କଟକ

କିଶନନଗର ଥାନା ଆଇଆଇସି ନିଲମ୍ବିତ

କିଶନନଗର,୨୮।୬(ଡି.ଏନ୍‌.ଏ.): କଟକ ଜିଲା କିଶନନଗର ଥାନା ଆଇଆଇସି ସସ୍ମିତା ରାଣାଙ୍କୁ ନିଲମ୍ବନ କରାଯାଇଛି। କିଶନନଗର ଥାନା ସମ୍ମୁଖରେ ଯୁବକଙ୍କ ଆତ୍ମାହୁତି ଘଟଣାରେ କାର୍ଯ୍ୟରେ ଅବହେଳା ଦର୍ଶାଇ ତାଙ୍କୁ ନିଲମ୍ବନ କରାଯାଇଛି। ଏସ୍‌ପିଙ୍କ ସୁପାରିସ ପରେ ଡିଜିପି ତାଙ୍କୁ ନିଲମ୍ବିତ କରିଛନ୍ତି। ସୂଚନାନୁଯାୟୀ,…

ପୁଣି ମିଳିଲା ହାତୀ କଙ୍କାଳ

ଆଠଗଡ,୨୭।୬(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡ ବଡମ୍ବା ବନାଞ୍ଚଳ ଗୋପପୁର ରେଞ୍ଜର ମଣ୍ଡପ ସରଂକ୍ଷିତ ଜଙ୍ଗଲରୁ ଏକ ହାତୀର କଙ୍କାଳ ବନ ବିଭାଗ ଉଦ୍ଧାର କରିଛି । ହାତୀ କଙ୍କାଳ ମିଳିବା ପରେ ବନବିଭାଗ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି।

ଦାୟିତ୍ୱ ନେଲେ ସିଏମ୍‌ସିର ନୂଆ କମିଶନର, ‘ଅଭିଜ୍ଞତାକୁ ନେଇ ସମସ୍ୟାର ସମାଧାନ କରିବି’

କଟକ ଅଫିସ,୨୭।୬: କଟକ ମ୍ୟୁନିସିପାଲ କର୍ପୋରେଶନ (ସିଏମ୍‌ସି)ର କମିଶନର ଭାବେ ନିଖିଲ ପୱନ କଲ୍ୟାଣ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୱନ କଲ୍ୟାଣ କାର୍ଯ୍ୟରେ ଯୋଗ ଦେବା ପୂର୍ବରୁ ମା’ କଟକ ଚଣ୍ଡୀଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ସେ କମିଶନର…

ଜିଲାପାଳଙ୍କ ନାଁରେ ଜାଲ୍‌ ଆକାଉଣ୍ଟ

କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ ମିଡିଆରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଲୋକଙ୍କଠାରୁ ଟଙ୍କା ଆଦାୟ ଓ ତଥ୍ୟ…

ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

କଟକ ସଦର,୨୭ା୬(ଡି.ଏନ୍‌.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ସଙ୍କଟାପନ୍ନ ଅବସ୍ଥାରେ କଟକ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି…

୩୦ ବର୍ଷ ଧରି ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କ ପାଇଁ ନୀତି ନିର୍ଦ୍ଧାରଣ ନିର୍ଦ୍ଦେଶ

କଟକ ଅଫିସ,୨୬ା୬: ଦୀର୍ଘ ୩୦ ବର୍ଷରୁ ଅଧିକ ଦିନ ଧରି ସରକାରୀ ଜମିରେ ଚାଷ କରୁଥିବା ଚାଷୀଙ୍କୁ ଜମିର ମାଲିକାନା ପ୍ରଦାନ ପ୍ରସଙ୍ଗରେ ନୀତି ନିର୍ଦ୍ଧାରଣ ପାଇଁ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୬ ମାସ ମଧ୍ୟରେ ଏନେଇ ନୀତିଗତ…

ଘର ତଳୁ ୧୨ ପିତ୍ତଳ ମୂର୍ତ୍ତି ଉଦ୍ଧାର

କଟକ ସଦର, ୨୬।୬(ଡି.ଏନ୍‌.ଏ.): କଟକ-ପାରାଦୀପ ରାସ୍ତାପାର୍ଶ୍ୱ ନାହାଭଙ୍ଗା ଗ୍ରାମର ଶମ୍ଭୁନାଥ ବେହେରାଙ୍କ ଘର ଚଟାଣ ତଳୁ ଶୁକ୍ରବାର ୧୨ଟି ପିତ୍ତଳ ମୂର୍ତ୍ତି ଉଦ୍ଧାର କରାଯାଇଛି। ସେଥିମଧ୍ୟରେ ବ୍ରହ୍ମା, ବିଷ୍ଣୁ, ମହେଶ୍ୱର, ଦୁର୍ଗା, ଗରୁଡ଼ ମୂର୍ତ୍ତି ଓ ଶାଳଗ୍ରାମ ରହିଛି। ପରେ ମୂର୍ତ୍ତିଗୁଡିକ…

ଓଲଟି ପଡ଼ିଲା ସ୍କୁଲ ବସ୍‌

ଚୌଦ୍ୱାର,୨୫।୬(ଡି.ଏନ୍‌.ଏ.): ଚୌଦ୍ୱାର ମଣ୍ତାପଡ଼ା ରାସ୍ତା ପୋଟଳେଇ ମନ୍ଦିର ନିକଟରେ ଶନିବାର ଏକ ସ୍କୁଲବସ୍‌ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୬ଜଣ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଏକ ଘରୋଇ ସ୍କୁଲ ବସ୍‌ ଛାତ୍ରୀଛାତ୍ରଙ୍କୁ ଆଣିବା ପାଇଁ…

ପୋଲିସ ଅବହେଳା ଜୀବନ ନେଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା (ନଂ. ୧୨୦୯/୨୨) ରୁଜୁ କରି ଡିଜିପି ଏବଂ ଆଇଜିଙ୍କୁ ତଦନ୍ତ ରିପୋର୍ଟ ମାଗିଛନ୍ତି। କମିଶନ…

ଆଖି ବୁଜିଲେ ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବ୍ୟକ୍ତି

କଟକ ସଦର,୨୪।୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଦେହରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ମୃତ୍ୟୁ। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଇଷାଣୀ ବରମପୁରର ଗୁଣନିଧି ବିଷୋୟୀ।…

ଅସରାଏ ବର୍ଷାରେ ତାରପୁର ବାଇପାସ ରାସ୍ତା ବେହାଲ

ରଘୁନାଥପୁର,୨୪ା୬(ଡି.ଏନ୍‌.ଏ.): ଅସରାଏ ବର୍ଷାରେ ରଘୁନାଥପୁର ବ୍ଲକ ତାରପୁର ବାଇପାସ ରାସ୍ତାର ଅବସ୍ଥା ବେହାଲ ହୋଇଯାଉଛି। କିଛି ବ୍ୟବସାୟୀ ସରକାରୀ ଜମିକୁ ମାଡିବସି ଜଳ ନିଷ୍କାସନ ପଥକୁ ସଙ୍କୁଚିତ କରିଦେଇଥିବାରୁ, ଆବଶ୍ୟକ ସମୟରେ ବର୍ଷାଜଳ ନିଷ୍କାସିତ ହୋଇପାରୁ ନାହିଁ। ଫଳରେ କୃତ୍ରିମ ବନ୍ୟା…

ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ବ୍ୟକ୍ତି

କଟକ ସଦର,୨୩ା୬(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ କିଶନନଗର ଥାନା ପରିସରରେ ଗୁରୁବାର ସକାଳେ ଜଣେ ଅଜଣା ବ୍ୟକ୍ତି ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅବଶ୍ୟ ଲୋକମାନେ ନିଆଁ ଲିଭାଇବା ସହ ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ପାଇଁ କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?