କଟକ

ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍‌ସି) ନୂଆ ମାର୍ଗଦର୍ଶିକା...

ନିଆଳିରେ ପୁଣି ଅଜଣା ଜନ୍ତୁ ଆତଙ୍କ

ନିଆଳି,୩।୪(ଡି.ଏନ.ଏ.): କଟକ ଜିଲା ନିଆଳି ଅଞ୍ଚଳରେ ପୁଣି ଅଜଣା ଜନ୍ତୁ ଆତଙ୍କ ଦେଖାଦେଇଛି। ଗୁରୁବାର ରାତିରେ ଅଜଣା ଜନ୍ତୁ ଆକ୍ରମଣରେ ନିଆଳି ବ୍ଲକ ଅନ୍ତର୍ଗତ ତିହୁଡି ପଞ୍ଚୟତ ବାଘମରା ଗ୍ରାମର ବିରଞ୍ଚତ୍ ଦାସଙ୍କ ଗୁହାଳରେ ଥିବା ୧୦ଟି ମେଣ୍ଢାଙ୍କ ମୃତ୍ୟୁ...

ସାରଳା ଦାସଙ୍କ ମହାଭାରତ ବାସ୍ତବିକ ଅନନ୍ୟ: ଉପରାଷ୍ଟ୍ରପତି

କଟକ ଅଫିସ,୩।୪: ଆଦିକବି ସାରଳା ଦାସ ହେଉଛନ୍ତି ଆଧୁନିକ ଓଡ଼ିଆ ଭାଷାର ଜନକ। ପଞ୍ଚଦଶ ଶତାବ୍ଦୀରେ ପ୍ରଚଳିତ ଭାଷାକୁ ବ୍ୟବହାର କରି ଓଡ଼ିଆ ସାହିତ୍ୟକୁ ଲୋକାଭିମୁଖୀ କରିବାରେ ସାରଳା ଦାସ ଥିଲେ ଅଗ୍ରଦୂତ। ମହାଭାରତରେ ସେ ଯେଉଁ ଶବ୍ଦାବଳୀ ପ୍ରୟୋଗ...

ଦଶମ ଶ୍ରେଣୀ ଫାଇନାଲ ପ୍ରାକ୍ଟିସ୍‌ ଟେଷ୍ଟ କାର୍ଯ୍ୟସୂଚୀ ପ୍ରକାଶିତ

କଟକ ଅଫିସ,୩।୪: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟର କାର୍ଯ୍ୟସୂଚୀ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ୧୫ରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ ଭାଷା ଓଡ଼ିଆ ଓ ଦ୍ୱିତୀୟ ପର୍ଯ୍ୟାୟରେ ସାମାଜିକ ବିଜ୍ଞାନ ପରୀକ୍ଷା...

ଦିଅରଙ୍କ ହାତରେ ଭାଉଜଙ୍କ ଜୀବନ ଗଲା

କଟକ ଅଫିସ,୨।୪: କଟକ ସହର ଶିଖରପୁର ଉପର ସାହିରେ ଜମିବାଡିକୁ କେନ୍ଦ୍ରକରି ଶୁକ୍ରବାର ସକାଳେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିଅରଙ୍କ ଆକ୍ରମଣରେ ବିଧବା ଭାଉଜଙ୍କର ମୃତ୍ୟୁ ଘଟିଛି। ମୃତ ଭାଉଜ ହେଲେ କାମାକ୍ଷୀ ସ୍ବାଇଁ (୪୫)। କାମାକ୍ଷୀଙ୍କ ଶରୀରର...

ହୋଲିରେ ଫାଣ୍ଡି ଅଧିକାରୀଙ୍କୁ ଆକ୍ରମଣ

କଟକସଦର,୨୯।୩: ହୋଲିରେ ଚୋରାରେ ମଦ ବିକ୍ରି ହେଉଥିବା ଖବର ପାଇଁ ୪୨ ମୌଜା ଫାଣ୍ଡି ଅଧିକାରୀ କୃପାସିନ୍ଧୁ ବରାଡ଼ ଝାରକଟା ଗ୍ରାମରେ ଚଢାଉ କରିଥିଲେ। ସେତିକିବେଳେ ଚୋରାମଦ ବିକ୍ରେତା ଓ ତାଙ୍କ ସ୍ତ୍ରୀଙ୍କ ସମେତ ପରିବାରର ଅନ୍ୟ ଲୋକମାନେ ବ୍ଲେଡ୍‌ରେ...

କଟକଣା ମଧ୍ୟରେ ହୋଲି ମନାଇଲେ କଟକବାସୀ

କଟକ ଅଫିସ,୨୯।୩: ଭାଇଚାରାର ସହର କଟକରେ ସୋମବାର ରଙ୍ଗର ପର୍ବ ହୋଲି ପାଳିତ ହୋଇଯାଇଛି। ଚଳିତ ବର୍ଷ କରୋନା କଟକଣା ହୋଲିକୁ ଫିକା କରିଦେଇଛି। ଲୋକେ ଘରେ ରହି ହୋଲି ମନାଇଛନ୍ତି। ଛୋଟରୁ ବଡ ସଭିଏଁ ରଙ୍ଗ ଅବିରରେ ରଙ୍ଗେଇ...

କଟକଣା ଯୋଗୁ ବ୍ୟବସାୟ ମାନ୍ଦା

କଟକ ଅଫିସ, ୨୮। ୩: କଟକରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ହୋଲି ପାଳନ ଉପରେ କଟକଣା ଜାରି କରାଯାଇଛି। ଏକାସଙ୍ଗରେ ବହୁସଂଖ୍ୟକ ଲୋକଙ୍କୁ ହୋଲି ଖେଳିବାକୁ ବାରଣ କରାଯାଇଛି। ଲୋକମାନେ ବାହାରକୁ ନ ଆସି...

କୋଭିଡ୍‌ ନିୟମ ଉଲ୍ଲଂଘନ : ସୁପର ମାର୍କେଟ, ୨ କୋଚିଂ ସେଣ୍ଟର ସିଲ୍ ‌

କଟକ ଅଫିସ,୨୬।୩: କଟକ ସହରରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଗୁରୁବାର ସିଏମ୍‌ସି ପକ୍ଷରୁ ଏକ ଶପିଂ କମ୍ପ୍ଲେକ୍ସ ଓ ୨ଟି କୋଚିଂ ସେଣ୍ଟର ସିଲ୍‌ କରାଯାଇଛି। କଟକ ମହାନଗର ନିଗମ (ସିଏମ୍‌ସି) ଡେପୁଟି କମିଶନର ଅବିନାଶ ରାଉତଙ୍କ ନେତୃତ୍ୱରେ...

ଲୁଟେରା ଗ୍ୟାଙ୍ଗ୍‌ର ୬ ଗିରଫ

କଟକ ଅଫିସ,୨୬।୩: ମଧୁପାଟଣା ଥାନା ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌ର ୬ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪ ବନ୍ଧୁକ, ୮ ଗୁଳି, ୬ ମୋବାଇଲ ଫୋନ୍‌, ୨ବାଇକ୍‌ ସମେତ ନଗଦ ୫୫୦୦ ଟଙ୍କା ଜବତ କରିଛି। ଗିରଫ ହୋଇଥିବା...

ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ

କଟକ ଅଫିସ, ୨୪ା୩: ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଅବସରରେ କଟକ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଅବସରରେ ରେଳଷ୍ଟେଶନଠାରେ ବିଶିଷ୍ଟ ଅତିଥିମାନେ ଗାନ୍ଧୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ।...

ବିଚାରପତିଙ୍କ ସନ୍ଦିଗ୍ଧ ଚରିତ୍ର ବିପଜ୍ଜନକ

କଟକ ଅଫିସ,୨୩।୩: ଜଣେ ବିଚାରପତିଙ୍କ ଆଇନଗତ ଜ୍ଞାନ ଯଥେଷ୍ଟ ରହିଥିଲେ ସୁଦ୍ଧା ଯଦି ତାଙ୍କଠାରେ ସଚ୍ଚୋଟତା ବା ସାଧୁତାର ଅଭାବ ରହିବ ଏବଂ ତାଙ୍କ ଚରିତ୍ର ସନ୍ଦେହଜନକ ରହିବ ତେବେ ଏହା ନ୍ୟାୟ ବ୍ୟବସ୍ଥାର ସୁପରିଚାଳନା ପ୍ରତି ବିପଦ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri