କଟକ

ଅନୁଭବ-ବର୍ଷା ଭିଡ଼ିଓ ଭାଇରାଲ ମାମଲା: ଆସନ୍ତା ୧୧ରେ ହେବ ଶୁଣାଣି

କଟକ ଅଫିସ,୫।୭: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଅନୁଭବ କିଛି ଦିନ ତଳେ ସୋସିଆଲ ମିଡ଼ିଆରେ ବର୍ଷାଙ୍କ ବିରୋଧରେ ବିଭିନ୍ନ ଭିଡିଓ ଶେୟାର କରିଥିଲେ।…

ଫ୍ୟାମିଲି କୋର୍ଟରେ ଅନୁଭବ

କଟକ ଅଫିସ,୪।୭: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତି ସୋମବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ସେ କୋର୍ଟରେ ସାକ୍ଷ୍ୟ ପ୍ରଦାନ କରିଥିବା ଜଣାପଡ଼ିଛି। ୫ ଓ ୬ ତାରିଖ ଯାଏ ଏହି ସାକ୍ଷ୍ୟ ଗ୍ରହଣ ପ୍ରକ୍ରିୟା ଚାଲିବ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଓଡ଼ିଶା ରିଟେଲର ମହାସଂଘର ବିକ୍ଷୋଭ

ନିଶ୍ଚିନ୍ତକୋଇଲି,୪ା୭(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ସମୁଖରେ ଓଡ଼ିଶା ରିଟେଲର ସଂଘ ବ୍ଲକ ସଭାପତି ଅମୀୟ କୁମାର ଦାସଙ୍କ ନେତୃତ୍ୟରେ ଶତାଧିକ ରିଟେଲର ଏକ ଶୋଭାଯାତ୍ରାରେ ବଜାର ନିକଟରୁ ଆସି ସୋମବାର ବ୍ଲକ ସମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ୫ଦଫା ଦାବି…

୬ରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ଆଉ ମାତ୍ର ଦିନକ ପରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଆସନ୍ତା ୬ ତାରିଖ ଅପରାହ୍ନ ୧ଟାରେ ରେଜଲ୍ଟ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରୀଛାତ୍ର ବୋର୍ଡ…

୬ ମାସ ନ ପୂରୁଣୁ ଛାତରୁ ଗଳୁଛି ପାଣି

ନରସିଂହପୁର,୩।୭( ସ୍ବ.ପ୍ର.): ରାଜ୍ୟ ସରକାର ବିଦ୍ୟାଳୟ ରୂପାନ୍ତରଣ ଯୋଜନାରେ କଟକ ଜିଲା ନରସିଂହପୁର ଅଞ୍ଚଳର ପୁରାତନ ଅନନ୍ତ ନାରାୟଣ ହାଇସ୍କୁଲ ସାମିଲ ହୋଇଛି। ୨୦୨୧ ନଭେମ୍ବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାକୁ ଉଦ୍‌ଘାଟନ କରିଥିଲେ। କିନ୍ତୁ ୬ ନ…

ଫେରିଲା କଟକଣା: କଟକରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

କଟକ ଅଫିସ,୨।୭: କଟକରେ ବାଧ୍ୟତାମୂଳକ ହେଲା ମାସ୍କ। କୋଭିଡ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି କଟକ ମହାନଗର ନିଗମ(ସିଏମ୍‌ସି)। ନିର୍ଦ୍ଦେଶନାମା ଅନୁଯାୟୀ କଟକରେ ରହୁଥିବା ଏବଂ ଆସୁଥିବା ଲୋକେ ମାସ୍କ ପିନ୍ଧିବେ। ଏହାଛଡ଼ା ବାହାରକୁ…

ରାଜ୍ୟ ସରକାରଙ୍କୁ ତଥ୍ୟ ମାଗିଲେ ହାଇକୋର୍ଟ

କଟକ ଅଫିସ,୧ା୭:କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକଚଣ୍ଡି ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ଶୈଳବାଳା ମହାବିଦ୍ୟାଳୟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ବିରୋଧ କରି ଆଗତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଛି। ଏହି ମାମଲରେ ଉଚ୍ଚ ଅଦାଲତ ରାଜ୍ୟ ସରକାରଙ୍କଠାରୁ ପ୍ରକଳ୍ପ ସମ୍ବନ୍ଧୀୟ…

କାଠଯୋଡ଼ି ବ୍ରିଜ୍‌ ମରାମତି ପାଇଁ ଯାତାୟାତରେ କଟକଣା

କଟକ ଅଫିସ, ୧ା୭:କଟକ କାଠଯୋଡ଼ି ମଝି ବ୍ରିଜ୍‌ର ମରାମତି କାର୍ଯ୍ୟ କରାଯିବ। ଏଥିପାଇଁ ଯାନବାହନ ଚଳାଚଳ ନିମନ୍ତେ କଟକଣା ଲାଗୁ କରାଯାଇଛି। ଏହା ଜୁଲାଇ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ୧ ମାସ ମଧ୍ୟରେ ଜାତୀୟ ରାଜପଥ-୧୬ରେ…

ହାଇକୋର୍ଟରେ ପହଞ୍ଚିଲା ହାତୀ ମୃତ୍ୟୁ ମାମଲା

କଟକ ଅଫିସ,୨୯ା୬: ରାଜ୍ୟରେ ବାରମ୍ବାର ହାତୀ ମୃତ୍ୟୁ ହେଉଥିବା ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। କଟକ ମଙ୍ଗଳାବାଗ ଅଞ୍ଚଳର ସମାଜସେବୀ ଗୀତା ରାଉତ ଏହି ମାମଲା ରୁଜୁ କରିଛନ୍ତି। ହାତୀ ଶିକାରକୁ ରୋକିବା ପାଇଁ କଠୋର ଆଇନ…

ମମିତା ମେହର ହତ୍ୟା ମାମଲା: ଗୋବିନ୍ଦ ସାହୁଙ୍କୁ ଜାମିନ୍‌

କଟକ ଅଫିସ,୨୯ା୬: ବହୁଚର୍ଚ୍ଚିତ ମମିତା ମେହର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ବୁଧବାର ଜାମିନ୍‌ ମିଳିଛି। ଗୋବିନ୍ଦଙ୍କୁ ୨ ସପ୍ତାହ ପର୍ଯ୍ୟନ୍ତ ଏହି ଜାମିନ ମିଳିଥିବା ଜଣାପଡ଼ିଛି। ତେବେ ଗୋବିନ୍ଦଙ୍କୁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ୍‌ ଦେଇଛନ୍ତି ହାଇକୋର୍ଟ। ସ୍ତ୍ରୀ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

କଟକ ଅଫିସ, ୨୯।୬(ଡି.ଏନ୍‌.ଏ.): କଟକ ବ୍ଲକ ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ହୋଇଥିବା ଜଣାପଡ଼ିଛି। ରାଉତଙ୍କ ଅଫିସ ସମେତ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ…

ମନ୍ଦିରରୁ ତାଡ଼ିନେଲେ ଦାନ ବାକ୍ସ

ଚୌଦାର,୨୮।୬(ଡି.ଏନ୍‌.ଏ): କଟକ ଜିଲା ଚୌଦାର ବ୍ୟାଘ୍ର ବାହିନୀ ମନ୍ଦିରର ଗେଟ୍‌ ତାଲା ଭାଙ୍ଗି ସୋମବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଚୋର ଦାନ ବାକ୍ସ ଭାଙ୍ଗି ମନ୍ଦିରଠାରୁ କିଛି ଦୂରରେ ପକାଇ ଥିବା ଦେଖିବାକୁ ମିଳିଛି । ପୂଜକ ପୂଜା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?