କଟକ

ଭିକ୍ଷାବୃତ୍ତି କରୁଥିଲେ ପୂର୍ବତନ ହୋମଗାର୍ଡ: ସିଏମ୍‌ସି ଅର୍ବାନ ସେଲ୍‌ଟର ହୋମ୍‌ରେ ରହିଲେ

କଟକ ଅଫିସ,୧୬।୧: କଟକ ଚଣ୍ଡୀମନ୍ଦିର ନିକଟରେ ଭିକ୍ଷାବୃତ୍ତି କରୁଥିବା ଜଣେ ପୂର୍ବତନ ହୋମଗାର୍ଡଙ୍କୁ ଶୁକ୍ରବାର ସେଲ୍‌ଟର ଛକସ୍ଥିତ ସିଏମ୍‌ସି ଅର୍ବାନ ସେଲ୍‌ଟର ହୋମ୍‌ରେ ପ୍ରଶାସନ ପକ୍ଷରୁ ଥଇଥାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ପୂର୍ବତନ ହୋମଗାର୍ଡ ବିନୋଦ ବିହାରୀ ପତି,...

ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୬।୧: ନିଲମ୍ବିତ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଏବଂ ତାଙ୍କ ପୁଅ ଆକାଶ ପାଠକଙ୍କ ଜାମିନ ଆବେଦନ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ଶେଷ ହୋଇଛି। ହାଇକୋର୍ଟ ବିରାରପତି ଜଷ୍ଟିସ୍‌ ଦେବବ୍ରତ ଦାସ ଏହି ମାମଲାର ଶୁଣାଣି ଶେଷ...

ନକଲି ପାନମସଲା କାରଖାନା ଠାବ: ମାଲିକ ଗିରଫ

କଟକ ସଦର, ୧୬।୧(ଡି.ଏନ୍‌.ଏ.): କଟକ ଜିଲା ସଦର ଥାନା ଅଧୀନ ଆମଣ ପଞ୍ଚାୟତର ଶାସୋଳ ଗ୍ରାମରେ ଶୁକ୍ରବାର ପୋଲିସ ଚଢାଉ କରି ନକଲି ପାନମସଲା କାରଖାନା ଠାବ କରିଛି। ସେଠାରୁ ୧୨ କୁଇଣ୍ଟାଲ ନିମ୍ନମାନର ଗୁଣ୍ଡି, ଜର୍ଦ୍ଦା ପ୍ରସ୍ତୁତି ସାମଗ୍ରୀ,...

ପୁଣି କଟକରୁ ନକଲି ଜର୍ଦ୍ଦା ଫ୍ୟାକ୍ଟ୍ରି ଠାବ

କଟକ ଅଫିସ, ୧୫।୧: ବିଭିନ୍ନ ନକଲି ଖାଦ୍ୟ ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ ସହର। ପୁଣି ଥରେ କଟକ ସଦର ଅଞ୍ଚଳରୁ ବିପୁଳ ପରିମାଣର ଅପମିଶ୍ରିତ ଗୁଣ୍ଡି ଜବତ ହୋଇଛି। ସାଶୋଳ ଗାଁରୁ ୪ କୁଇଣ୍ଟାଲ ଗୁଣ୍ଡି, ଜର୍ଦ୍ଦା ଜବତ...

ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କ ନିଯୁକ୍ତି ପାଇଁ ପଦକ୍ଷେପ ନିଅ: ହାଇକୋର୍ଟ

କଟକ ଅଫିସ,୧୫।୧: କୋଭିଡ୍‌ ମହାମାରୀ ସମୟରେ ଅସ୍ଥାୟୀ ନିଯୁକ୍ତି ପାଇଥିବା ଏବଂ ରାଜ୍ୟରେ ଥିବା ଅନ୍ୟ ତାଲିମପ୍ରାପ୍ତ ମହିଳା ସ୍ବାସ୍ଥ୍ୟକର୍ମୀଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦ୍ୱାରା ଜାରି ଗାଇଡ୍‌ଲାଇନ ଅନୁଯାୟୀ ନିଯୁକ୍ତି ଦେବା ନିମନ୍ତେ ଉପଯୁକ୍ତ ପଦକ୍ଷେପ ନେବାକୁ ଓଡ଼ିଶା...

୨୫.୫କିଲୋ ରୁପା ଅଳଙ୍କାର ଜବତ, ୫ ଗିରଫ

କଟକ ଅଫିସ, ୧୫।୧: ଜଗତ୍‌ପୁର ଥାନା ଅନ୍ତର୍ଗତ ଆଇବି ରୋଡରେ ଥିବା ବାସନ୍ତୀ ଦୁର୍ଗା ଅଳଙ୍କାର ଦୋକାନ ଚୋରି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ପୋଲିସ ୨୫କିଲୋ ୫୦୦ ଗ୍ରାମ୍‌ ଓଜନର ରୁପା ଅଳଙ୍କାର, ୩୮୫ ଗ୍ରାମ୍‌...

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍‌ସିବି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର...

ପରଲୋକରେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ

କଟକ ଅଫିସ,୧୩।୧: ବିଶିଷ୍ଟ ସମାଜସେବୀ ତଥା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବୁଧବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଏସ୍‌ସିବି କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିଲେ। ଦୀର୍ଘ ୨୦ ଦିନ ଧରି ସେ ଚିକିତ୍ସିତ ହେଉଥିବା ବେଳେ...

ତଦନ୍ତ ଅଗ୍ରଗତି ନେଇ ସନ୍ତୋଷ ବ୍ୟକ୍ତ କଲେ କୋର୍ଟ

କଟକ/ନୟାଗଡ଼ ଅଫିସ,୧୩ା୧: ନୟାଗଡ଼ ୫ବର୍ଷର ଶିଶୁକନ୍ୟା ପରୀ ହତ୍ୟା ଘଟଣାରେ କ୍ରାଇମ୍‌ବ୍ରାଞ୍ଚର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି)ର ତଦନ୍ତରେ ମଙ୍ଗଳବାର ହାଇକୋର୍ଟ ସନ୍ତୋଷ ପ୍ରକାଶ କରିଛନ୍ତି। ପଦ୍ମାଳୟା ମହାପାତ୍ର କରିଥିବା ଆବେଦନର ଭିଡିଓ କନ୍‌ଫରେନ୍ସ ଜରିଆରେ ଶୁଣାଣି କରି ମୁଖ୍ୟ ବିଚାରପତି...

‘ଆବାସ ଦୁର୍ନୀତିର ପର୍ଦ୍ଦାଫାଶ ହିଁ ହତ୍ୟାର କାରଣ’

ନିଶ୍ଚିନ୍ତକୋଇଲି,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ଭାଜପା ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ଏକାଦଶାହ ଦିବସରେ ମଙ୍ଗଳବାର ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର...

ପୋଲିସ ହାଜତରେ ମୃତ୍ୟୁ ହୋଇନି: ସରକାର

କଟକ ଅଫିସ୍‌,୧୨।୧: ପୁରୀ ବାସେଳିସାହି ଥାନା ହାଜତରେ ଅଭିଯୁକ୍ତ କେ. ରମେଶ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସୋମବାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ରମେଶଙ୍କ ହାଜତରେ ମୃତ୍ୟୁ ହୋଇନାହିଁ ବୋଲି...

ରାଉରକେଲାରୁ ବିଜେଡି ନେତା ଗିରଫ

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୨।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ଅଭିଯୁକ୍ତ ବିଜେଡି ନେତା ଭିକାରୀ ସ୍ବାଇଁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ମୁହଁ ଖୋଲୁନାହିଁ। ଏ ସମ୍ପର୍କରେ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍‌ପି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri