ଜିଏସଟି ଅତିରିକ୍ତ କମିଶନରଙ୍କ ଘରେ ଚଢ଼ାଉ
କଟକ ଅଫିସ,୮।୮: କଟକ କମର୍ସିଆଲ ଟାକ୍ସ ଓ ଜିଏସଟି ଅତିରିକ୍ତ କମିଶନର ପୀୟୂଷ କାନ୍ତ ପାଣି ସୋମବାର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଚଢ଼ାଉ କରାଯାଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି…
ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା କଡ଼ାକଡ଼ି
ଭୁବନେଶ୍ୱର,(ବ୍ୟୁରୋ)/: କଟକ ଅଫିସ, ୮ା୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଶାହାଙ୍କ ସୁରକ୍ଷାରେ କଟକରେ ୩୦ ଓ ଭୁବନେଶ୍ୱରରେ ୨୨…
ପୋଷ୍ଟରରେ ଶକ୍ତି ପ୍ରଦର୍ଶନ
କଟକ ଅଫିସ,୮ା୮: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସୋମବାର କଟକ ଗସ୍ତକୁ ନେଇ ଭାଜପା କର୍ମୀମାନଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖାଦେଇଛି। ତାଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଦେବା ପାଇଁ ଦଳୀୟ ନେତୃବୃନ୍ଦ ଓ କର୍ମୀମାନେ ପ୍ରାଣପଣେ ଲାଗିପଡ଼ିଛନ୍ତି। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ…
ଏନ୍ଏଲ୍ୟୁଓରେ ଆରମ୍ଭ ହେବ ବିଏ ସ୍ପେଶିଆଲାଇଜେଶନ ଡିଗ୍ରୀ
କଟକ ଅଫିସ, ୭।୮: ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ ଓଡ଼ିଶା (ଏନ୍ଏଲ୍ୟୁଓ) ପକ୍ଷରୁ ବିଏ ସ୍ପେଶିଆଲାଇଜେଶନ ଡିଗ୍ରୀ ପାଠ୍ୟକ୍ରମ ୨୦୨୨-୨୩ ଶିକ୍ଷାବର୍ଷରୁ ଆରମ୍ଭ ହେବାକୁ ଯାଉଛି। ଏହି ପାଠ୍ୟକ୍ରମକୁ ଜାତୀୟ ଶିକ୍ଷା ନୀତି (ଏନ୍ଇପି) ୨୦୨୦ର ନିୟମ ଅନୁସାରେ ପ୍ରସ୍ତୁତ କରାଯାଇଛି। ଏଥିସହ…
ଦୁର୍ନୀତି ରୋକିବାରେ ଜିରୋ ଟଲରେନ୍ସକୁ ଗୁରୁତ୍ୱ
କଟକ ଅଫିସ, ୬।୮: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ୨୦୧୮ ବ୍ୟାଚ୍ର ଗ୍ରେଡ୍-ଏ ଅଫିସରଙ୍କ ନିମନ୍ତେ ୨ଦିନିଆ ତାଲିମ କାର୍ଯ୍ୟକ୍ରମ ଭୁବନେଶ୍ୱରସ୍ଥିତ ରାଜ୍ୟ ଭିଜିଲାନ୍ସ ଏକାଡେମୀରେ ଶୁକ୍ରବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ସଚିବ ପି. କେ.…
ମାଟିରେ ଲୋଟିଲାଣି ସହରର ସୌନ୍ଦର୍ଯ୍ୟକରଣ
କଟକ ଅଫିସ,୬ା୮: ସିଲ୍ଭର ସିଟି କଟକ ସହର ରାଜ୍ୟର ପୁରୁଣା ତଥା ଐତିହାସିକ ସହର ଭାବେ ଜଣାଶୁଣା। ସହରରେ ଅନେକ ଐତିହ୍ୟ, ପୁରୁଣା ଗାଥା, ମହାନପୁରୁଷ ଜନ୍ମ ନେଇ କଟକର ନଁା ରଖିଥିବା ବେଳେ ସହରକୁ ସୌନ୍ଦର୍ଯ୍ୟକରଣ ପାଇଁ ପ୍ରାଚୀନ କାଳରୁ…
ଏସ୍ସିବିରେ ପ୍ରଥମ ବ୍ଲାକ୍ ଫଙ୍ଗ୍ସ ପ୍ଲାଷ୍ଟିକ ସର୍ଜରି ସଫଳ
କଟକ ଅଫିସ, ୬ା୮: ଶ୍ରୀରାମ ଚନ୍ଦ୍ର ଭଞ୍ଜ (ଏସ୍ସିବି) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ପ୍ରଥମ ପୋଷ୍ଟ ବ୍ଲାକ ଫଙ୍ଗ୍ସ ପ୍ଲାଷ୍ଟିକ ସର୍ଜରି ସଫଳ ହୋଇଛି। ମାରାତ୍ମକ ବ୍ଲାକ୍ ଫଙ୍ଗ୍ସ ସଂକ୍ରମଣରେ ମାଢ଼ି ଓ ଦାନ୍ତ ହରାଇ ଏକପ୍ରକାର ଭିନ୍ନକ୍ଷମ ହୋଇପଡ଼ିଥିବା…
ସ୍ବାଧୀନତା ଦିବସରେ ଆତ୍ମାହୁତି ପାଇଁ ରାଷ୍ଟ୍ରପତିଙ୍କୁ ଚିଠି
ଖୁଣ୍ଟୁଣୀ,୫।୮(ଡି.ଏନ୍.ଏ.): ଖୁଣ୍ଟୁଣୀର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବାକୁ ୧୯୯୪ ମସିହାରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାରେ ସରକାର ଓ ପ୍ରଶାସନ ଅବହେଳା କରିଆସୁଛନ୍ତି। ଏହାର ପ୍ରତିବାଦରେ ସ୍ବାଧୀନତା ଦିବସରେ ଡାକ୍ତରଖାନା…
ମହିମାଙ୍କ ବଡ ପୁଅଙ୍କୁ ସାଙ୍ଗରେ ନେଲା ସିବିଆଇ
କଟକ ଅଫିସ,୪।୮: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ଗୁରୁବାର ସିବିଆଇ ପକ୍ଷରୁ ଚଢାଉ କରାଯାଇଥିଲା। ଚଢାଉ ପରେ ସିବିଆଇ ଅଧିକାରୀମାନେ ମହିମାଙ୍କ ବଡ ପୁଅଙ୍କୁ କଟକ ଓଡ଼ିଆ ବଜାର ସ୍ଥିତ ଘରୁ ସାଙ୍ଗରେ ନେଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗୁରୁବାର ମହିମା ମିଶ୍ରଙ୍କ…
ଅନ୍ଲାଇନରେ ମଗାଇଲେ ରେନିକୋଟ୍, ଆସିଲା ପଲିଥିନ
ନରସିଂହପୁର, ୪ା୮(ସ୍ବ.ପ୍ର.): ଅନ୍ଲାଇନରେ ବିଭିନ୍ନ ଘରକରଣାଠାରୁ ଆରମ୍ଭ କରି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଲୋକମାନେ ଘରେ ବସି ମଗାଉଛନ୍ତି। ହେଲେ କିଛି ଲୋକ ଠକାମିର ଶିକାର ହେଉଥିବା ଦେଖିବାକୁ ମିଳୁଛି। ଜଣେ ବ୍ୟକ୍ତି ଅନ୍ଲାଇନରେ ରେନିକୋଟ୍ ମଗାଇଥିବା ବେଳେ ପାର୍ସଲରୁ କିଛି…
୮୦ ପଇସାରେ ମିଳୁଛି ତ୍ରିରଙ୍ଗା
କଟକ ଅଫିସ, ୪।୮: ସ୍ବାଧୀନତା ଦିବସ ପାଳନ ପାଇଁ ସହରରେ ବିଭିନ୍ନ ଦୋକାନରେ ବିକ୍ରି ହେଉଛି ନାନାରକମର ସାମଗ୍ରୀ। ମୁଣ୍ଡରେ ମାରିବା ବ୍ୟାଣ୍ଡ ଠାରୁ ଆରମ୍ଭ କରି ତ୍ରିରଙ୍ଗା ଟି-ଶାର୍ଟ, ବ୍ୟାଜ୍, ଘର ସଜା ସାମଗ୍ରୀ, ତ୍ରିରଙ୍ଗା ମାଳ, ତ୍ରିରଙ୍ଗା ପଗଡି,…
ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ
କଟକ ଅଫିସ/ପାରାଦୀପ,୪ା୮(ସ୍ବ.ପ୍ର.): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ଘର ଏବଂ ଅଫିସରେ ଗୁରୁବାର ସିବିଆଇ ଚଢ଼ାଉ କିରଛି। କଟକ ଓ ପାରାଦୀପର ବିଭିନ୍ନ ସ୍ଥାନରେ ସିବିଆଇ ଟିମ୍ ଚଢ଼ାଉ କରିଥିବା ବେଳେ କେତେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି। କଟକ ଓଡ଼ିଆ…

