ମୋବାଇଲ ଦିଅ, ଷ୍ଟ୍ରେଚର ନିଅ
କଟକ ଅଫିସ, ୨୨ା୪: ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏଠି କିନ୍ତୁ ରୋଗୀଙ୍କ ପାଇଁ ଅଜବ ନିୟମ କରାଯାଇଛି। ମୋବାଇଲ ବନ୍ଧକ ରଖିଲେ ଷ୍ଟ୍ରେଚର ଓ…
ହାଇକୋର୍ଟରେ ଶ୍ରୀମନ୍ଦିର ପ୍ରକଳ୍ପ ମାମଲା: ମେ’ ୧୬ରେ ପରବର୍ତ୍ତୀ ଶୁଣାଣି
କଟକ ଅଫିସ,୨୧।୪: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ୧୦୦ ମିଟର ପରିଧି ମଧ୍ୟରେ ହେଉଥିବା ପ୍ରକଳ୍ପ ପାଇଁ ହୋଇଥିବା ମାମଲା ଆଧାରରେ ରାଜ୍ୟ ସରକାର ଓ ଏଏସ୍ଆଇକୁ ହାଇକୋର୍ଟ ଜବାବ ମାଗିଥିଲେ । ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ କ’ଣ ନିର୍ମାଣ ହେଉଛି? ନିର୍ମାଣ…
କଟକ ଚଣ୍ଡି ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ
କଟକ ଅଫିସ,୨୧।୪: କଟକରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଗୁରୁବାର ସେ କଟକ ଚଣ୍ଡୀ ମନ୍ଦିରରେ ମା’ଙ୍କୁ ଦର୍ଶନ କରିବା ସହ ମନ୍ଦିରର ଉନ୍ନୟନମୂଳକ କାମ ନେଇ ଅନୁଧ୍ୟାନ କରିଛନ୍ତି। ସେ ମନ୍ଦିରର ସମସ୍ତ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହ…
ଏମ୍ପି ପଦରୁ ଇସ୍ତଫା ଦେଲେ ସୁବାସ ସିଂ
ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟ ସଭା ଏମ୍ପି ପଦରୁ ଇସ୍ତଫା ଦେଇଛନ୍ତି ସୁବାସ ସିଂ । କଟକ ମେୟର ହେବା ପରେ ସେ ଏମ୍ପି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ଗୁରୁବାର ସେ ଏକ ଖବରଦାତା ସମ୍ମିଳନୀ କରି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି।…
ନବନିର୍ବାଚିତ ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ
କଟକ ସଦର,୨୧ା୪: କଟକ ସଦର ବ୍ଲକ ଅଧ୍ୟକ୍ଷା ବିଷ୍ଣୁପ୍ରିୟା ରାଉତ (୭୨)ଙ୍କର ଗୁରୁବାର ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ସ୍ବର୍ଗତ ରାଉତ କିଡ୍ନୀ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ଗତିରାଉତ ପାଟଣା ପଞ୍ଚାୟତରୁ ନିର୍ବାଚିତ ହୋଇ…
ସମ୍ପର୍କୀୟଙ୍କୁ ଭେଟିବାକୁ ଯାଉଥିଲେ, ଭାରସାମ୍ୟ ହରାଇ ବ୍ରିଜ୍ ତଳକୁ ଖସିଲା କାର୍
ଫୁଲନଖରା,୨୧।୪(ଡି.ଏନ୍.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ କାର ବ୍ରିଜ଼ ତଳକୁ ଖସିପଡିଛି। କାରରେ ୪ଜଣ ଯାତ୍ରୀ ଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରର ଏକ…
ବିଶ୍ୱ ଐତିହ୍ୟସ୍ଥଳ ପାଲଟିବ ଧବଳେଶ୍ୱର ପୀଠ
ଖୁଣ୍ଟୁଣୀ,୨୧ା୪(ଡି.ଏନ୍.ଏ.): ଏକାଦଶ ଶତାବ୍ଦୀରେ ନିର୍ମିତ କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ ବିଶ୍ୱ ଐତିହ୍ୟ ମାନଚିତ୍ରରେ ସ୍ଥାନ ପାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏକ ମ୍ୟାପ୍ ଜାରି କରାଯାଇଛି। ବିଶେଷକରି ପର୍ଯ୍ୟଟକଙ୍କୁ…
ଜଣେ ଏସିପି, ୭ ଇନ୍ସପେକ୍ଟର, ୪୪ ଏସ୍ଆଇ, ୪ ଏଏସ୍ଆଇଙ୍କ ବଦଳି
କଟକ ଅଫିସ,୨୧ା୪: କମିଶନରେଟ୍ ପୋଲିସରେ ବୁଧବାର ଜଣେ ଏସିପିଙ୍କ ସମେତ ୭ ଇନ୍ସପେକ୍ଟର, ୪୪ ସବ୍ଇନ୍ସପେକ୍ଟର ଓ ୪ ଜଣ ଆସିଷ୍ଟାଣ୍ଟ ସବ୍ଇନ୍ସପେକ୍ଟରଙ୍କ ବଦଳି କମିଶନରେଟ ପୋଲିସ ମଧ୍ୟରେ କରାଯାଇଛି। ବିଭିନ୍ନ ଥାନାରେ ଖାଲି ପଡ଼ିଥିବା ପଦବୀ, ପ୍ରଶାସନିକ ଆବଶ୍ୟକତା ଓ…
ଜେଲ ପାଇଖାନା ସୁବ୍ୟସ୍ଥିତ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ ଅଫିସ,୨୦।୪: ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ଜେଲରେ ଥିବା ପାଇଖାନାଗୁଡିକ ସୁବ୍ୟବସ୍ଥିତ କରିବାକୁ ଓଡିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶର ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆସନ୍ତା ୩୦ ତାରିଖରେ ଜିଲା ଆଇନସେବା ଅଧିକାରୀ…
ପୋଷ୍ଟମର୍ଟମ ରିପୋର୍ଟରେ ପ୍ରତିବାଦର ସୁରାକ ମିଳିଲା
ନିଶ୍ଚିନ୍ତକୋଇଲି(ସ୍ବ.ପ୍ର.)/ ମାହାଙ୍ଗା(ଡି.ଏନ୍.ଏ),୨୦ା୪: କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତିକୁ କେନ୍ଦ୍ର କରି ବଡ଼ ଭାଇଙ୍କ ପରିବାରର ୫ଜଣଙ୍କୁ ହତ୍ୟା କରିବା ଘଟଣାର ୮ଦିନ ପରେ ମଙ୍ଗଳବାର ବ୍ୟବଚ୍ଛେଦ(ପୋଷ୍ଟମର୍ଟମ) ରିପୋର୍ଟ ଆସିଛି। ହତ୍ୟାକାଣ୍ଡ ସମୟରେ ମୃତକମାନେ ପ୍ରତିବାଦ କରିଥିଲେ। ସେମାନଙ୍କ…
ସାଙ୍ଗମାନଙ୍କ ସହ ଶ୍ରେଣୀଗୃହରେ ବସି ପାଠପଢ଼ିଲେ ସିଏମ୍ସି ଡେପୁଟି ମେୟର
କଟକ ଅଫିସ,୧୯ା୪- କଟକ ମହାନଗର ନିଗମ(ସିଏମ୍ସି) ଡେପୁଟି ମେୟର ଦମୟନ୍ତୀ ମାଝି ରେଭେନ୍ଶା ବିଶ୍ୱବିଦ୍ୟାଳୟର ଏମ.କମ ଦ୍ୱିତୀୟ ବର୍ଷର ଛାତ୍ରୀ। ସାଧାରଣ ଯୁବତୀରୁ ଡେପୁଟି ମେୟର ହେବା ପରେ ତାଙ୍କ ଜୀବନଶୈଳୀ ବଦଳିଛି। ମଙ୍ଗଳବାର ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବସି…
କଟକରୁ ୧୫୪୦ କିଲୋ ନକଲି ଡିଟରଜେଣ୍ଟ ପାଉଡର ଜବତ
କଟକ ଅଫିସ,୧୯।୪: କଟକରୁ ପୁଣି ନକଲି ଡିଟରଜେଣ୍ଟ ପାଉଡର ଜବତ ହୋଇଛି। ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଚଢାଉ କରି ୧୫୪୦ କିଲୋ ନକଲି ଡିଟରଜେଣ୍ଟ ଜବତ କରିଛି। ଏହାସହ ଡିଟରଜେଣ୍ଟ ତିଆରି ମେଶିନ, ତିଆରି…
Archives


