ଅପରାହ୍ନ ୩ଟାରୁ ଖୋଲାଯିବ ବାରବାଟୀ ଗେଟ୍, ଜାଲ ଟିକେଟ ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ
କଟକ ଅଫିସ,୧୨।୬: ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଦ୍ୱିତୀୟ ଟି-୨୦ ମୁକାବିଲା ଖେଳାଯିବ। ଏହି ମ୍ୟାଚ ଦେଖିବା ପାଇଁ ଅପରାହ୍ନ ୩ଟାରୁ ବାରବାଟୀ ଷ୍ଟାଡିୟମ୍ର ସମସ୍ତ ଗେଟ ଖୋଲାଯିବ। ଟିକେଟ୍ରେ ଉଲ୍ଲେଖ ଥିବା ଗେଟ୍ ନଂ ଅନୁସାରେ ଦର୍ଶକ ଷ୍ଟାଡ଼ିୟମ୍କୁ…
ଆଜି ବାରବାଟୀରେ ପ୍ରାକ୍ଟିସ୍ କରିବେ ଖେଳାଳି
କଟକ ଅଫିସ,୧୧।୬: ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ପାଇଁ ଶନିବାର ଉଭୟ ଦଳ ବାରବାଟୀ ଯାଇ ନେଟ ପ୍ରାକ୍ଟିସ୍ କରିବେ। ଦିନ ୧ଟାରୁ ଅପରାହ୍ନ ୪ଟା ଯାଏ ଦକ୍ଷିଣ-ଆଫ୍ରିକା ଦଳ ଅଭ୍ୟାସ କରିବେ। ପରେ ୫ଟାରୁ ୮ଟା…
ଖେଳ ଶେଷ ପର୍ଯ୍ୟନ୍ତ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା
କଟକ ଅଫିସ, ୧୧ା୬: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ଏନେଇ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ…
ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିପିଙ୍କ ଗୁରୁତ୍ୱ
କଟକ ଅଫିସ, ୧୧ା୬: ଆସନ୍ତା ୧୪ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଡିଜିପି ସୁନୀଲ ବଂଶଲଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ରୀତିନୀତି ଅନୁଯାୟୀ…
ମାସ୍କ ନ ଥିଲେ ଦର୍ଶକଙ୍କୁ ବାରବାଟୀ ଷ୍ଟାଡିୟମ ମନା
କଟକ ଅଫିସ, ୧୦।୬: କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଟି-୨୦ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ତେବେ ମାସ୍କ ନ ଥିଲେ ମ୍ୟାଚ…
ବହିଷ୍କୃତ ହେଲେ ଭିଜିଲାନ୍ସ ଇନ୍ସପେକ୍ଟର
କଟକ ଅଫିସ,୧୦।୬: ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କାର କରାଯାଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ମାନସୀଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି । ଲାଞ୍ଚ ନେବା ମାମଲାରେ ଗିରଫ ହୋଇ ବର୍ତ୍ତମାନ ସେ ଜେଲରେ ଅଛନ୍ତି…
ବାରବାଟୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି
କଟକ ଅଫିସ,୧୦।୬: ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜିପିି ସୁନୀଲ ବଂଶଲ।ତାଙ୍କ ସହ ପୋଲିସ କମିଶନର, ଆଇନଶୃଙ୍ଖଳା ଏଡିଜି, କଟକ ଡିସିପି ପିନାକ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ । ସୁରକ୍ଷା ବ୍ୟବସ୍ଥାର ତଦାରଖ…
ହାଇକୋର୍ଟର ୨ ବିଚାରପତିଙ୍କ ଶପଥ ଗ୍ରହଣ
କଟକ ଅଫିସ,୧୦।୬: ଓଡିଶା ହାଇକୋର୍ଟର ଦୁଇ ଜଣ ନବ ନିଯୁକ୍ତ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଆଜି ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଉଭୟଙ୍କ ଶପଥ ପାଠ…
ପୁଣି ଅନୁଭବଙ୍କ ନାଁରେ ଏକ ମାମଲା ରୁଜୁ କଲେ ବର୍ଷା
କଟକ ଅଫିସ,୧୦ା୬: ଥମୁନି ବର୍ଷା-ଅନୁଭବଙ୍କ ବିବାଦ। ଅନୁଭବଙ୍କ ନାଁରେ ପୁଣି ଏକ ମାମଲା ରୁଜୁ କରିଛନ୍ତି ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍ଡିଜେଏମ୍ କୋର୍ଟରେ ସେ ଏହି ମାମଲା ରୁଜୁ କରିଛନ୍ତି। ସୋସିଆଲ ମିଡିଆରେ ଅନୁଭବ ବିଭିନ୍ନ ପୋଷ୍ଟ ଜରିଆରେ ତାଙ୍କ ସମ୍ମାନ…
ପ୍ରଥମ ଦିନରେ ଟିକେଟ ଶେଷ
କଟକ ଅଫିସ, ୧୦ା୬: ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଟି୨୦ମ୍ୟାଚ୍ ପାଇଁ ପ୍ରଥମ ଦିନରେ ଟିକେଟ ବିକ୍ରି ଶେଷ ହୋଇଛି। ଗୁରୁବାର ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍ ବିକ୍ରି ଆରମ୍ଭ ହୋଇଥିଲା। ଏଥିପାଇଁ…
ନରସିଂହପୁରରେ ଦନ୍ତାକୁ ଗୁଳିମାଡ଼ ଘଟଣା: ହାଇକୋର୍ଟରେ ମାମଲା ରୁଜୁ
କଟକ ଅଫିସ,୯।୬: ନରସିଂହପୁରରେ ହାତୀକୁ ଗୁଳିମାଡ଼ ଘଟଣାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ଆଇନରେ ଶିକାରୀଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ନ ଥିବାରୁ ଦିନକୁ ଦିନ ହାତୀ ଶିକାର ବଢି ଚାଲିଛି । ତେଣୁ ହାତୀଙ୍କ ସୁରକ୍ଷା…
ପୁଣି ବଢ଼ିଲାଣି କରୋନା, ଘରୋଇ ହଷ୍ଟେଲର ୧୩ ଅନ୍ତେବାସୀ ପଜିଟିଭ୍ ଚିହ୍ନଟ
କଟକ ଅଫିସ,୯ା୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଗୁରୁବାର କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସରୁ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ପୁଣି କରୋନା ଚିନ୍ତା ଘାରିଛି। ହଷ୍ଟେଲର ମୋଟ୍ ୫୭…

