କଟକ

ଅଗଷ୍ଟ ୨୧ରେ ଏଏସ୍‌ଓ ଲିଖିତ ପରୀକ୍ଷା

କଟକ ଅଫିସ,୨୩ା୬- ଆସନ୍ତା ଅଗଷ୍ଟ ୨୧ ତାରିଖରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩୦ଟି ଜିଲା ଓ ୩ଟି ସବ୍‌ଡିଭିଜନରେ ଏହି ପରୀକ୍ଷା…

ଓଡ଼ିଶା ହାଇକୋର୍ଟରେ ପଡ଼ିରହିଛି ୧,୭୩,୫୧୦ ମାମଲା

କଟକ ଅଫିସ,୨୨ା୬: ଓଡ଼ିଶା ହାଇକୋର୍ଟରେ ୨୦୨୧ ସୁଦ୍ଧା ୧ ଲକ୍ଷ ୭୩ ହଜାର ୫୧୦ ମାମଲା ପଡ଼ିରହିଛି। ସେହିପରି ୧ ଲକ୍ଷ ୨୮ ହଜାର ୯୪୩ଟି ନୂଆ ମାମଲା ଦାୟର ହୋଇଛି। ଏଗୁଡ଼ିକ ମଧ୍ୟରୁ ୧ ଲକ୍ଷ ୫ ହଜାର ୩୩୪…

ସାଇକେଲ ଆରୋହୀଙ୍କୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ୍‌, ଚାଲିଗଲା ଜୀବନ

ନିଶ୍ଚିନ୍ତକୋଇଲି,୨୨ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅନ୍ତର୍ଗତ ବନ୍ଧକାଟିଆ ପଞ୍ଚାୟତ ଫତେପୁର ଗ୍ରାମର ବିଷ୍ଣୁଚରଣ ସିଂ ୪୭ ବର୍ଷ ସାଇକେଲ ଯୋଗେ ଆସୁଥିବା ବେଳେ ତିଳକଣା ପଞ୍ଚାୟତ ଅଫିସ ସମ୍ମୁଖରେ ଏକ ବାଲି ବୋଝେଇ ଟ୍ରକ୍‌ ପିଟି ହୋଇଯିବାରୁ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ,୨୨ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି। ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ସମସ୍ତ ମାମଲା ଉପରେ ବୁଧବାର ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ହାଇକୋର୍ଟ। ଦାୟର ଜନସ୍ବାର୍ଥ ମାମଲା ସହ ଅନ୍ୟ…

ଅନୁଭବଙ୍କ ଘରେ ରହିବେ ବର୍ଷା

କଟକ ଅଫିସ,୨୧।୬: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷାଙ୍କ ପାରିବାରିକ ବିବାଦ ନୂଆ ମୋଡ଼ ନେଇଛି। ଏଣିକି ଅନୁଭବଙ୍କ ଘରେ ରହିବେ ବର୍ଷା । ବର୍ଷାଙ୍କୁ ଅନୁଭବଙ୍କ ଘର ଛାଡ଼ି ଅନ୍ୟତ୍ର ରହିବା ନିର୍ଦ୍ଦେଶ ଉପରେ…

ମୋକିମଙ୍କ ପିଟିଶନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୨୧ା୬: ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲାର ଶୁଣାଣି କରି ବିଧାୟକ ମହମ୍ମଦ ମୋକିମଙ୍କ ପିଟିଶନକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ଏଥିସହ ବିଧାୟକ ମହମ୍ମଦ ମୋକିମଙ୍କୁ ୫ହଜାର ଟଙ୍କା ଜରିମାନା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରାର୍ଥତ୍ପତ୍ର ଦାଖଲ ବେଳେ…

ଶିଶୁ ହେପାଜତ ମାମଲାରେ ହେବିୟସ୍‌ କର୍ପସ ହୋଇପାରିବ ନାହିଁ: ହାଇକୋର୍ଟ

କଟକ,୨୧ା୬:ସ୍ବାମୀଙ୍କ ଠାରୁ ଶିଶୁକୁ ହେପାଜତକୁ ନେବା ଦାବିରେ ସ୍ତ୍ରୀ କରିଥିବା ଆବେଦନ ଉପରେ ହେବିୟସ୍‌ କର୍ପସ ଇସ୍ୟୁ କରାଯାଇପାରିବ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଆବେଦନକାରିଣୀ କୌଶଲ୍ୟା ଦାସଙ୍କ ପକ୍ଷରୁ ଦାଏର ପିଟିଶନର ଶୁଣାଣି କରି…

ଜୁଲାଇ ୩ରେ ପିଜିଟି ନିଯୁକ୍ତି ପରୀକ୍ଷା

କଟକ ଅଫିସ,୨୧ା୬:ବିଜ୍ଞାନ ପାଠ୍ୟକ୍ରମର ପୋଷ୍ଟ ଗ୍ରାଜୁଏଟ ଟିଚର (ପିଜିଟି) ନିଯୁକ୍ତି ପରୀକ୍ଷା ଆସନ୍ତା ଜୁଲାଇ ୩ରେ ଅନୁଷ୍ଠିତ ହେବ। ଏନେଇ ସୋମବାର ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେବଳ କଟକ ଜୋନ୍‌ର ୬ଟି କେନ୍ଦ୍ରରେ ପରୀକ୍ଷା…

ଆର୍‌ଟିଆଇ ପରିସରଭୁକ୍ତ ହେବ ଭିଜିଲାନ୍ସ

କଟକ ଅଫିସ୍‌,୨୧ା୬:ରାଜ୍ୟ ଭିଜିଲାନ୍ସ ବିଭାଗ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ପରିସରଭୁକ୍ତ ହେବ ବୋଲି ହାଇକୋର୍ଟ ସୋମବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଏଣିକି ଭିଜିଲାନ୍ସ ବିଭାଗର ତଥ୍ୟ ପାଇବା ପାଇଁ ଯେକେହି ଆର୍‌ଟିଆଇ ଅନୁଯାୟୀ ଆବେଦନ କରିପାରିବେ। ରାଜ୍ୟ ସୂଚନା ଓ…

ଆରଟିଆଇ ପରିସରକୁ ଆସିବ ଭିଜିଲାନ୍ସ

କଟକ ଅଫିସ,୨୦।୬: ସୂଚନା ଅଧିକାର ଆଇନ୍‌ ପରିସରକୁ ଆସିବ ଭିଜିଲାନ୍ସ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ଦୁର୍ନୀତି ଓ ମାନବାଧିକାର ଉଲ୍ଲଂଘନ ସୂଚନା ଗୋପନୀୟ ନୁହେଁ ବୋଲ ହାଇକୋର୍ଟ କହିଛନ୍ତି। ସରକାରୀ ଭାବେ…

ହାତୀ କଙ୍କାଳ ମିଳିବା ମାମଲା: ଫରେଷ୍ଟ ଗାର୍ଡ ନିଲମ୍ବିତ

ଆଠଗଡ଼,୨୦।୬(ଡି.ଏନ୍‌.ଏ.): ଆଠଗଡ଼ ବନ ବିଭାଗ ପକ୍ଷରୁ ଗତ ୧୪ ତାରିଖରେ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ସୋମବାର ଚାକିରିରୁ ନିଲମ୍ବିତ କରାଯାଇଛି। ଏଥିସହ ବନ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ…

ରାସ୍ତାରେ ଆମ୍ବୁଲାନ୍ସ ରଖି ଆତ୍ମହତ୍ୟା କଲେ ଡ୍ରାଇଭର

ନରସିଂହପୁର,୧୯ା୬(ଡି.ଏନ୍‌.ଏ.): କଟକ ଜିଲା କାନପୁର ଥାନା ଅଞ୍ଚଳରେ ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ କାବୁଲି ସେନାପତି(୩୫)। ତାଙ୍କ ଘର ତିଗିରିଆ ଥାନା ବିନ୍ଧାଣିମା ଗାଁରେ। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?