କଟକ

୨ରୁ ସିପିଏସ୍‌ଇ ଲିଖିତ ପରୀକ୍ଷା

କଟକ ଅଫିସ, ୧୭।୬:ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ଦ୍ୱାରା ପରିଚାଳିତ ମିଳିତ ପୋଲିସ ସେବା ପରୀକ୍ଷା (ସିପିଏସ୍‌ଇ)-୨୦୧୮ ବର୍ଷ ପାଇଁ କମ୍ପ୍ୟୁଟରଭିତ୍ତିକ ଲିଖିତ ପରୀକ୍ଷା ଅନ୍‌ଲାଇନ ମାଧ୍ୟମରେ କରାଯିବ। ଉକ୍ତ ପରୀକ୍ଷା ଆସନ୍ତା ଜୁଲାଇ ୨ରୁ ୯ ତାରିଖ ଏବଂ ୧୧ରୁ…

ଆଧ୍ୟାତ୍ମିକ ସ୍ତମ୍ଭକାର ଶ୍ରୀସନ୍ନ୍ୟାସୀ ଜୀ ସମ୍ବର୍ଦ୍ଧିତ

କଟକ ଅଫିସ,୧୬ା୬: ଆଧ୍ୟାତ୍ମିକ ସ୍ତମ୍ଭକାର, ପ୍ରବକ୍ତା, ଜଗନ୍ନାଥ ସଂସ୍କୃତି ଗବେଷକ ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’  ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ହାପି ଲିଭିଂ ଫାଉଣ୍ଡେଶନ ପକ୍ଷରୁ ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ସମ୍ବର୍ଦ୍ଧନା ସଭାରେ ଫାଉଣ୍ଡେଶନର ଅଧ୍ୟକ୍ଷ ତଥା ଅନ୍ତର୍ଜାତୀୟ…

ସଂଘର୍ଷ ପରେ ଶେଷରେ ଆଖି ବୁଜିଲା ଗୁଳିବିଦ୍ଧ ହାତୀ

ଆଠଗଡ, ୧୪।୬(ଡି.ଏନ୍‌.ଏ.): ୮ ଦିନର ସଂଘର୍ଷ ପରେ ଗୁଳିବିଦ୍ଧ ଦନ୍ତାର ମଙ୍ଗଳବାର ମୃତ୍ୟୁ ଘଟିଛି। ଏ ନେଇ ରେଞ୍ଜର ପ୍ରଫୁଲ୍ଲ କୁମାର ଦେହୁରୀ ସୂଚନା ଦେଇଛନ୍ତି । ଜୟପୁର ଜଙ୍ଗଲରେ ଅସୁସ୍ଥ ହୋଇ ଦନ୍ତା ହାତୀଟି ମୃତ୍ୟୁ ସହିତ ସଂଘର୍ଷ କରୁଥିଲା।…

ଏଥର ହେବ କଟକ ବାଲିଯାତ୍ରା

କଟକ ଅଫିସ,୧୩।୬: ଚଳିତ ବର୍ଷ ହେବ ପ୍ରସିଦ୍ଧ କଟକ ବାଲିଯାତ୍ରା। ଏ ନେଇ କଟକ ଜିଲାପାଳ ଭବାନୀ ଶଙ୍କର ଚଇନୀ ସୋମବାର ଏହି ଘୋଷଣା କରିଛନ୍ତି। କୋଭିଡ ଯୋଗୁ ଗତ ୨ ବର୍ଷ ହେଲା ବାଲିଯାତ୍ରାର ଆୟୋଜନ ହୋଇ ନଥିଲା। ବର୍ତ୍ତମାନ…

ମାହାଙ୍ଗା ଡବଲ ମର୍ଡର ଘଟଣା : ୨୦ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ

ସାଲେପୁର,୧୩।୬(ଡି.ଏନ୍‌.ଏ) ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ସାଲେପୁର ଜେଏମ୍‌ଏଫସି ପୁଣି ଏକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସ ୨୦ତାରିଖ ସୁଧା ତଦନ୍ତ ଷ୍ଟାଟସ ରିପୋର୍ଟ ଦାଖଲ ସହ ତଦନ୍ତ କାହିଁକି ବିଳମ୍ବ ହେଉଛି କାରଣ ଦର୍ଶାଇବା ପାଇଁ ତଦନ୍ତକାରୀ…

ହାତୀ କଙ୍କାଳ ମିଳିବା ଘଟଣା: ତଦନ୍ତ ପରିସରଭୁକ୍ତ ହେବେ ଡିଏଫ୍‌ଓ

ଆଠଗଡ଼,୧୩।୬(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ ବଡମ୍ବାରେ ମାଟି ତଳୁ ହାତୀ କଙ୍କାଳ ମିଳିବା ଘଟଣାରେ ଡିଏଫଓଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ । ଯଦି ଘଟଣାରେ ତାଙ୍କର କୌଣସି ହାତ ଥିବା ଜଣାପଡ଼େ ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ…

ବାରବାଟୀ ଷ୍ଟାଡିୟମରେ ପହଞ୍ଚିଲେ ୨ ଦଳର ଖେଳାଳି

କଟକ ଅଫିସ୍‌,୧୨।୫: କଟକର ବାରବାଟୀ ଷ୍ଟାଡିୟମରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ ଖେଳାଯିବ। ଏଥିପାଇଁ ଉଭୟ ଦଳର ଖେଳାଳି ମେ’ ଫେୟାର ହୋଟେଲୁ ବାହାରି ଷ୍ଟାଡିୟମରେ ପହଞ୍ଚିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଉଭୟ ଦଳର…

ଅପରାହ୍ନ ୩ଟାରୁ ଖୋଲାଯିବ ବାରବାଟୀ ଗେଟ୍‌, ଜାଲ ଟିକେଟ ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୨।୬: ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଦ୍ୱିତୀୟ ଟି-୨୦ ମୁକାବିଲା ଖେଳାଯିବ। ଏହି ମ୍ୟାଚ ଦେଖିବା ପାଇଁ ଅପରାହ୍ନ ୩ଟାରୁ ବାରବାଟୀ ଷ୍ଟାଡିୟମ୍‌ର ସମସ୍ତ ଗେଟ ଖୋଲାଯିବ। ଟିକେଟ୍‌ରେ ଉଲ୍ଲେଖ ଥିବା ଗେଟ୍‌ ନଂ ଅନୁସାରେ ଦର୍ଶକ ଷ୍ଟାଡ଼ିୟମ୍‌କୁ…

ଆଜି ବାରବାଟୀରେ ପ୍ରାକ୍ଟିସ୍‌ କରିବେ ଖେଳାଳି

କଟକ ଅଫିସ,୧୧।୬: ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌ ପାଇଁ ଶନିବାର ଉଭୟ ଦଳ ବାରବାଟୀ ଯାଇ ନେଟ ପ୍ରାକ୍ଟିସ୍‌ କରିବେ। ଦିନ ୧ଟାରୁ ଅପରାହ୍ନ ୪ଟା ଯାଏ ଦକ୍ଷିଣ-ଆଫ୍ରିକା ଦଳ ଅଭ୍ୟାସ କରିବେ। ପରେ ୫ଟାରୁ ୮ଟା…

ଖେଳ ଶେଷ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

କଟକ ଅଫିସ, ୧୧ା୬: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ୍‌ ମ୍ୟାଚ୍‌ ଖେଳାଯିବ। ଏନେଇ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ…

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ

କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରୀତିନୀତି ଅନୁଯାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri