ଦିନ ଦ୍ବିପ୍ରହରରେ ଘରେ ପଶି ମହିଳାଙ୍କ ବେକ କାଟି ଦେଲେ
କଟକ ଅଫିସ, ୧୫।୭: ଦିନ ଦ୍ବିପ୍ରହରରେ ମହିଳାଙ୍କୁ ହତ୍ୟା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ କୁତାଖାଇ ଗଳିରେ। ଦୁର୍ବୃତ୍ତ ଘରେ ପଶି ମହିଳାଙ୍କୁ ହତ୍ୟା କରିଛନ୍ତି । ମୃତା ମହିଳା ହେଲ ଭି. ଗୁଣତି। ତାଙ୍କ କାଟି ହତ୍ୟା…
ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ
କଣ୍ଟାପଡା,୧୫।୭(ଡି.ଏନ୍.ଏ.): ଦିବ୍ୟାଙ୍ଗ ହେଉଛନ୍ତି ଭଗବାନଙ୍କ ଅନ୍ୟରୂପ। କଟକ ଜିଲା କଣ୍ଟାପଡ଼ା ବ୍ଲକ ଓଲଟପୁରସ୍ଥିତ ଏସ୍ଭି ନିରତାର ଦିବ୍ୟାଙ୍ଗ ଚିକିତ୍ସା ଓ ଗବେଷଣା ଅନୁଷ୍ଠାନ ଛାତ୍ର ସଂସଦର ୨୪ତମ ବାର୍ଷିକୋତ୍ସବରେ ରାଜ୍ୟପାଳ ଡ. ଗଣେଶୀ ଲାଲ ମୁଖ୍ୟଅତିଥି ଭାବେ ଯୋଗଦେଇ ଏଭଳି କହିଥିଲେ।…
ବାହୁଙ୍ଗି ନେଇ ଧବଳେଶ୍ୱର ପୀଠକୁ ଯାଇପାରିବେନି କାଉଡିଆ
ଆଠଗଡ଼,୧୫।୭(ଡି.ଏନ୍.ଏ): ଧବଳେଶ୍ୱର ପୀଠ ଭିତରକୁ କାଉଡିଆ ବାହୁଙ୍ଗି ଆଣିବାକୁ ବାରଣ କଲେ ଆଠଗଡ଼ ଉପଜିଲାପାଳ ହେମନ୍ତ କୁମାର ସ୍ବାଇଁ । କାଉଡିଆମାନେ କେବଳ ମାନସିକ କଳସ ଓ ଭୋଗ ନେଇ ଭିତରକୁ ଯାଇପାରିବେ। ଏ ନେଇ ଉପଜିଲାପାଳ ଶୁକ୍ରବାର ସୂଚନା ଦେଇଛନ୍ତି।…
ଜମି ଦେବା ନାଁରେ ୭୮ ଲକ୍ଷ ଠକେଇ: ବିଲ୍ଡର ଗିରଫ
ମଙ୍ଗୁଳି,୧୫ା୭(ଡି.ଏନ୍.ଏ.): ଏକାଧିକ ସ୍ଥାନରେ ଜମି ଦେବାକୁ ପ୍ରତିଶ୍ରୁତି ଦେଇ ୭୮ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ପ୍ରଶାନ୍ତ ବେହେରା ନାମକ ଜଣେ ବିଲ୍ଡରଙ୍କୁ ଜଗତ୍ପୁର ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ତାଙ୍କ ଘର ଗଞ୍ଜାମ ଥାନା କାଇଞ୍ଚପୁର ଗ୍ରାମରେ…
ଦୋଷ ଛଡ଼ାଇବାକୁ ଉଦ୍ୟମ
କଟକ ଅଫିସ,୧୫ା୭: ଏସ୍ସିବିକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଜୋରସୋର ଉଦ୍ୟମ ଚଳାଇଛନ୍ତି। ଏପରି କି ଏଠାରେ ବିଭିନ୍ନ ସମୟରେ ଆଧୁନିକ ପ୍ରଣାଳୀରେ ଚିକିତ୍ସା କରାଯାଇ ବିରଳ ରେକର୍ଡ ସୃଷ୍ଟି କରାଯାଉଛି। ହେଲେ ଏମିତି କିଛି ଘଟଣା ଘଟୁଛି, ଯାହାକି…
ଦରଖାସ୍ତଗତ ତ୍ରୁଟି: ଓସିଏସ୍ ପରୀକ୍ଷାରୁ ୭୦୩୯ ବଞ୍ଚିତ
କଟକ ଅଫିସ, ୧୪ା୭: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସେସ୍(ଓସିଏସ୍) ପରୀକ୍ଷା ବହୁ ଆଶାୟୀ ବଞ୍ଚିତ ହେବେ। ଏକକାଳୀନ ୭୦୩୯ ଜଣ ଆଶାୟୀଙ୍କ ଦରଖାସ୍ତକୁ ଓପିଏସ୍ସି ନାକଚ କରିଦେଇଛି। ଏନେଇ ସୋମବାର ଓପିଏସ୍ସି ପକ୍ଷରୁ ବିଜ୍ଞପ୍ତି…
ପୂର୍ବ ଶତ୍ରୁତା ଲାଗି ମହିଳାଙ୍କୁ ଏସିଡ୍ ମାଡ
ଆଠଗଡ଼,୧୩।୭(ଡି.ଏନ୍.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମହିଳାଙ୍କୁ ଏସିଡ ମାଡ଼ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି। କଟକ ଜିଲା ତିଗିରିଆ ଥାନା ଅନ୍ତର୍ଗତ ଜେମାଦେଇପୁର ସାନପାଟଣାରେ । ବାଇକ୍ରେ ଦୁଇ ଦୁର୍ବୃତ୍ତ ଆସି ମହିଳାଙ୍କୁ ଏସିଡ ମାଡ କରି ଫେରାର୍ ହୋଇଯାଇଛନ୍ତି।…
ଜାପାନରେ ଓଡ଼ିଆ ମନୋବିଜ୍ଞାନୀ ଶୀତଲ
କଟକ ଅଫିସ, ୧୩।୭: ଅନେକ ଓଡ଼ିଆ ନିଜ ପ୍ରତିଭା ବଳରେ ଦେଶବିଦେଶରେ ନାମ ଅର୍ଜନ କରୁଛନ୍ତି। ଶିକ୍ଷକମାନଙ୍କୁ ଶିକ୍ଷା କ୍ଷେତ୍ରରେ ପ୍ରଶିକ୍ଷଣ ଦେବା ସହ ଅଧିକ ଜ୍ଞାନ ଅର୍ଜନ କରିବା ପାଇଁ ଜାପାନ ସରକାରଙ୍କ ଶିକ୍ଷା ବିଭାଗର ନିମନ୍ତ୍ରଣ କ୍ରମେ ଓଡ଼ିଆ…
ସାକ୍ଷ୍ୟ ଗ୍ରହଣ ପାଇଁ କୋର୍ଟକୁ ଆସିଲେ ଅନୁଭବ
କଟକ ଅଫିସ,୧୨।୭:କଟକ ପରିବାର ଅଦାଲତରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଓ ଏମ୍ପି ଅନୁଭବ ମହାନ୍ତିଙ୍କ ବିବାଦ ମାମଲାରେ ସାକ୍ଷ୍ୟ ଗ୍ରହଣ ପାଇଁ ସୋମବାର କୋର୍ଟରେ ଉପସ୍ଥିତ ହୋଇଥିଲେ ଏମ୍ପି ଅନୁଭବ ମହାନ୍ତି। ପ୍ରତିପକ୍ଷ ଓକିଲ ଅର୍ଥାତ ବର୍ଷାଙ୍କ ଆଇନଜୀବୀ ତାଙ୍କୁ ଜେରା…
ମାଟ୍ରିକ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ
କଟକ ଅଫିସ,୧୨ା୭:ମାଟ୍ରିକ ପରୀକ୍ଷାଫଳକୁ ନେଇ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀଙ୍କ ନିମନ୍ତେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାରଠାରୁ ଉତ୍ତର ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ଅନ୍ଲାଇନ ମାଧ୍ୟମରେ…
ଜୀବନ୍ତ ଜଳିଗଲେ ଦିବ୍ୟାଙ୍ଗ ଯୁବତୀ
କଟକ ଅଫିସ ,୧୨/୭: କଟକ ସୂତାହାଟ ଅଞ୍ଚଳର ଖ୍ରୀଷ୍ଟିଆନ ସାହିରେ ସୋମବାର ରାତିରେ ଅଗ୍ନିକାଣ୍ଡରେ ଜଣେ ଦିବ୍ୟାଙ୍ଗ ଯୁବତୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ମୃତା ହେଲେ ୨୧ ବର୍ଷୀୟା ଲତିଫା ଶେଖ। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଏ ନେଇ…
ଶିକ୍ଷକଙ୍କ ମାଡ଼ରେ ୫ ଛାତ୍ର ଲହୁଲୁହାଣ
ନରସିଂହପୁର,୧୧ା୭ (ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳଭାବେ ଘୋଷଣା କରିଛନ୍ତି। ଏହାସତ୍ତ୍ୱେ କେତେଜଣ ଶିକ୍ଷକ ନିୟମ ଉଲ୍ଲଂଘନ କରି ପିଲାଙ୍କୁ ମାଡ଼ ମାରୁଛନ୍ତି। କଟକ ଜିଲା ନରସିଂହପୁର ଥାନା ଅନ୍ତର୍ଗତ ଦେବଭୂଇଁ ପଞ୍ଚାୟତର ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା…

