ମ୍ୟାଚ୍ ଲାଗି ଟିକେଟ କିଣିବାକୁ ଅସମ୍ଭାଳ ଭିଡ
କଟକ ଅଫିସ,୯।୬: ଜୁନ ୧୨ରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି୨୦ ମ୍ୟାଚ୍ ଖେଳାଯିବ। ଏଥିଲାଗି ଗୁରୁବାରଠାରୁ ଅଫ୍ଲାଇନରେ ଟିକେଟ ମିଳୁଛି । ଟିକେଟ ପାଇବା ଲାଗି କ୍ରିକେଟ ପ୍ରେମୀଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳୁଛି । ଭିଡ…
ଗୁଳିବିଦ୍ଧ ଦନ୍ତାର ଚାଲିଛି ଚିକିତ୍ସା
ଭୁବନେଶ୍ୱର,୮।୬(ବ୍ୟୁରୋ): କଟକ ଜିଲା ନରସିଂହପୁର ଜଙ୍ଗଲରେ ଗୁଳିବିଦ୍ଧ ଦନ୍ତାର ଚିକିତ୍ସା କରାଯାଉଛି। ପ୍ରଥମେ ହାତୀଟି କାହାକୁ ତା’ ପାଖକୁ ଆସିବାକୁ ଦେଉ ନ ଥିବାରୁ ଚିକିତ୍ସାରେ ବିଳମ୍ବ ପରିଲକ୍ଷିତ ହୋଇଥିଲା। ହେଲେ ହାତୀର ଦେହରେ ଥିବା କ୍ଷତ ୧୫ ଦିନ ତଳର…
ମେୟରଙ୍କୁ ଘେରିଲେ ଓ୍ବାର୍ଡବାସିନ୍ଦା
କଟକ ଅଫିସ,୮।୬: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ୪୬ ନମ୍ବର ଓ୍ବାର୍ଡ ମଙ୍ଗଳବାର ପରିଦର୍ଶନବେଳେ ମେୟର ସୁବାସ ସିଂଙ୍କୁ ସ୍ଥାନୀୟ ଲୋକେ ଘେରାଉ କରିଥିଲେ। ଏହି ଓ୍ବାର୍ଡରେ ଠିକ୍ ଭାବେ ଡ୍ରେନ୍ ସଫେଇ ହେଉ ନ ଥିବା ସେମାନେ ମେୟରଙ୍କୁ ଅବଗତ…
ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ବୁଲିଲେ କେନ୍ଦ୍ରମନ୍ତ୍ରୀ
କଟକ ଅଫିସ, ୮ା୬: କେନ୍ଦ୍ରମନ୍ତ୍ରୀ ଶାନ୍ତନୁ ଠାକୁର ମଙ୍ଗଳବାର କଟକ ଓଡ଼ିଆବଜାରସ୍ଥିତ ନେତାଜୀ ସୁଭାଷ ବୋଷ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିଛନ୍ତି। ସେଠାରେ ସେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଭାଜପା କଟକ ନଗର ସଭାପତି ଲଲାଟେନ୍ଦୁ ବଡୁ ଓ ଅନ୍ୟ…
‘ମୁଁ ବଞ୍ଚିବାକୁ ଚାହେଁ, ଏହା ମୋର ଶେଷ ଇଚ୍ଛା’
କଟକ ଅଫିସ, ୮ା୬: କେନ୍ଦ୍ରାପଡା ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ପୁଣି ଏକ ଭିଡିଓ ନିଜର ୟ୍ୟୁଟୁବ୍ ଚ୍ୟାନେଲରେ ଅପ୍ଲୋଡ କରିଛନ୍ତି। କୋର୍ଟଙ୍କ ବାରଣ ସତ୍ତ୍ୱେ ସେ ଏହି ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଅନୁଭବ ଫ୍ୟାନ୍ସମାନଙ୍କୁ ନିଜେ…
ମୋତେ ମାରି ସାରିଲଣି, ଏବେ ମୁଁ ମଲା ମଣିଷର ଜୀବନ ବଞ୍ଚିଛି: ଅନୁଭବ
କଟକ ଅଫିସ,୭।୬: ପୁଣି ଅଭିନେତା ତଥା ବିଜେଡି ଏମ୍ପି ଅନୁଭବ ମହାନ୍ତିଙ୍କ ଆଉ ଏକ ଭିଡିଓ ଚର୍ଚ୍ଚାରେ। ସୋମବାର ଏକ ଭିଡିଓରେ ମିଥ୍ୟା ଖବର ଛାପିବା ତଥା ଅପଲୋଡ୍ କରୁଥିବା ନ୍ୟୁଜ ପୋର୍ଟାଲ ଏବଂ ୟୁଟ୍ୟୁବ୍ ଚ୍ୟାନେଲଗୁଡିକୁ ସେ ଟାର୍ଗେଟ କରିଥିବା…
ବାରବାଟୀ ମ୍ୟାଚ୍ ବନ୍ଦ ଲାଗି ହାଇକୋର୍ଟରେ ଦାୟର ମାମଲା ଖାରଜ
କଟକ ଅଫିସ,୭।୬: ଆସନ୍ତା ଜୁନ୍ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ହେଲେ ଏହି ମ୍ୟାଚ ବନ୍ଦ ପାଇଁ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମଙ୍ଗଳବାର ଏହାର ଶୁଣାଣି…
ବାରବାଟୀରେ ଟି ୨୦ ମ୍ୟାଚ ନେଇ ହାଇକୋର୍ଟଙ୍କ ରାୟ
କଟକ ଅଫିସ,୭।୬: କଟକ ବାରବାଟୀ ଷ୍ଟାଡିୟମରେ ଟି ୨୦ ମ୍ୟାଚ ସମ୍ପର୍କିତ ମାମଲା ଖାରଜ ହୋଇଛି। ଜୁନ ୧୨ ତାରିଖରେ ଭାରତ ଓ ସାଉଥଆଫ୍ରିକା ଟି-୨୦ ମ୍ୟାଚ ହେବାକୁ ଥିବାବେଳେ ମ୍ୟାଚ ବାତିଲ ଆବେଦନ ସମ୍ପର୍କିତ ମାମଲାକୁ ହାଇକୋର୍ଟ ଖାରଜ କରି…
୧୮ରୁ ଏମ୍.ଫିଲ, ପିଏଚ୍.ଡି ପ୍ରଥମ ସେମିଷ୍ଟର ପରୀକ୍ଷା
କଟକ ଅଫିସ,୫।୬- ଆସନ୍ତା ୧୮ ତାରିଖରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଏମ୍.ଫିଲ ଓ ପିିଏଚ୍.ଡି ଛାତ୍ରୀଛାତ୍ରଙ୍କ ପ୍ରଥମ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। ଏନେଇ ବିଶ୍ୱବିଦ୍ୟାଳୟ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା ପାଇଁ ଆରମ୍ଭ ହୋଇଥିବା ଫର୍ମ ପୂରଣ ପ୍ରକ୍ରିୟା…
୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ
କଟକ ଅଫିସ,୪।୬: କଟକରୁ ଜଣେ ବ୍ୟକ୍ତିଙ୍କଠାରୁ ୨୬ ଲକ୍ଷ ୫ଶହ ଟଙ୍କିଆ ନୋଟ ଜବତ ହୋଇଛି। ବ୍ୟକ୍ତି ଜଣକ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡିଛି। ଏହି ଟଙ୍କା ସେ କେଉଁଠୁ ଆଣିଲେ ତାହାର ପ୍ରମାଣ ଦେଇ ନ ପାରିବାରୁ ପୋଲିସ ଟଙ୍କା…
ଜୁନ୍ ଶେଷ ସସ୍ତାହରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
କଟକ ଅଫିସ,୪।୬: ଚଳିତ ମାସ ଶେଷ ସପ୍ତାହରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ରେଜଲ୍ଟ ନେଇ ପ୍ରକ୍ରିୟା ଚାଲିଛି ବୋଲି ମନ୍ତ୍ରୀ…
୫ରେ ଆଇସିଏସ୍ ପ୍ରାରମ୍ଭିକ ପରୀକ୍ଷା
କଟକ ଅଫିସ, ୪।୬: କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ୱାରା ପରିଚାଳିତ ଇଣ୍ଡିଆନ୍ ସିଭିଲ ସର୍ଭିସ (ଆଇସିଏସ୍) ପ୍ରାରମ୍ଭିକ ପରୀକ୍ଷା-୨୦୨୨ ଆସନ୍ତା ରବିବାର ଅନୁଷ୍ଠିତ ହେବ। ଏହି ପରୀକ୍ଷା ଦୁଇଟି ପର୍ଯ୍ୟାୟରେ କରାଯିବ। ପ୍ରଥମ ପର୍ଯ୍ୟାୟ ପରୀକ୍ଷା ପୂର୍ବାହ୍ନ ୯ଟା ୩୦…

