କଟକ

ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….

କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା…

ଏସ୍‌ସିବି ମେଡିକାଲ ୱାର୍ଡରୁ ଖସିିଲା ସିଲିଂ: ରୋଗୀଙ୍କ ମୁଣ୍ଡ ଫାଟିଲା

କଟକ,୮।୧(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ପୁରୁଣା ଭେଷଜ ବିଭାଗରେ ବୁଧବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଜଣେ ରୋଗୀଙ୍କ ଉପରେ ଉକ୍ତ ବିଭାଗର ପ୍ରଥମ ମହଲା ୱାର୍ଡ ଛାତରୁ କଂକ୍ରିଟ ଖଣ୍ଡ ସହ ସିଲିଂ…

ନିର୍ଗୁଣ୍ଡି ଡବଲ ମର୍ଡର: ଧରାପଡ଼ିଲେ ଆଉ ୨ ଅଭିଯୁକ୍ତ

ଚୌଦ୍ୱାର,୫।୧: କଟକ ଜିଲା ନିର୍ଗୁଣ୍ଡି ଡବଲ ମର୍ଡର ମାମଲାରେ ଟାଙ୍ଗୀ ଥାନା ପୋଲିସ ସୋମବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ପୂର୍ୱରୁ ଏହି ମାମଲାରେ ୩ଜଣଙ୍କୁ ଗିରଫ କରିଥିଲେ। ହେଲେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ୨ ଅଭିଯୁକ୍ତ…

ଦୂତି ଚାନ୍ଦଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ପରିବାର ସହ ଆସୁଥିବାବେଳେ…

କଟକ,୩ା୧: ଦୌଡ଼ରାଣୀ ଦୂତି ଚାନ୍ଦଙ୍କ କାର୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ତାଙ୍କ ପରିବାର ସହ ଆସୁଥିବାବେଳେ କଟକର ତ୍ରିଶୂଳିଆ ବ୍ରିଜ୍‌ ନିକଟରେ କାର୍‌ ଦୁର୍ଘଟଣାର ଶିକାର ହୋଇଥିଲା। ତାଙ୍କର କାର୍‌ର ଚକା ହଠାତ୍‌ ଫାଟିଯିବାରୁ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ…

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ଗୁଡ଼ାଇ ହୋଇଯାଇଥିଲା। ଏଥିରେ…

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ମିଳିଛି। ଅର୍ପିତା ହାଇକୋର୍ଟରେ ଆଗୁଆ ଜାମିନ ଆବଦେନ କରିଛନ୍ତି। ପୂର୍ବରୁ…

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ ବାଘୁଣୀ ‘ଜୟଶ୍ରୀ’ର ଏହା ପ୍ରଥମ ସନ୍ତାନ ପ୍ରସବ। ସୂଚନା ଥାଉକି, ନନ୍ଦନକାନନରେ ଏବେ ମୋଟ୍‌…

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ ସାମୁଦ୍ରିକ ବ୍ୟବସାୟ ବିବାଦକୁ ନେଇ ରୁଜୁ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି।…

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ: ହାଇକୋର୍ଟ ଦେଲେ ବଡ଼ ରାୟ

କଟକ,୨୩।୧୨: ବିଧାୟକଙ୍କ ଦରମା ବୃଦ୍ଧି ମାମଲା ହାଇକୋର୍ଟରେ ଗ୍ରହଣ ହୋଇନାହିଁ। AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ଼ ଯୁକ୍ତି ପରେ ମଧ୍ୟ ଏହାକୁ ଗ୍ରହଣ କରିନାହାନ୍ତି ହାଇକୋର୍ଟ। ଏହି ପ୍ରସଙ୍ଗକୁ ପ୍ରିମାଚ୍ୟୁର ି କହିଛନ୍ତି ହାଇକୋର୍ଟ। ବିଧିବଦ୍ଧ ବିଜ୍ଞପ୍ତି ହୋଇ ନ ଥିବା…

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ ଚାଲିଛି। ଚଢାଉରେ CDMOଙ୍କ ସହ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ ସାମିଲ ହୋଇଛନ୍ତି।…

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ ମା’ ଶେଫାଳି ସୁନା। ସେ ଏତଲାରେ ଦର୍ଶାଇଛନ୍ତି ତାଙ୍କ ପୁଅକୁ ନିର୍ଯାତନା ଦିଆଯାଇଛି। ହ୍ୟୁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?