କଟକ

ଡେପୁଟି ମେୟରଙ୍କ ଘରେ ଲାଗିଲା ଉଚ୍ଛେଦ ନୋଟିସ୍‌

କଟକ ଅଫିସ,୩।୫: କଟକ ଡେପୁଟି ମେୟରଙ୍କ ଘରେ ଉଚ୍ଛେଦ ନୋଟିସ୍‌ ଲଗାଯାଇଛି। ଇଡ୍‌କୋ ଜାଗାରେ ଥିବା ତାଙ୍କ ଏହି ଘରକୁ ଭାଙ୍ଗିବାକୁ ନୋଟିସ ଜାରି ହୋଇଛି। ୭ ଦିନ ମଧ୍ୟରେ ଜାଗା ଖାଲି କରିବାକୁ ନୋଟିସ୍ ରେ ଉଲ୍ଲେଖ ରହିଛି। ସୂଚନାଯୋଗ୍ୟ,…

ମାନସିକ ରୋଗୀଙ୍କ ପ୍ରତି ସହାନୁଭୂତିଶୀଳ ହେବା ଉଚିତ

କଟକ ଅଫିସ,୩୦।୪: ଶୈଳବାଳା ମହିଳା ସ୍ବୟଂଶାସିତ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଶୁକ୍ରବାର ‘ମୋ କଲେଜ’ ଅଭିଯାନ ପକ୍ଷରୁ ‘ଆଜିର ଯୁବ ସମାଜ ନିମନ୍ତେ ମାନସିକ ସ୍ବାସ୍ଥ୍ୟ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ‘ମୋ କଲେଜ’ ଅଭିଯାନର ରାଜ୍ୟ…

୯ରୁ ଏସ୍‌ସିବି ଓପିଡି ପାଇଁ ଅନ୍‌ଲାଇନ ଟିକେଟ ବୁକିଂ

କଟକ ଅଫିସ,୨୯ା୪: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଓ ହସ୍ପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀ କିମ୍ବା ସେମାନଙ୍କ ସମ୍ପର୍କୀୟଙ୍କୁ ଏଣିକି ଟିକେଟ ଲାଗି ଆଉ ଲମ୍ବାଧାଡ଼ିରେ ଠିଆ ହେବାକୁ ପଡ଼ିବ ନାହିଁ। ଏଥର ଅନ୍‌ଲାଇନରେ ଟିକେଟ ବୁକିଂ କରିହେବ।…

ଫ୍ରେଣ୍ଡ ରିକ୍ୟୁଏଷ୍ଟ ପଠାଇ ଫସାଉଥିଲେ,୪୫ ନାବାଳିକାଙ୍କୁ ବ୍ଲାକ୍‌ମେଲ୍‌ ପାଇଁ କରିଥିଲେ ଯୋଜନା

କଟକ ଅଫିସ, ୨୯ା୪: ନାବାଳିକାଙ୍କ ଅଶ୍ଳୀଳ ଫଟୋ ଏଡିଟିଂ କରି ସେମାନଙ୍କୁ ବ୍ଲାକ୍‌ମେଲ୍‌ କରୁଥିଲେ। ଏହି ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଜଣେ ଯୁବକଙ୍କୁ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ କଟକ ନେମାଳ ଅଞ୍ଚଳର ୨୨ବର୍ଷୀୟ ବିଶ୍ୱଜିତ…

ଅଶ୍ଳୀଳ ଫଟୋ କରି ନାବାଳିକାଙ୍କୁ କରୁଥିଲେ ବ୍ଲାକ୍‌ମେଲ: ବାନ୍ଧିଲା ପୋଲିସ

କଟକ ଅଫିସ, ୨୯।୪: କଟକ ସାଇବର ଥାନା ପୋଲିସ ଶୁକ୍ରବାର ଜଣେ ଯୁବକଙ୍କୁ ଗିରଫ କରିଛି। ଯୁବକ ଜଣକ ନାବାଳିକାମାନଙ୍କ ଫଟୋକୁ ଏଡିଟିଂ କରି ଅଶ୍ଳୀଳ ଫଟୋ ତିଆରି କରି ବ୍ଲାକ୍‌ମେଲ କରୁଥିବା ଜଣାପଡ଼ିଛି। ଅଭିଯୁକ୍ତ ଯୁବକ ଜଣଙ୍କ ସୋସିଆଲ ମିଡିଆ…

‘ଶିକ୍ଷା ବ୍ୟବସ୍ଥାରେ ଥିବା ତ୍ରୁଟି ସଜାଡ଼ିବାକୁ ପଡ଼ିବ’

କଟକ ଅଫିସ,୨୯ା୪: ସରକାର ମଧୁସୂଦନ ଆଇନ କଲେଜକୁ ବିଶ୍ୱବିଦ୍ୟାଳୟ କରି ମଧୁବାବୁଙ୍କୁ ପ୍ରକୃତ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ଏକ ବର୍ଷ ମଧ୍ୟରେ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ରେ ଅନେକ ପରିବର୍ତ୍ତନ ଆସିଛି। ବିଶ୍ୱବିଦ୍ୟାଳୟର ନୂତନ ୧୫ଟି ଶ୍ରେଣୀଗୃହରେ ଅତ୍ୟାଧୁନିକ ବ୍ୟବସ୍ଥା କରାଯିବ।…

ଜଳିଗଲା ତୁଳା ଗୋଦାମ

କଟକ ଅଫିସ,୨୮ା୪:ଜଗତପୁରସ୍ଥିତ ଏକ ତୁଳା ଗୋଦାମରେ ନିଆଁ ଲାଗି ଛାରଖାର ହୋଇଯାଇଛି। ଖବର ଅନୁଯାୟୀ, ଜଗତପୁରରେ ଥିବା ଏକ ତୁଳା ଗୋଦାମରେ ଗୁରୁବାର ହଠାତ୍‌ ନିଆଁ ଲାଗିଯାଇଥିଲା। ଫଳରେ ଲକ୍ଷାଧିକ ଟଙ୍କା ତୁଳା ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ…

ଫାଟିଲା ପଛ ଚକା; ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌

ଫୁଲନଖରା,୨୮।୪(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥସ୍ଥିତ ଫୁଲନଖରା ଓଭର ବ୍ରିଜ଼ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରର ସାଲିଆସାହି ବସ୍ତିରୁ ଏକ ଘରୋଇ ବସ ନଂ (ଓଆର୍‌ ୦୨ ଏଟି.୭୬୪୭)ଯୋଗେ ୩୦ ଊର୍ଦ୍ଧ୍ୱ ଶ୍ରମିକ…

ରାସ୍ତାରେ ଗଡ଼ିଲା ମାଛ ପେଟି

ଫୁଲନଖରା,୨୬।୪(ଡି.ଏନ.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥ ପାହାଳ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ ମାଛ ବୋଝଇ ଟ୍ରକ ଓଲଟି ପଡିଥିଲା। ଟ୍ରକଟି ଆନ୍ଧ୍ର ପ୍ରଦେଶରୁ ମାଛ ଆଣି କୋଲକାତା ଅଭିମୁଖେ ଯାଉଥିବା ସମୟରେ ପାହାଳ ନିକଟରେ ଓଲଟି ପଡିଥିଲା ।…

ମାଟ୍ରିକ ପରୀକ୍ଷାରେ କପି ରୋକିବ ୩୮ ସ୍ପେସାଲ ସ୍କ୍ବାଡ୍‌

କଟକ ଅଫିସ,୨୬।୪: ମାଟ୍ରିକ ପରୀକ୍ଷାରେ କପି ରୋକିବା ପାଇଁ ସ୍ପେସାଲ ସ୍କ୍ବାଡ୍‌ ଗଠନ କରାଯାଇଛି। ରାଜ୍ୟର ୩୦ ଜିଲା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷ ୩୮ଟି ସ୍ପେସାଲ ସ୍କ୍ବାଡ୍‌ ଗଠନ କରିଛନ୍ତି। ପରୀକ୍ଷା ସୁପରିଚାଳନା ହେବା ସହ କିପରି କପି…

ଓଡ଼ିିଶାକୁ ସର୍ବୋତ୍କୃଷ୍ଟ ଷ୍ଟାର୍ଟ ଅପ୍‌ ହବ୍‌ କରାଯିବ

କଟକ ଅଫିସ, ୨୬।୪:ଭାରତ ସରକାରଙ୍କ ଏସ୍‌ଟିପିଆଇ ବିଭାଗର ପୂର୍ବତନ ମହାନିର୍ଦ୍ଦେଶକ ଡ. ଓମ୍‌କାର ରାୟ ସୋମବାର ଷ୍ଟାର୍ଟ ଅପ୍‌ ଓଡ଼ିଶାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଓଡ଼ିଶାକୁ ସମଗ୍ର ଦେଶରେ ସର୍ବୋତ୍କୃଷ୍ଟ ଷ୍ଟାର୍ଟ ଅପ୍‌ ହବ୍‌ କରାଯିବ ବୋଲି…

ଆଲୋଚନା ମାଧ୍ୟମରେ ସମାଧାନ କର: ହାଇକୋର୍ଟ

କଟକ ଅଫିସ, ୨୬ା୪:ହାଇକୋର୍ଟରେ ସୋମବାର ନାଲ୍‌କୋ କ୍ୟାପ୍‌ଟିଭ୍‌ ପାୱାର ପ୍ଲାଣ୍ଟରେ କୋଇଲା ସଙ୍କଟ ମାମଲାର ଶୁଣାଣି ହୋଇଛି। ପ୍ଲାଣ୍ଟରେ କୋଇଲା ସଙ୍କଟ କିପରି ଦୂର ହୋଇପାରିବ ଓ ସୁରୁଖୁରୁରେ ପ୍ଲାଣ୍ଟ ପରିଚାଳନା କରାଯାଇପାରିବ ସେନେଇ କେନ୍ଦ୍ର କୋଇଲା ସଚିବ, ଖଣି ସଚିବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?