ପାର୍ବଣ ପୂର୍ବରୁ ତତ୍ପର ସିଏମ୍ସି: ମିଠା ଦୋକାନ ସିଲ୍
କଟକ ଅଫିସ,୮।୯: ଆଶ୍ୱିନରେ ମା’ଙ୍କ ଆଗମନକୁ ନେଇ ପୁଣି ଚଳଚଞ୍ଚଳ ହୋଇ ଉଠିଛି କଟକ ସହର । ତେବେ ପାର୍ବଣ ପୂର୍ବରୁ ସଜାଗ ହୋଇ ଉଠିଛି ସିଏମସି । ଗୁରୁବାର ସିଏମସି ସ୍ବାସ୍ଥ୍ୟ ବିଭାଗ ଓ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ…
ହାଇକୋର୍ଟରୁ ନିରାଶ ହେଲେ ଦାରା ସିଂ
କଟକ ଅଫିସ୍,୭।୯: ଖ୍ରୀଷ୍ଟିଆନ ପାଦ୍ରୀ ଅରୁଲ ଦସ ହତ୍ୟା ମାମଲାରେ ଦାରା ସିଂ ହାଇକୋର୍ଟରୁ ନିରାଶ ହୋଇଛନ୍ତି। ନିମ୍ନ ଅଦାଲତଙ୍କ ଦଣ୍ଡାଦେଶ ହାଇକୋର୍ଟରେ କାଏମ ରହିଛି। ଦାରା ସିଂ ଓ ତାଙ୍କ ସହଯୋଗୀ ରାଜ କିଶୋର ମହନ୍ତ, ଯଦୁନାଥ ମହନ୍ତ ଏବଂ…
ଖୁବ୍ଶୀଘ୍ର ପ୍ରକାଶ ପାଇବ ଓସିଏସ୍ ପରୀକ୍ଷା ଫଳ
କଟକ ଅଫିସ, ୭ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍) ପରୀକ୍ଷାଫଳ ଚଳିତମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ା ଏଥିସହ ସେପ୍ଟେମ୍ବର ତୃତୀୟ ସପ୍ତାହରେ ସାକ୍ଷାତ୍କାର ଅନୁଷ୍ଠିତ ହେବ। ଏନେଇ ବୁଧବାର ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି)ର ଅଧ୍ୟକ୍ଷ ସତ୍ୟଜିତ୍ ମହାନ୍ତି ଟୁଇଟ୍…
ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କଲେ ବର୍ଷା
କଟକ ଅଫିସ,୭ା୯: ଅଭିନେତା ତଥା ଏମ୍ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ବୁଧବାର ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରି ନେଇଛନ୍ତି ବର୍ଷା। କଟକ ପାରିବାରିକ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର…
ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅନ୍ତରୀଣ ରହିତାଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୭ା୯: ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତରେ ମାମଲାର ଶୁଣାଣି ଉପରେ ହାଇକୋର୍ଟ ଅଙ୍କୁଶ ଲଗାଇଛନ୍ତି। ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନକୁ ଗ୍ରହଣ…
ଆସିଲା ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ
କଟକ ଅଫିସ, ୭।୯: ବିଚାରପତି ସୁବାସ ବିହାରୀଙ୍କ ମୃତ୍ୟୁ ଘଟଣାରେ ବୁଧବାରା ପୋଷ୍ଟମର୍ଟମ ରିପୋଟ କମିଶନରେଟ ପୋଲିସର ହାତରେ ଲାଗିଛି। ଏସିବି ମେଡିକାଲରୁ ମର୍କତନଗର ଥାନାରେ ପୋଷ୍ଟମର୍ଟମ ରିପୋର୍ଟ ପହଞ୍ଚିଛି। ବିଚାରପତି ନିଜେ ଆତ୍ମହତ୍ୟା କରିଥିବା ରିପୋର୍ଟରେ ଉଲ୍ଲେଖ। ରଶିରେ ଝୁଲିବା…
ସ୍ତ୍ରୀଙ୍କୁ ପଚରାଉଚରା କଲା ପୋଲିସ
କଟକ ଅଫିସ,୭ା୯: କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀ(୪୯)ଙ୍କ ମୃତ୍ୟୁ ଘଟଣାରେ ତାଙ୍କ ସ୍ତ୍ରୀ ଅପରିଜିତାଙ୍କୁ ମଙ୍ଗଳବାର ମର୍କତନଗର ଥାନା ପୋଲିସ ପଚରାଉଚରା କରିଛି। ସିଡିଏସ୍ଥିତ ସରକାରୀ କ୍ବାର୍ଟର୍ସରେ ଅପରିଜିତାଙ୍କ ସହ ପରିବାର ଲୋକଙ୍କୁ ମଧ୍ୟ ପଚରାଉଚରା…
ଚାକିରି ଲାଗି ପ୍ରାର୍ଥୀଙ୍କୁ ମଗାଯାଉଛି ଟଙ୍କା: ଟୋଲ୍ ଫ୍ରି ନମ୍ବର ଜାରି କଲା ଓପିଏସ୍ସି
କଟକ ଅଫିସ,୬ା୯- ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ପକ୍ଷରୁ କରାଯାଉଥିବା ବିଭିନ୍ନ ପରୀକ୍ଷାରେ ପ୍ରାର୍ଥୀମାନଙ୍କୁ ଯୋଗ୍ୟତା ତାଲିକାରେ ସ୍ଥାନ ଦେବାକୁ କେତେଜଣ ଅସାଧୁ ବ୍ୟକ୍ତି ପ୍ରତିଶ୍ରୁତି ଦେଇ ଟଙ୍କା ମାଗୁଛନ୍ତି। ଏ ସମ୍ପର୍କରେ ଓପିଏସ୍ସି ନିକଟରେ ଅଭିଯୋଗ ହୋଇଛି। ଏହାପରେ ଓପିଏସ୍ସି ପକ୍ଷରୁ…
ଆସିବେ ମା’ : ଏବେଠୁ ଚଳଚଞ୍ଚଳ କଟକ
କଟକ ଅଫିସ, ୬।୯: ଆଶ୍ୱିନରେ ମା’ଙ୍କ ଆଗମନକୁ ନେଇ କଟକ ସହର ପୁଣି ଚଳଚଞ୍ଚଳ ହୋଇ ଉଠିଛି। ରୂପା ତାରକସି କାରଖାନାରେ ଭିଡ଼ ଜମୁଥିବା ଦେଖିବାକୁ ମିଳିଛି। କାରିଗର ଏବେଠାରୁ କାର୍ଯ୍ୟରେ ବ୍ୟସ୍ତ ହୋଇଗଲେଣି। ବର୍ଷକୁ ଥରେ ଚାନ୍ଦି ସଫେଇ କାମ…
ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପାଇଁ ପ୍ରୟାସ
କଟକ ଅଫିସ, ୬ା୯:ଐତିହ୍ୟ ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପ୍ରଦାନ ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଚଳିତ ବର୍ଷ ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ହେବାକୁ ଯାଉଥିବାବେଳେ ଏ ନେଇ ଏକ ପ୍ରସ୍ତୁତି ବୈଠକ…
ନକଲି ସୁନାବତି ଦେଇ ୧୦ ଲକ୍ଷ ଠକିନେଲେ
କଟକ ଅଫିସ,୫ା୯:ଏକ କିଲୋ ଓଜନର ନକଲି ସୁନାବତି ଦେଇ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ କ୍ୟାଣ୍ଟନ୍ମେଣ୍ଟ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ସେ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ କେନ୍ଦୁଆଡିଅ…
ଝିଅପୁଅ ପରେ ମା’ ଆଖିବୁଜିଲେ
ବଡ଼ମ୍ବା,୫ା୯(ଡି.ଏନ୍.ଏ):କଟକ ଜିଲା ବଡ଼ମ୍ବା ଥାନା ଅନ୍ତର୍ଗତ ଅଭିମାନପୁର ପଞ୍ଚାୟତସ୍ଥିତ ବୀରବରପୁର ଗ୍ରାମରେ ଘରେ ତିଆରି ଚାଟ୍ ଖାଇ ଗୋବିନ୍ଦ୍ର ପାତ୍ରଙ୍କ ପରିବାରର ୪ ସଦସ୍ୟଙ୍କ ମଧ୍ୟରୁ ଝିଅ ରୁଚିକା ଓ ପୁଅ ରୁଦ୍ରଙ୍କ ଶନିବାର ଭୋର ସମୟରେ ମୃତ୍ୟୁ ହୋଇଥିବା ବେଳେ…

