କଟକ

ଘନ କୁହୁଡ଼ିରେ ବନ୍ଧ ତଳକୁ ଖସିଲା କାର

ବାଙ୍କୀ,୯।୧: ଘନ କୁହୁଡି ଯୋଗୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ଦିନ ୯ଟା ଯାଏ ରାସ୍ତାଘାଟ ଭଲ ଭାବେ ଦେଖାଯାଉ ନାହିଁ। ଏହି ଘନ କୁହୁଡିରେ ଅନେକ ଦୁର୍ଘଟଣା ଘଟୁଥିବା ବେଳେ ମଙ୍ଗଳବାର କଟକ ଜିଲା ଯାତମୁଣ୍ଡିଆ ଛକ ନିକଟରେ...

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ଅରିନ୍ଦମ୍ ରାୟଙ୍କ ରୁଦ୍ଧଦ୍ୱାର ବୈଠକ

ଭୁବନେଶ୍ୱର, ୮ା୧: ଓଲିଉଡ ସୁପରଷ୍ଟାର ତଥା ବିଜେଡି ନେତା ଅରିନ୍ଦମ୍ ରାୟ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଛନ୍ତି। କଟକ ଆଠଗଡ ଅନ୍ତର୍ଗତ ଧବଳେଶ୍ୱର ନିକଟରେ ଏକ ଘରୋଇ ରିସର୍ଟରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ୨୦୧୯ ନିର୍ବାଚନ ପରଠାରୁ...

ମଧ୍ୟାହ୍ନ ଭୋଜନ ଚାଉଳ ବିକୁଥିଲେ  ପ୍ରଧାନ ଶିକ୍ଷୟିତ୍ରୀ, ଧରିପକାଇଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୬।୧: (ଅଶୋକ କୁମାର ମହାପାତ୍ର): ସ୍କୁଲ ଆରମ୍ଭ ହେଉ ହେଉ ଖୋଦ ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି କରିଥିଲେ । ଚାଉଳ ଲଦା ହୋଇଥିବା ବାଇକ ସହ ବ୍ୟବସାୟୀଙ୍କୁ ଧରିଲେ ବିଦ୍ୟାଳୟ ସଭାପତି। ଏ ନେଇ ଥାନାରେ...

ସରକାରୀ ଅର୍ଥରେ ଦଳୀୟ ପ୍ରଚାର: ଭାଜପା

କଟକ,୫ା୧(ଶିଳ୍ପା ପ୍ରିୟଦର୍ଶିନୀ): ଜନସାଧାରଣଙ୍କ ଟିକସ ଅର୍ଥକୁ ଅପବ୍ୟବହାର କରି ଦଳୀୟ ଭିତ୍ତିରେ ଖର୍ଚ୍ଚ କରାଯାଉଛି ବୋଲି ଭାଜପା ଅଭିଯୋଗ କରିଛି। ଏନେଇ କଟକ ଦୋଳମୁଣ୍ଡାଇସ୍ଥିତ ଏକ ହୋଟେଲରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭାଜପା ପୂର୍ବତନ ରାଜ୍ୟ ମହିଳା ମୋର୍ଚ୍ଚା...

ଅର୍ଥତତ୍ତ୍ୱର ସବୁ ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ, ନିଲାମ ଅର୍ଥ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ

କଟକ,୪ା୧ (କାର୍ତ୍ତିକ ସାହୁ): ଚିଟ୍‌ଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସମସ୍ତ ସମ୍ପତ୍ତି ବାଜ୍ୟାପ୍ତି କରି ସାଧାରଣରେ ନିଲାମ କରିବାକୁ କଟକ ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ବାଜ୍ୟାପ୍ତି ସମ୍ପତ୍ତି ନିଲାମ ପରେ ଲବ୍ଧ ଅର୍ଥକୁ ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ...

ଗୋପପୁରରେ ଭୟାବହ ଅଗ୍ନିକାଣ୍ଡ: ଘର ସହ ୧୩ ଛେଳି, ୩ ଗୋରୁ ଜୀବନ୍ତ ଦଗ୍ଧ

ନିଶ୍ଚିନ୍ତକୋଇଲି,୪ା୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବଡ଼କ୍ଷୀର ପଞ୍ଚାୟତ ଗୋପପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ଦୁଇ ବଖରା ଗୃହ ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଘରେ ଥିବା ୧୮ଟି ଛେଳି...

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ମାମଲା: ସିବିଆଇ ତଦନ୍ତ ନେଇ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲେ ହାଇକୋର୍ଟ

କଟକ,୨।୧: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସତୀ ହତ୍ୟାକାଣ୍ଡ ମାମଲା ସିବିଆଇ ତଦନ୍ତ ନେଇ ମଙ୍ଗଳବାର ହାଇକୋର୍ଟରେ ଶୁଣାଣି ହୋଇଛି। ମାମଲାର ଶୁଣାଣି କରି କାହିଁକି ସିବିଆଇ ତଦନ୍ତ ହେବ ନାହିଁ ବୋଲି ହାଇକୋର୍ଟ ରାଜ୍ୟ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି। ମାର୍ଚ୍ଚ ୫ରେ...

କଟକ-ଚାନ୍ଦବାଲି ରାସ୍ତାରେ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ପ୍ରାଣ ହରାଇଥିବା ଶୋକସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ଶୋକ...

ଘନ କୁହୁଡ଼ି ହେଲା କାଳ, ଯାତ୍ରୀବାହୀ ବସ୍‌କୁ ଧକ୍କା ଦେଲା ଟ୍ରକ୍‌: ୩ ମୃତ, ୫୦ରୁ ଅଧିକ ଆହତ

ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୭.୩୦ ମିନିଟ୍‌ ସମୟରେ କେନ୍ଦ୍ରାପଡାରୁ କଟକ ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍‌କୁ କଟକରୁ...

‘ମନର ଶୁଦ୍ଧିକରଣ ଦିଗରେ ପ୍ରୟାସ ଜରୁରୀ’

କଟକ,୩୧ା୧୨: ଦୀର୍ଘ ୨୩ ବର୍ଷ ହେଲା ପ୍ରକାଶିତ ହୋଇ ଆସୁଥିବା ଧର୍ମ, ତତ୍ତ୍ୱ, ଜ୍ଞାନ, ଜ୍ୟୋତିଷ, ସମ୍ବାଦ ଓ ସଂସ୍କାରମୂଳକ ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ ’ର ଜାନୁୟାରୀ ସଂଖ୍ୟା ଏକକ ଅତିଥି ବୌଦ୍ଧ ଦର୍ଶନର ମହାନ ସନ୍ନ୍ୟାସୀ...

ପୂରଣ ହେବ ୩୯୯ ଓସିଏସ୍‌ ପଦବୀ

କଟକ,୩୦ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ରାଜ୍ୟରେ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌)ର ୩୯୯ ପଦବୀ ଖୁବ୍‌ଶୀଘ୍ର ପୂରଣ ହେବ। ବିଭିନ୍ନ ବିଭାଗରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ନିଯୁକ୍ତି ପରୀକ୍ଷା କରିବ। ଏନେଇ ଶୁକ୍ରବାର ଓପିଏସ୍‌ସି...

ନିଯୁକ୍ତି ପାଇବେ ୬୨୧ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

କଟକ, ୨୯ା୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ରାଜ୍ୟରେ ୬୨୧ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦବୀ ପୂରଣ ପାଇଁ ନିଯୁକ୍ତି ପରୀକ୍ଷା କରାଯିବ। ଆସନ୍ତା ଜାନୁୟାରୀ ୧୨ରୁ ଫେବୃୟାରୀ ୧୨ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯିବ। ଏହି ପଦବୀଗୁଡିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri