କଟକ

ମାହାଙ୍ଗା ଗଣହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ମାହାଙ୍ଗା,୧୯।୪(ସ୍ବ.ପ୍ର.): ମାହାଙ୍ଗା ଗଣହତ୍ୟା ମାମଲାରେ ମଙ୍ଗଳବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ରିପୋର୍ଟରେ ବିଷକ୍ରିୟା ନେଇ କୌଣସି ସୂଚନା ନାହିଁ। ଏ ନେଇ କଟକ ଗ୍ରାମାଞ୍ଚଳ ଥାନା ପୋଲିସ ସୂଚନା ଦେଇଛି।…

ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୧୯ା୪:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ବିଭାଗର ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୬୦ଦିନ ଭିତରେ…

ଆଜିଠୁ ବୋର୍ଡ ୱେବ୍‌ସାଇଟରେ ମିଳିବ ଆଡ୍‌ମିଟ କାର୍ଡ

କଟକ ଅଫିସ, ୧୯ା୪:ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଅଫ୍‌ଲାଇନରେ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବୋର୍ଡ ପକ୍ଷରୁ ସମ୍ମେଟିଭ-୨ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରେ ସୂଚୀ ପ୍ରକାଶ ପାଇଥିଲା। ତେବେ ଏହି ପରୀକ୍ଷା…

କେନ୍ଦୁଝର ଜିଲାପାଳ ଆଶ୍ୱସ୍ତ

କଟକ ଅଫିସ/କେନ୍ଦୁଝର,୧୯ା୪(ସ୍ବ.ପ୍ର.):ବିଭିନ୍ନ ଜନଜାତିଙ୍କ ବ୍ୟକ୍ତିଗତ ତଥା ସାମୂହିକ କେସ୍‌ର ୮ଟି ମାମଲାରେ ଜାତୀୟ ଅନୁସୂଚିତ ଜନଜାତି (ଏସ୍‌ଟି) କମିଶନଙ୍କ ନିକଟରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ ହାଜର ହେବେ ନାହିଁ। ଏନେଇ ସୋମବାର ଓଡ଼ିଶା ହାଇକୋର୍ଟ କମିଶନଙ୍କ ଓ୍ବାରେଣ୍ଟ ଉପରେ ଅନ୍ତରୀଣ…

ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ,୧୮।୪: ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର ଜାମିନ ମଳିଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ୬୦ ଦିନ ମଧ୍ୟରେ ଭିଜିଲାନ୍ସ ଚାର୍ଜସିଟ ଦାଖଲ ନ କରିପାରିବାର ମିଶ୍ରଙ୍କୁ ଜାମିନ ମିଳିଛି। ତେବେ…

ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ

କଟକ ଅଫିସ,୧୮।୪(ବ୍ୟୁରୋ): କେନ୍ଦୁଝର ଜିଲାପାଳଙ୍କୁ ଜାତୀୟ ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲାଗିଛି । କମିଶନଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଜିଲାପାଳଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ କମିଶନ ମାମଲା ଆଗକୁ ନେଇ ପାରିବେ ବୋଲି…

ମାହାଙ୍ଗା ମର୍ଡର ଘଟଣା: ରିମାଣ୍ଡ ପରେ ଶିଶୁଆ ଜେଲ୍‌କୁ ଫେରିଲେ ଶିବ

ନିଶ୍ଚିନ୍ତକୋଇଲି,୧୭ା୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ହୋଇଥିବା ନରସଂହାର ଘଟଣାରେ ପୋଲିସ ୩ ଦିନ ମୁଖ୍ୟ ଅଭିଯୁକ୍ତ ଶିବଙ୍କୁ ରିମାଣ୍ଡରେ ନେଇଥିଲା। ତେବେ ଶିବଙ୍କ ସିନ୍‌ ରିକ୍ରିଏଶନ କରିବା ପରେ ରବିବାର ପୂର୍ବାହ୍ନରେ ତାଙ୍କୁ ସାଲେପୁର ଜେଏମ୍‌ଫ୍‌ସି କୋର୍ଟରେ…

ସୁଦର୍ଶନ ସାହୁ ପାଇବେ କଳିଙ୍ଗ ରତ୍ନ ସମ୍ମାନ

କଟକ ଅଫିସ, ୧୭।୪: ପ୍ରସିଦ୍ଧ ସ୍ଥପତି ପଦ୍ମବିଭୂଷଣ ସୁଦର୍ଶନ ସାହୁ ଚଳିତବର୍ଷ ‘କଳିଙ୍ଗ ରତ୍ନ’ ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସାରଳା ସାହିତ୍ୟ ସଂସଦ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଆସନ୍ତା ୨୩ ତାରିଖରେ କଟକ ସାରଳା…

ସରିଲା ରିମାଣ୍ଡ, ଆଜି କୋର୍ଟରେ ହାଜର

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୭।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତି ବିବାଦରୁ ବଡ଼ଭାଇଙ୍କ ପରିବାରର ସମସ୍ତ ୫ ଜଣଙ୍କୁ ହତ୍ୟା କରିବା ଘଟଣାର ଅଭିଯୁକ୍ତ ତଥା ସାନ ଭାଇ ଶିବ ପ୍ରସାଦ ସାହୁଙ୍କ ୩ଦିନିଆ ରିମାଣ୍ଡ ଅବଧି ଶନିବାର ଶେଷ…

ପରିବାର ଅଦାଲତରେ ସାକ୍ଷ୍ୟ ଦେଲେ ଅନୁଭବ

କଟକ ଅଫିସ,୧୭।୪: ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ କଟକ ପରିବାର ଅଦାଲତରେ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଅନୁଭବଙ୍କୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଓକିଲ ଜେରା କରିଛନ୍ତି। ପରିବାର ଅଦାଲତରେ ଅନୁଭବ ହାଜର ହୋଇ ସାକ୍ଷ୍ୟ…

ଶ୍ରୀସନ୍ନ୍ୟାସୀଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନ

କଟକ ଅଫିସ,୧୬ା୪: ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ସ୍କାର୍ଟ ) ଦ୍ୱାରା ଓଡ଼ିଶାର ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର, ବାଗ୍ମୀ, ପ୍ରବକ୍ତା ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ ର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନରେ…

ମାହାଙ୍ଗା ଗଣହତ୍ୟା ମାମଲା: ଆଜି ସରିବ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି

ମାହାଙ୍ଗା,୧୬।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କ ଶନିବାର ରିମାଣ୍ଡ ଅବଧି ସରୁଛି। ହତ୍ୟାକାଣ୍ଡ ଉପରେ ପଚରାଉଚରା ଜାରି ରଖିଛି ପୋଲିସ। ଶୁକ୍ରବାର କ୍ରାଇମସ୍ପଟକୁ ଯାଇ ମର୍ଡରର ଡେମୋ ଦେଖାଇଥିଲେ ଶିବପ୍ରସାଦ ।ତେବେ ଆଜି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri