ହିତାଧିକାରୀଙ୍କ ଜମାଖାତାକୁ ସିଧାସଳଖ ଯିବ ଭତ୍ତା
କଟକ ଅଫିସ,୨୫ା୨: ସହରରେ ୫୯ଟି ୱାର୍ଡରେ ନିର୍ଦ୍ଧାରିତ କେନ୍ଦ୍ରରେ ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଉଛି। ଏହି ବଣ୍ଟନ ବ୍ୟବସ୍ଥାକୁ ସ୍ବଚ୍ଛ ଓ ବୃଦ୍ଧାବୃଦ୍ଧଙ୍କ ପଥକଷ୍ଟ ଦୂର କରିବା ପାଇଁ ହିତାଧିକାରୀଙ୍କ ଜମାଖାତା ଜରିଆରେ ସିଧାସଳଖ ଭତ୍ତା…
କଟକ ମହାନଗର ନିଗମ: ୫୧୭୪ ବଢ଼ିଲା ଭୋଟର ସଂଖ୍ୟା
କଟକ ଅଫିସ,୨୫ା୨: କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଚୂଡାନ୍ତ ଭୋଟର ତାଲିକା ବୁଧବାର ପ୍ରକାଶ ପାଇଛି। ପ୍ରାଥମିକ ଭୋଟର ତାଲିକାଠାରୁ ଚୂଡ଼ାନ୍ତ ତାଲିକାରେ ଭୋଟର ସଂଖ୍ୟା ୫୧୭୪ ବୃଦ୍ଧି ପାଇଛି। ସହରରେ ମୋଟ ୪ଲକ୍ଷ ୫୦ ହଜାର ୭୫୯ ଭୋଟର…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ପୂର୍ବତନ ଏଏସ୍ପି ତ୍ରିନାଥ ମିଶ୍ରଙ୍କ ଜାମିନ ଖାରଜ
କଟକ ଅଫିସ,୨୫ା୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ପୂର୍ବତନ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ଜାମିନ ଆବେଦନ ଗୁରୁବାର ଭିଜିଲାନ୍ସ କୋର୍ଟରେ ଖାରଜ ହୋଇଯାଇଛି। ଫଳରେ ତ୍ରିନାଥଙ୍କୁ ଜେଲ୍ରେ ରହିବାକୁ ପଡ଼ିବ। ସୂଚନାଯୋଗ୍ୟ, ଗତ ୧୫ତାରିଖରେ ଆୟ ବହିର୍ଭୂତ ସମ୍ପତ୍ତି…
ନିଆଳିର ୯ଟି ବୁଥ୍ରେ ମତଦାନ ବନ୍ଦ
ନିଆଳି,୨୪ା୨(ଡି.ଏନ୍.ଏ.): କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ପୋଖରୀ ଗାଁ ପଞ୍ଚାୟତରେ ଗୁରୁବାର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ୧୧, ୧୨, ୧୩, ୧୪,୧୫, ୧୬, ୧୭, ୧୮ ଏବଂ ୧୯ ନଂ ବୁଥ୍ରେ ଭୋଟ୍ଦାନ ବନ୍ଦ…
ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ବିକ୍ଷୋଭ
ନିଶ୍ଚିନ୍ତକୋଇଲି,୨୨।୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଅତିରିକ୍ତ ତହସିଲଦାର ଡ୍ରାଇଭରଙ୍କୁ ଦୁର୍ବ୍ୟବହାର କରିବା ସହ ମୋବାଇଲ ଓ ଟଙ୍କା ଛଡାଇ ନେଇଥିଲେ। ଏହାର ପ୍ରତିବାଦରେ ମଙ୍ଗଳବାର ଡ୍ରାଇଭର ସଂଘର ଶତାଧିକ ଲୋକେ ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅତିରିକ୍ତ ତହସିଲଦାର…
୧୭ ଅପରାଧ ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା
କଟକ ଅଫିସ,୨୨ା୨: ବିଭିନ୍ନ ଜିଲାରେ ଘଟିଥିବା ୧୭ଟି ହତ୍ୟା ଓ ଶିଶୁଚୋରି ଘଟଣାରେ ନ୍ୟାୟ ପାଇଁ ବଞ୍ଚିତ ୧୭ ପରିବାର ମିଳିତ ଭାବେ ସୋମବାର ହାଇକୋର୍ଟରେ ଏକ ରିଟ୍ ପିଟିଶନ୍ ଦାଖଲ କରିଛନ୍ତି। ଏସବୁ ଘଟଣା ମଧ୍ୟରେ ଜଗତ୍ସିଂହପୁର ଜିଲା କୁଜଙ୍ଗର…
ଆଶାକର୍ମୀଙ୍କୁ ଡାକ୍ତରଙ୍କ ମାଡ଼
କଟକ ଅଫିସ,୨୨ା୨:ଏସ୍ସିବି ମେଡିକାଲରେ ଆଶାକର୍ମୀଙ୍କୁ ଜଣେ ଡାକ୍ତର ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କାଶିଝିରିଆ ଗ୍ରାମର ସମ୍ପୃକ୍ତ ଆଶାକର୍ମୀ ସୋମବାର ଏସ୍ସିବି ମେଡିକାଲ ପରିସରସ୍ଥ ଫାଣ୍ଡିରେ ଏ ନେଇ ଏତଲା…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ପ୍ରିୟାଂଶୀ
କଟକ ଅଫିସ,୨୧ା୨: କଟକ କଲେଜ ଛକସ୍ଥିତ ସେଣ୍ଟ ଜାଭିୟର୍ସ ହାଇସ୍କୁଲର ପଞ୍ଚମ ଶ୍ରେଣୀ ଛାତ୍ରୀ ପ୍ରିୟାଂଶୀ ପ୍ରିୟଦର୍ଶିନୀ ଶନିବାର ଇଣ୍ଡିଆ ବୁକ୍ ଅଫ୍ ରେକେର୍ଡରେ ସ୍ଥାନ ପାଇଛନ୍ତି। ସେ ମାତ୍ର ୨୨ ସେକେଣ୍ଡରେ ଓଡ଼ିଶୀ ନୃତ୍ୟର ୫୧ଟି ଜଟିଳ ହସ୍ତମୁଦ୍ରାକୁ ସହଜରେ…
ସାଲେପୁରରେ ସରିଲା ମତଦାନ
ନିଶ୍ଚିନ୍ତକୋଇଲି,୨୦ା୨(ସ୍ବ.ପ୍ର.): ସାରା ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ଆଜି ସରିଛି। କଟକ ଜିଲା ସାଲେପୁର ବ୍ଲକରେ ରବିବାର ସକାଳୁ ମତଦାତାମାନେ ଭୋଟ୍ କେନ୍ଦ୍ର ସମ୍ମୁଖରେ ଲମ୍ବାଧାଡ଼ିରେ ମତଦାନ କରିଥିଲେ। ସୂଚନାନୁଯାୟୀ, ଏହି ବ୍ଲକରେ ଥିବା ୩୫ ପଞ୍ଚାୟତରେ ଥିବା ୫୬୪ ମତଦାନ…
ମସଲାରେ ମିଶାଯାଉଥିଲା ପୋକରା ଚାଉଳ, କେମିକାଲ: କାରଖାନା ସିଲ୍, ମାଲିକ ଅଟକ
କଟକ ସଦର, ୨୦।୨(ଡି.ଏନ୍.ଏ.): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ଦିବାଟିଠାରେ ଥିବା ଏକ ଅପମିଶ୍ରିତ ମସଲା କାରଖାନା ଶନିବାର ଠାବ କରାଯାଇଛି। ସ୍ଥାନୀୟ ପୋଲିସ ଓ କଟକ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ମିଳିତ ଚଢ଼ାଉ କରାଯାଇ ୫…
ଡଗ୍ ସ୍କ୍ବାଡ୍ କେ-୯ରେ ୫ ବେଲ୍ଜିଆନ ମାଲିନୋଇସ
କଟକ ଅଫିସ,୧୯ା୨: ବେଲ୍ଜିଆନ ମାଲିନୋଇସ ପ୍ରଜାତିର ୫ କୁକୁର ଶୁକ୍ରବାର ଓଡ଼ିଶା ପୋଲିସର ଡଗ୍ ସ୍କ୍ବାଡ୍ କେ-୯ରେ ସାମିଲ ହୋଇଛନ୍ତି। କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ପଡିଆରେ ସେମାନଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଉକ୍ତ କୁକୁରମାନେ…
ମମିତା ମେହେର ହତ୍ୟା ମାମଲା: ସିବିିଆଇ ତଦନ୍ତ ଦାବିକଲେ ଏନ୍ସିଡବ୍ଲ୍ୟୁ ଅଧ୍ୟକ୍ଷା
କଟକ ଅଫିସ,୧୮ା୨: ମମିତା ମେହେର ହତ୍ୟା ମାମଲାରେ ରାଜ୍ୟ ପୋଲିସ ଠିକ୍ ଭାବେ ତଦନ୍ତ କରି ନାହିଁ। ଏ ମାମଲାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ ହେଉଥିବାରୁ ପୋଲିସ ନିରପେକ୍ଷ ଭାବେ ତଦନ୍ତ କରିପାରିବ ନାହିଁ। ତେଣୁ ରାଜ୍ୟ…
Archives


