ମେ’ ୨୧ରୁ ମାଟ୍ରିକ ଖାତା ଦେଖା, ୫୮ କେନ୍ଦ୍ରରେ ଦେଖାଯିବ ଖାତା
କଟକ ଅଫିସ,୧୩।୫ : ସଂସ୍କୃତ ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ମାଟ୍ରିକ ପରୀକ୍ଷା ଖାତା ଦେଖା ମେ ୨୧ ତାରିଖରୁ ଆରମ୍ଭ ହେବ । ୧୦ରୁ ୧୨ ଦିନ ଭିତରେ ଅର୍ଥାତ ଚଳିତ ମାସ ଶେଷ ସୁଦ୍ଧା ଖାତା ଦେଖ…
୧୫ କୁଇଣ୍ଟାଲ ଗୋମାଂସ ଜବତ
କଣ୍ଟାପଡ଼ା,୧୨।୫(ଡି.ଏନ୍.ଏ.): ଓଲଟପୁର ପୋଲିସ ଗୁରୁବାର ୬୦ ନମ୍ବର ରାଜ୍ୟ ରାଜପଥରୁ ଗୋମାଂସ ଚାଲାଣ ହେଉଥିବା ଏକ ପିକ୍ଅପ ଭ୍ୟାନ୍ (ଓଡି ୦୫ କ୍ୟୁ ୧୯୮୩)କୁ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ…
ଦୋଷୀଙ୍କୁ ୨୫ବର୍ଷ ଦଣ୍ଡାଦେଶ
କଟକ ଅଫିସ,୧୧।୫: କଟକ ମଙ୍ଗଳାବାଗ ଥାନା ଅଧୀନ ଫ୍ରେଣ୍ଡ୍ସ କଲୋନୀ ଅଞ୍ଚଳରେ ରହୁଥିବା ଜଣେ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରିବା ମାମଲାରେ ଅଭିଯୁକ୍ତଙ୍କୁ ୨୫ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ କୋର୍ଟ। ଏଥିସହ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା ଅର୍ଥ…
ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବାକୁ ଡିଜିପିଙ୍କ ନିର୍ଦ୍ଦେଶ
କଟକ ଅଫିସ,୧୧ା୫: ଦୁଇ ବର୍ଷ ପରେ ଏଥର ପୁରୀରେ ରଥଯାତ୍ରା ପୂର୍ଣ୍ଣ ଭକ୍ତ ସମାଗମରେ ହେବ। ରେଳ ଯାତ୍ରୀଙ୍କ ସୁବିଧା ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବନ୍ଦୋବସ୍ତ କରିବାକୁ ଡିଜିପି ସୁନୀଲ ବଂଶଲ ନିର୍ଦ୍ଦେଶ ଦେଇଛନ୍ତି ା ଓଡ଼ିଶାରେ ରେଳ…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ନିର୍ମାଣ ପାଇଁ ନ ଥିଲା ଅନୁମତି
କଟକ ଅଫିସ, ୯।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୋମବାର ହାଇକୋର୍ଟରେ ଶୁଣାଣି ଶେଷ ହୋଇଛି। ଏ ନେଇ ଏଏସ୍ଆଇ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଏଏସ୍ଆଇ ପକ୍ଷରୁ ପ୍ରକଳ୍ପ ନିର୍ମାଣ ପାଇଁ କୌଣସି ଅନୁମତି ଦିଆଯାଇ ନ…
ଏଣିକି ଅନ୍ଲାଇନରେ ସ୍ଲଟ୍ ବୁକିଂ
କଟକ ଅଫିସ,୯।୫: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ବର୍ହିବିଭାଗ ପାଇଁ ସୋମବାରଠୁ ଅନ୍ଲାଇନରେ ସ୍ଲଟ୍ ବୁକିଂ ଆରମ୍ଭ ହୋଇଛି। ପ୍ରଫେସର ପ୍ରଶନଜିତ ମହାନ୍ତିଙ୍କ ଦ୍ୱାରା ଏହି ଅନ୍ଲାଇନ ସେବା ଆରମ୍ଭ ହୋଇଛି। www.eswasthya.odisha.gov.in ପୋର୍ଟାଲକୁ ଯାଇ ରୋଗୀମାନେ…
କଟକ ଡିସିପି ଭାବେ ଦାୟିତ୍ୱ ନେଲେ ପିନାକ ମିଶ୍ର
କଟକ ଅଫିସ, ୯।୫: କଟକର ନୂଆ ଡିସିପି ଭାବେ ପିନାକ ମିଶ୍ର ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସହରର ଆଇନଶୃଙ୍ଖଳା, ସାଇବର କ୍ରାଇମ ଓ ଅପରାଧ ମୁକାବିଲା ଉପରେ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି। ଅପରାଧ ଛାଡ ନ ହେଲେ…
ସୋମବାର କଟକ ଡିସିପି ଭାବେ ଦାୟିତ୍ୱ ନେବେ ପିନାକ ମିଶ୍ର
କଟକ ଅଫିସ, ୮।୫: କଟକର ନୂଆ ଡିସିପି ଭାବେ ପିନାକ ମିଶ୍ର ସୋମବାର ଦାୟିତ୍ୱ ଗ୍ରହଣ କରିବେ। ସେ ଗତ ଗୁରୁବାରଠାରୁ ବ୍ରହ୍ମପୁର ଏସ୍ପି ଦାୟିତ୍ୱରୁ ଛୁଟି ନେଇସାରିଛନ୍ତି । ରବିବାର ସେ କଟକରେ ପହଞ୍ଚିବେ । ପର ଦିନ ୯…
ୱାର୍ଲଡ ସ୍କିଲ୍ ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ ଓଡ଼ିଆ ଛାତ୍ର
କଟକ ଅଫିସ,୭ା୫: ଚାଇନାର ସାଙ୍ଘାଇରେ ହେବାକୁ ଥିବା ୱାଲର୍ଡ ସ୍କିଲ୍-୨୦୨୨ ପ୍ରତିଯୋଗିତାରେ ଭାରତ ପକ୍ଷରୁ ଓଡ଼ିଆ ଯୁବକ ସନ୍ତୋଷ ଓଝା ପ୍ରତିନିଧିତ୍ୱ କରିବେ। ସେ କଟକ ଖପୁରିଆସ୍ଥିତ ଆଇଟିଆଇର୨୦୧୭ ବ୍ୟାଚର ଛାତ୍ର। ଗତ ଜାନୁୟାରୀରେ ଦିଲ୍ଲୀଠାରେ ଆୟୋଜିତ ସ୍କିଲ୍ ଇଣ୍ଡିଆ ଜାତୀୟ…
ସରିଲା ମାଟ୍ରିକ ପରୀକ୍ଷା: ଉତ୍ତର ପତ୍ର ଆସିବା ପରେ ଅନୁପସ୍ଥିତ ପିଲାଙ୍କ ସଂଖ୍ୟା କହିପାରିବୁ: ବୋର୍ଡ ସଭାପତି
କଟକ ଅଫିସ,୮।୫: ଚଳିତ ବର୍ଷର ମାଟ୍ରିକ ସମେଟିଭ-୨ ପରୀକ୍ଷା ଶନିବାର ଶେଷ ହୋଇଛି। ଶେଷଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଥିବାବେଳେ ଏଥିରେ କପି କରି ୪୩ ଜଣ ପରୀକ୍ଷାର୍ଥୀ ଧରାପଡ଼ିଛନ୍ତି। ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷାରେ ମୋଟ୍…
ବେଡ୍ରେ ରୋଗୀ, ତଳେ ମୃତଦେହ
କଟକ ଅଫିସ,୮।୫: ବେଡ୍ ଉପରେ ଚାଲିଛି ରୋଗୀ ଚିକିତ୍ସା, ତଳେ ପଡିଛି ମୃତଦେହ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଏସ୍ସିବି ମେଡିକାଲ କାଜୁଆଲ୍ଟିରେ। ଏହି ଘଟଣା ଲୋକଲୋଚନକୁ ଆସିବା ପରେ ମେଡିକାଲ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ୨୪…
ସୁମିତ-ତପସ୍ବିନୀ ବିବାଦ: ଶେଷ ମଧ୍ୟସ୍ଥତା ବିଫଳ
କଟକ ଅଫିସ,୭।୫: ବ୍ରହ୍ମପୁର ବହୁଚର୍ଚ୍ଚିତ ସୁମିତ ଓ ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ଶେଷ ମଧ୍ୟସ୍ଥତା ବିଫଳ ହୋଇଛି। ଶନିବାର ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାଲିଥିବା ଏହି ମଧ୍ୟସ୍ଥତାର ଶେଷ ତାରିଖ ଥିଲା। ତେବେ ଆସନ୍ତା ୯ ତାରିଖରେ ପୁଣି ହାଇକୋର୍ଟ…
Archives


