କଟକ

ମଧ୍ୟସ୍ଥତା କେନ୍ଦ୍ରରେ ଅଢ଼େଇ ଘଣ୍ଟା କାଉନ୍‌ସେଲିଂ

କଟକ ଅଫିସ, ୨୬ା୪:ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ କାଉନସେଲିଂ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ୩୦ପର୍ଯ୍ୟନ୍ତ ଅଢ଼େଇ ଘଣ୍ଟା କାଳ ଏହି କାଉନସେଲିଂ ଚାଲିଥିଲା। ଆସନ୍ତା ୪ ତାରିଖ ଅପରାହ୍ନ ୩ଟାରେ ପୁନର୍ବାର…

ରାସ୍ତା କଡରେ ଜମାଥିବା କେମିକାଲରେ ଲାଗିଲା ନିଆଁ

ଫୁଲନଖରା,୨୫।୪:(ଡି. ଏନ୍‌. ଏ.): କଟକ ଭୁବନେଶ୍ୱର ୧୬ନଂ ଜାତୀୟ ରାଜପଥର ପାହାଳ ନିକଟରେ ରାସ୍ତା କଡରେ ଜମା ହୋଇଥିବା ତରଳ କେମିକାଲରେ ନିଆଁ ଲାଗି ପରିବେଶ ଧୂଆଁମୟ ହୋଇଥିଲା । ସୂଚନାଯୋଗ୍ୟ, ଗତ କିଛି ଦିନ ତଳେ ବିଶାଖାପାଟଣାରୁ ଏକ କେମିକାଲ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ବୀଣାପାଣିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୨୫।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ସୋମବାର ଶେଷକୃତ୍ୟ ସମ୍ପନ୍ନ ହୋଇଛି। କଟକ ସତୀଚଉରା ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି। କଟକ ଜିଲାପାଳ ଭବାନୀ ଶଙ୍କର ଚୟିନୀ, ଡିସିପି ପ୍ରତିକ ସିଂହ,…

ଚିଲିକା ବିଧାୟକଙ୍କୁ ମିଳିଲା ଅନ୍ତରୀଣ ଜାମିନ

କଟକ ଅଫିସ,୨୨।୪: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମିଳିଲା ଜାମିନ୍‌। ହାଇକୋର୍ଟଙ୍କ ପକ୍ଷରୁ ଶୁକ୍ରବାର ୭ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ ମଞ୍ଜୁର କରାଯାଇଛି। ଉନ୍ନତ ମାନର ଚିକିତ୍ସା ପାଇଁ ଅନ୍ତରୀଣ ଜାମିନ ମିଳିଥିବା ସୂଚନା ମିଳିଛି। ସୂଚନାନୁସାରେ, ବାଣପୁର ବ୍ଲକରେ…

୨ ସପ୍ତାହ ସମୟ ମାଗିଲେ ଏଏସ୍‌ଆଇ, ରାଜ୍ୟ ସରକାର

କଟକ ଅଫିସ,୨୨ା୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ବେଆଇନ ଖନନ ଅଭିଯୋଗ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ମାମଲାରେ ବିସ୍ତୃତ ତଥ୍ୟ ରଖିବା ପାଇଁ ରାଜ୍ୟ ସରକାର ଓ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ହାଇକୋର୍ଟଙ୍କୁ ୨…

୭ ଦିନରେ ପ୍ରସ୍ତୁତ ହେବ କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ନକ୍ସା

କଟକ ଅଫିସ,୨୨ା୪: କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ପାଇଁ ଆସନ୍ତା ୭ ଦିନ ମଧ୍ୟରେ ଏକ ନକ୍ସା ପ୍ରସ୍ତୁତ ହେବ। ପରେ ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପଠାଯିବ। ଉକ୍ତ ମନ୍ଦିରର ରୂପରେଖ ବଦଳିବା ସହ ସୌନ୍ଦର୍ଯ୍ୟକରଣ କରାଯିବ। ପ୍ରଥମ ପର୍ଯ୍ୟାୟରେ ମନ୍ଦିର…

ମୋବାଇଲ ଦିଅ, ଷ୍ଟ୍ରେଚର ନିଅ

କଟକ ଅଫିସ, ୨୨ା୪: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାଜ୍ୟ ସରକାର ଉନ୍ନତିମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ହେଲେ ଏଠି କିନ୍ତୁ ରୋଗୀଙ୍କ ପାଇଁ ଅଜବ ନିୟମ କରାଯାଇଛି। ମୋବାଇଲ ବନ୍ଧକ ରଖିଲେ ଷ୍ଟ୍ରେଚର ଓ…

ହାଇକୋର୍ଟରେ ଶ୍ରୀମନ୍ଦିର ପ୍ରକଳ୍ପ ମାମଲା: ମେ’ ୧୬ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୨୧।୪: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ୧୦୦ ମିଟର ପରିଧି ମଧ୍ୟରେ ହେଉଥିବା ପ୍ରକଳ୍ପ ପାଇଁ ହୋଇଥିବା ମାମଲା ଆଧାରରେ ରାଜ୍ୟ ସରକାର ଓ ଏଏସ୍‌ଆଇକୁ ହାଇକୋର୍ଟ ଜବାବ ମାଗିଥିଲେ । ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ କ’ଣ ନିର୍ମାଣ ହେଉଛି? ନିର୍ମାଣ…

କଟକ ଚଣ୍ଡି ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ

କଟକ ଅଫିସ,୨୧।୪: କଟକରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଗୁରୁବାର ସେ କଟକ ଚଣ୍ଡୀ ମନ୍ଦିରରେ ମା’ଙ୍କୁ ଦର୍ଶନ କରିବା ସହ ମନ୍ଦିରର ଉନ୍ନୟନମୂଳକ କାମ ନେଇ ଅନୁଧ୍ୟାନ କରିଛନ୍ତି। ସେ ମନ୍ଦିରର ସମସ୍ତ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହ…

ଏମ୍‌ପି ପଦରୁ ଇସ୍ତଫା ଦେଲେ ସୁବାସ ସିଂ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି ସୁବାସ ସିଂ । କଟକ ମେୟର ହେବା ପରେ ସେ ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ଗୁରୁବାର ସେ ଏକ ଖବରଦାତା ସମ୍ମିଳନୀ କରି ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି।…

ନବନିର୍ବାଚିତ ବ୍ଲକ ଅଧ୍ୟକ୍ଷାଙ୍କ ପରଲୋକ

କଟକ ସଦର,୨୧ା୪: କଟକ ସଦର ବ୍ଲକ ଅଧ୍ୟକ୍ଷା ବିଷ୍ଣୁପ୍ରିୟା ରାଉତ (୭୨)ଙ୍କର ଗୁରୁବାର ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ସ୍ବର୍ଗତ ରାଉତ କିଡ୍‌ନୀ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ହେଉଥିଲେ। ଗତିରାଉତ ପାଟଣା ପଞ୍ଚାୟତରୁ ନିର୍ବାଚିତ ହୋଇ…

ସମ୍ପର୍କୀୟଙ୍କୁ ଭେଟିବାକୁ ଯାଉଥିଲେ, ଭାରସାମ୍ୟ ହରାଇ ବ୍ରିଜ୍‌ ତଳକୁ ଖସିଲା କାର୍‌

ଫୁଲନଖରା,୨୧।୪(ଡି.ଏନ୍‌.ଏ.): କଟକ-ଭୁବନେଶ୍ୱର ୧୬ ନଂ ଜାତୀୟ ରାଜପଥର ବମ୍ଫକୁଦ ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ କାର ବ୍ରିଜ଼ ତଳକୁ ଖସିପଡିଛି। କାରରେ ୪ଜଣ ଯାତ୍ରୀ ଥିବା ବେଳେ ୩ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱରର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?