ରାସ୍ତାରେ ଶୋଇ ଶୋଇ ରାଜସ୍ଥାନରୁ ଶ୍ରୀକ୍ଷେତ୍ର ଯାତ୍ରା
ତିଗିରିଆ,୭।୨(ଡି.ଏନ.ଏ.): ଶ୍ରୀକ୍ଷେତ୍ରକୁ ଯାଇ ଚତୁର୍ଦ୍ଧା ଦାରୁବ୍ରହ୍ମଙ୍କୁ ଦର୍ଶନ କରିବାର ଅଭିଳାଷରେ ଜଣେ ଭକ୍ତ ରାସ୍ତାରେ ଶୋଇ ଶୋଇ ଯାତ୍ରା କରୁଥିବା ଦେଖିବାକୁ ମିଳିଛି। ରବିବାର ପୁରୁଣାକଟକ-ସମ୍ବଲପୁର ରାସ୍ତାର କଲରାଗଡ଼ଠାରେ ସେ ଏଭଳି ଢଙ୍ଗରେ ଅତିକ୍ରମ କରୁଥିବା ଦେଖିବାକୁ ମିଳିଥିଲା। ଭକ୍ତ ଜଣଙ୍କ…
ବେଆଇନ ଭାବେ ସରକାରୀ ଫ୍ଲାଟ୍ ବିକିବା ଘଟଣା: ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ
କଟକ ଅଫିସ,୭ା୨: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ଅନ୍ଦରପୁରରେ ବସ୍ତିବାସିନ୍ଦାଙ୍କ ପାଇଁ ତିଆରି ଘରକୁ ବେଆଇନ ଭାବେ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକିନେବା ଘଟଣାରେ ଗିରଫ ହୋଇଥିବା ପୂର୍ବତନ କର୍ପୋରେଟରଙ୍କ ସ୍ବାମୀ ରାଜା କରଣଙ୍କୁ ମଧୁପାଟଣା ପୋଲିସ ରବିବାର ୩…
ପ୍ରାର୍ଥୀ ଚୟନ ଚିନ୍ତାରେ ୩ ଦଳ
କଟକ ଅଫିସ,୩।୨: ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ କଟକ ସହରର ରାଜନୈତିକ ଉଷ୍ମତା ବଢିବାରେ ଲାଗିଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସରିବା ପରେ ପୌର ନିର୍ବାଚନ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏଥିପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଗଲାଣି। ତେଣୁ ଆଶାୟୀଙ୍କ…
୭ରୁ ହାଇବ୍ରିଡ୍ ମୋଡ୍ରେ ଚାଲିବ ହାଇକୋର୍ଟ
କଟକ ଅଫିସ, ୫ା୨: ଆସନ୍ତା ୭ ତାରିଖରୁ ହାଇକୋର୍ଟ ହାଇବ୍ରିଡ(ଭର୍ଚୁଆଲ ଓ ଫିଜିକାଲ) ମୋଡ୍ରେ ଚାଲିବ। ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାର ଜୁୁଡିସିଆଲ ଶୁକ୍ରବାର ନିର୍ଦ୍ଦେଶ ଜାରି କରିଛନ୍ତି। ୭ ତାରିଖରୁ ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ହାଇକୋର୍ଟରେ ମାମଲାର ଶୁଣାଣି…
ଏଣିକି ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ହାଇକୋର୍ଟ
କଟକ ଅଫିସ,୪।୨: ଓଡ଼ଶା ହାଇକୋର୍ଟ ଉଭୟ ଭର୍ଚୁଆଲ ଓ ଫିଜିକାଲ ମୋଡ୍ରେ ଚାଲିବା ନେଇ ନିଷ୍ପତ୍ତି ନିଆଯାଇଛି। ଏଣିକି ଶତ ପ୍ରତିଶତ କର୍ମଚାରୀଙ୍କୁ ନେଇ ହାଇକୋର୍ଟ ଚାଲିବ । ଫେବୃୟାରୀ ୭ରୁ ହାଇକୋର୍ଟରେ ଏହି ବ୍ୟବସ୍ଥା ଲାଗୁ ହେବ। ଜାନୁୟାରୀ ୧୦…
ବାରବାଟୀରେ ଖେଳାଯିବ ଟି-ଟ୍ବେଣ୍ଟି!
କଟକ ଅଫିସ,୪।୨: ଆସନ୍ତା ଜୁନ୍ରେ ବାରବାଟୀରେ ଦକ୍ଷିଣ ଆଫ୍ରିକା-ଭାରତ ଟି-ଟ୍ବେଣ୍ଟି ମ୍ୟାଚ୍ ଖେଳାଯିବ। ତେବେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସହ ବାରବାଟୀରେ ମ୍ୟାଚ କରାଇବା ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସହିତ ବିଶେଷ ଆଲୋଚନା ହୋଇଛି । ଓଡ଼ିଶା…
ଆଗୁଆ ଜାମିନ ଆବେଦନ କଲେ ମନ୍ତ୍ରୀ, ଏମ୍ପି
କଟକ ଅଫିସ,୪ା୨: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ମନ୍ତ୍ରୀ ଓ ଏମ୍ପି ପହଞ୍ଚିଛନ୍ତି। ଗିରଫ ଭୟରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। ଅନ୍ୟପକ୍ଷରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓ ଏମ୍ପି ଜୁଏଲ ଓରାମଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି।…
ପରିତ୍ୟକ୍ତ ଅବସ୍ଥାରେ ଛାତ୍ରାବାସ
କଟକ ଅଫିସ,୪ା୨: କଟକ ମହାନଗର ନିଗମ(ସିଏମ୍ସି) ଅଧୀନ କେଶରପୁର ଓ ବେପାରୀ ସାହି ମଧ୍ୟବର୍ତ୍ତୀ ସ୍ଥାନରେ ଥିବା ଗଣେଶ ପ୍ରସାଦ ଭଗତ ଛାତ୍ରାବାସ ପରିତ୍ୟକ୍ତ ହୋଇପଡିଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଛାତରୁ ପାଣି ଗଳିବା ସହ କାଠରେ ଉଇ ଲାଗି ନଷ୍ଟ…
ମୁଖ୍ୟମନ୍ତ୍ରୀ, ବିଧାୟକଙ୍କ ଫଟୋ ଛାପିବା ମହଙ୍ଗା ପଡ଼ିଲା
କଣ୍ଟାପଡା,୪ା୨(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୱାର୍ଡସଭ୍ୟ, ସମିତିସଭ୍ୟ ଓ ସରପଞ୍ଚ ପ୍ରାର୍ଥୀମାନେ ଦଳୀୟ ଚିହ୍ନ ସହିତ ମୁଖ୍ୟମନ୍ତ୍ରୀ ଓ ବିଧାୟକଙ୍କ ଫଟୋ ବ୍ୟବହାର ନ କରିବା ପାଇଁ ସରକାରୀ ନିୟମ ରହିଛି। ହେଲେ କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ବଡ ପାଟସୁନ୍ଦରପୁର ପଞ୍ଚାୟତରେ…
ସ୍କୁଲ୍ ଖୋଲିବା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୨।୨: କରୋନା ମହାମାରୀ କାରଣରୁ ଛାତ୍ରୀଛାତ୍ର ଶିକ୍ଷା କ୍ଷେତ୍ରରେ ପ୍ରଭାବିତ ହୋଇଛନ୍ତି। କୋଭିଡ୍ କଟକଣା ମଧ୍ୟରେ କିଛି ଦିନ ଅଫଲାଇନ୍ କ୍ଲାସ୍ କରିବା ପାଇଁ ସରକାର ସ୍କୁଲ୍ ଖୋଲିଥିଲେ। ପୁଣି ରାଜ୍ୟରେ କରୋନାର ତୃତୀୟ ଲହର ବଢିବା ଯୋଗୁ ସ୍କୁଲ୍କୁ…
୫୦ ଲକ୍ଷ ଦିଅ ନହେଲେ ଜୀବନରୁ ମାରିଦେବି ବୋଲି ଦେଉଥିଲେ ଧମକ, ଅଭିଯୁକ୍ତଙ୍କୁ ବାନ୍ଧିଲା କଟକ ପୋଲିସ
କଟକ ଅଫିସ,୨।୨: କଟକର ଜଣେ ଡାକ୍ତରଙ୍କୁ ଫୋନ୍ରେ ଧମକ ଦେବା ସହ ମାଓବାଦୀ ଏବଂ ଲାଲ୍ ସଲାମ ନାମରେ ଟଙ୍କା ମାଗି ଗିରଫ ହୋଇଛନ୍ତି ଜଣେ ଅଭିଯୁକ୍ତ। ସେ ହେଲେ ଏମ୍ରୋଜ ଅନ୍ସାରୀ। ତାଙ୍କ ଘର ଝାଡ଼ଖଣ୍ଡର ମଝଗାଁ ଥାନା ଅନ୍ତର୍ଗତ…
ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ
କଟକ ଅଫିସ,୨।୨: ନୂଆପଡ଼ା ଜିଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। କଟକ, ଚୌଦ୍ୱାର, ନୂଆପଡ଼ାର ୬ଟି ସ୍ଥାନରେ ଏକକାଳୀନ…
Archives


