ସ୍କୁଲ୍ ଖୋଲିବା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ ଅଫିସ,୨।୨: କରୋନା ମହାମାରୀ କାରଣରୁ ଛାତ୍ରୀଛାତ୍ର ଶିକ୍ଷା କ୍ଷେତ୍ରରେ ପ୍ରଭାବିତ ହୋଇଛନ୍ତି। କୋଭିଡ୍ କଟକଣା ମଧ୍ୟରେ କିଛି ଦିନ ଅଫଲାଇନ୍ କ୍ଲାସ୍ କରିବା ପାଇଁ ସରକାର ସ୍କୁଲ୍ ଖୋଲିଥିଲେ। ପୁଣି ରାଜ୍ୟରେ କରୋନାର ତୃତୀୟ ଲହର ବଢିବା ଯୋଗୁ ସ୍କୁଲ୍କୁ…
୫୦ ଲକ୍ଷ ଦିଅ ନହେଲେ ଜୀବନରୁ ମାରିଦେବି ବୋଲି ଦେଉଥିଲେ ଧମକ, ଅଭିଯୁକ୍ତଙ୍କୁ ବାନ୍ଧିଲା କଟକ ପୋଲିସ
କଟକ ଅଫିସ,୨।୨: କଟକର ଜଣେ ଡାକ୍ତରଙ୍କୁ ଫୋନ୍ରେ ଧମକ ଦେବା ସହ ମାଓବାଦୀ ଏବଂ ଲାଲ୍ ସଲାମ ନାମରେ ଟଙ୍କା ମାଗି ଗିରଫ ହୋଇଛନ୍ତି ଜଣେ ଅଭିଯୁକ୍ତ। ସେ ହେଲେ ଏମ୍ରୋଜ ଅନ୍ସାରୀ। ତାଙ୍କ ଘର ଝାଡ଼ଖଣ୍ଡର ମଝଗାଁ ଥାନା ଅନ୍ତର୍ଗତ…
ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ
କଟକ ଅଫିସ,୨।୨: ନୂଆପଡ଼ା ଜିଲାର ଅତିରିକ୍ତ ଯୋଗାଣ ଅଧିକାରୀ ରତ୍ନାକର ସେଠୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। କଟକ, ଚୌଦ୍ୱାର, ନୂଆପଡ଼ାର ୬ଟି ସ୍ଥାନରେ ଏକକାଳୀନ…
ଶୃଙ୍ଖଳିତ ନିର୍ବାଚନକୁ ଡିଜିପିଙ୍କ ଗୁରୁତ୍ୱ
କଟକ ଅଫିସ, ୨।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ଶାନ୍ତିଶୃଙ୍ଖଳାରେ ସମାପନ କରିବା ପାଇଁ ଡିଜିପି ସୁନୀଲ ବଂଶଲ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଅପରାହ୍ନରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଆୟୋଜିତ ଭିଡିଓ କନ୍ଫରେନ୍ସ ଜରିଆରେ ବଂଶଲ ତ୍ରିସ୍ତରୀୟ ପଞ୍ଚାୟତ…
ଓଡ଼ିଶାର ୪ ଆଇନଜୀବୀଙ୍କ ନାମ କଲେଜିୟମ୍ର ସୁପାରିସ
କଟକ ଅଫିସ, ୧।୨: ସୁପ୍ରିମ୍କୋର୍ଟ ପ୍ରଧାନବିଚାରପତି ଏନ୍.ଭି. ରାମନ୍ନାଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ୍ ସୋମବାର ଓଡ଼ିଶା, ଆନ୍ଧ୍ରପ୍ରଦେଶ ଏବଂ ମଧ୍ୟପ୍ରଦେଶ ହାଇକୋର୍ଟ ବିଚାରପତି ପାଇଁ ୧୭ଜଣଙ୍କ ନାମ ସୁପାରିସ କରିଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶା ହାଇକୋର୍ଟ ପାଇଁ ୪, ଆନ୍ଧ୍ରପ୍ରଦେଶ ୭…
ଷ୍ଟାଟସ୍ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର
କଟକ ଅଫିସ, ୧ା୨: ହାଇକୋର୍ଟରେ ସୋମବାର ଢିଙ୍କିଆ ବିବାଦ ମାମଲାର ଶୁଣାଣି ହୋଇଛି। ଏ ନେଇ ହାଇକୋର୍ଟରେ ଦାଏର ହୋଇଥିବା ୩ଟି ଯାକ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଷ୍ଟାଟସ୍ ରିପୋର୍ଟ ଦାଖଲ କରାଯାଇଛି। ପ୍ରତିଜବାବ ରଖିବାକୁ ଆବେଦନକାରୀଙ୍କୁ କୋର୍ଟ ନିର୍ଦ୍ଦେଶ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗଲା ୨ ଜୀବନ
କଟକ ସଦର,୩୧। ୧(ଡି.ଏନ୍.ଏ): କଟକ – ପାରାଦୀପ ରାସ୍ତାର ରାମକମରପୁର ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ସ୍କୁଟି ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ କିଶନନଗର ଥାନା ଅନ୍ତର୍ଗତ ପାଇକାଣ ଗ୍ରାମର ସରୋଜ…
ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇବେ ୪ ବରିଷ୍ଠ ଆଇନଜୀବୀ
କଟକ ଅଫିସ,୩୧ା୧: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବଢ଼ିବ। ଗତ ୨୯ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ବୈଠକରେ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୪ ବରିଷ୍ଠ ଆଇନଜୀବୀଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ମିଳିବ । ବରିଷ୍ଠ ଆଇନଜୀବୀ…
ମହାନଦୀରେ ଘଡ଼ିଆଳ କୁମ୍ଭୀର
କଟକ ଅଫିସ,୩୦ା୧: ମହାନଦୀର ମଧୁସୂଦନ ବ୍ରିଜ ନିକଟରେ ରବିବାର ଏକ କୁମ୍ଭୀର ବୁଲୁଥିଲା। ଏହାକୁ ଦେଖିବା ପାଇଁ ବ୍ରିଜ ଉପରେ ଲୋକଙ୍କ ଭିଡ଼ ଲାଗିଥିଲା। ଏଠାକାର ଲୋକମାନେ ମହାନଦୀ ଉପରେ ନିର୍ଭର କରୁଥିବାବେଳେ ଏହି କୁମ୍ଭୀର ପାଇଁ ସେମାନେ ଆତଙ୍କିତ ହୋଇପଡିଛନ୍ତି।…
ମାଟି ତଳୁ ମିଳିଲା ଲୌହ ସ୍ତମ୍ଭ
କଟକ ଅଫିସ,୩୦ା୧: କଟକ ଯୋବ୍ରାସ୍ଥିତ ନୌବାଣିଜ୍ୟ ସଂଗ୍ରହାଳୟ ପଛପାର୍ଶ୍ୱ ଶନିବାର ଖନନ ସମୟରେ ମାଟି ତଳୁ ମିଳିଛି ବିରାଟ ଲୌହ ସ୍ତମ୍ଭ। ଏସ୍ସିବି ମେଡିକାଲ କଲେଜ ଆଣ୍ଡ୍ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି ।…
ନଦୀ ମଝିରେ ପୂଜା ପାଉଛନ୍ତି ପଶ୍ଚିମେଶ୍ୱର
କଟକ ଅଫିସ, ୩୦ା୧: ଓଡ଼ିଶାର ବିଭିନ୍ନ ସ୍ଥାନରେ ବହୁ ପୁରାତନ ଶକ୍ତିପୀଠ ରହିଛି। କେତେକ ସ୍ଥାନରେ କେବଳ ଦେବୀ ପୂଜା ପାଉଥିବାବେଳେ ଆଉ କେତେକ ସ୍ଥାନରେ ଶିବ ଓ ଶକ୍ତିଙ୍କ ମୂର୍ତ୍ତି ପୂଜା କରାଯାଉଛି । ଏପରି ଏକ ଧର୍ମପୀଠ କଟକ…
ଟ୍ରେଲରକୁ ପଛରୁ ପିଟିଲା ବସ୍ : କ୍ୟାବିନ୍ ଭାଙ୍ଗି ପଳାଇଲା ପାଇପ୍
ଚୌଦାର,୨୮।୧(ଡି.ଏନ୍.ଏ.): କଟକ ଟାଙ୍ଗୀ ୧୬ନଂ ଜାତୀୟ ରାଜପଥ ବଇଁଚୁଆ ନିକଟରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ପଛରୁ ବସ୍ ପିଟିଛି। ମାତୃକରୁଣା ନାମକ ଏକ ଘରୋଇ ବସ୍ କଟକରୁ ଯାଜପୁର ଆଡ଼କୁ ଯାଉଥିବା ବେଳେ ଆଗରେ ଯାଉଥିବା ଏକ ଟ୍ରେଲରକୁ…
Archives


