଅଞ୍ଚଳର ସମ୍ପ୍ରସାରଣ ପାଇଁ ହୋଇଥିବା ଆବେଦନ ଉପରେ ରୋକ୍‌ ଲଗାଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଜିଲା ପ୍ରଶାସନ ପକ୍ଷରୁ ୮୫ ଏକର ଜମିରେ ବାଲିଯାତ୍ରା କରାଯିବାକୁ…

କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପ୍ରତି ଖେଳପ୍ରେମୀଙ୍କ ଆଗ୍ରହ ପରିଲକ୍ଷିତ ହେଉଥିବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?