କଟକ

ବିଶ୍ୱ ଐତିହ୍ୟସ୍ଥଳ ପାଲଟିବ ଧବଳେଶ୍ୱର ପୀଠ

ଖୁଣ୍ଟୁଣୀ,୨୧ା୪(ଡି.ଏନ୍‌.ଏ.): ଏକାଦଶ ଶତାବ୍ଦୀରେ ନିର୍ମିତ କଟକ ଜିଲା ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱର ଶୈବପୀଠ ବିଶ୍ୱ ଐତିହ୍ୟ ମାନଚିତ୍ରରେ ସ୍ଥାନ ପାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏକ ମ୍ୟାପ୍‌ ଜାରି କରାଯାଇଛି। ବିଶେଷକରି ପର୍ଯ୍ୟଟକଙ୍କୁ…

ଜଣେ ଏସିପି, ୭ ଇନ୍ସପେକ୍ଟର, ୪୪ ଏସ୍‌ଆଇ, ୪ ଏଏସ୍‌ଆଇଙ୍କ ବଦଳି

କଟକ ଅଫିସ,୨୧ା୪: କମିଶନରେଟ୍‌ ପୋଲିସରେ ବୁଧବାର ଜଣେ ଏସିପିଙ୍କ ସମେତ ୭ ଇନ୍ସପେକ୍ଟର, ୪୪ ସବ୍‌ଇନ୍ସପେକ୍ଟର ଓ ୪ ଜଣ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ବଦଳି କମିଶନରେଟ ପୋଲିସ ମଧ୍ୟରେ କରାଯାଇଛି। ବିଭିନ୍ନ ଥାନାରେ ଖାଲି ପଡ଼ିଥିବା ପଦବୀ, ପ୍ରଶାସନିକ ଆବଶ୍ୟକତା ଓ…

ଜେଲ ପାଇଖାନା ସୁବ୍ୟସ୍ଥିତ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୨୦।୪: ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ ଜେଲରେ ଥିବା ପାଇଖାନାଗୁଡିକ ସୁବ୍ୟବସ୍ଥିତ କରିବାକୁ ଓଡିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶର ଖିଲାପକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆସନ୍ତା ୩୦ ତାରିଖରେ ଜିଲା ଆଇନସେବା ଅଧିକାରୀ…

ପୋଷ୍ଟମର୍ଟମ ରିପୋର୍ଟରେ ପ୍ରତିବାଦର ସୁରାକ ମିଳିଲା

ନିଶ୍ଚିନ୍ତକୋଇଲି(ସ୍ବ.ପ୍ର.)/ ମାହାଙ୍ଗା(ଡି.ଏନ୍‌.ଏ),୨୦ା୪: କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତିକୁ କେନ୍ଦ୍ର କରି ବଡ଼ ଭାଇଙ୍କ ପରିବାରର ୫ଜଣଙ୍କୁ ହତ୍ୟା କରିବା ଘଟଣାର ୮ଦିନ ପରେ ମଙ୍ଗଳବାର ବ୍ୟବଚ୍ଛେଦ(ପୋଷ୍ଟମର୍ଟମ) ରିପୋର୍ଟ ଆସିଛି। ହତ୍ୟାକାଣ୍ଡ ସମୟରେ ମୃତକମାନେ ପ୍ରତିବାଦ କରିଥିଲେ। ସେମାନଙ୍କ…

ସାଙ୍ଗମାନଙ୍କ ସହ ଶ୍ରେଣୀଗୃହରେ ବସି ପାଠପଢ଼ିଲେ ସିଏମ୍‌ସି ଡେପୁଟି ମେୟର

କଟକ ଅଫିସ,୧୯ା୪- କଟକ ମହାନଗର ନିଗମ(ସିଏମ୍‌ସି) ଡେପୁଟି ମେୟର ଦମୟନ୍ତୀ ମାଝି ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଏମ.କମ ଦ୍ୱିତୀୟ ବର୍ଷର ଛାତ୍ରୀ। ସାଧାରଣ ଯୁବତୀରୁ ଡେପୁଟି ମେୟର ହେବା ପରେ ତାଙ୍କ ଜୀବନଶୈଳୀ ବଦଳିଛି। ମଙ୍ଗଳବାର ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବସି…

କଟକରୁ ୧୫୪୦ କିଲୋ ନକଲି ଡିଟରଜେଣ୍ଟ ପାଉଡର ଜବତ

କଟକ ଅଫିସ,୧୯।୪: କଟକରୁ ପୁଣି ନକଲି ଡିଟରଜେଣ୍ଟ ପାଉଡର ଜବତ ହୋଇଛି। ଟାଙ୍ଗି ଓ ମାହାଙ୍ଗା ଅଞ୍ଚଳରେ ମାଲଗୋଦାମ ଥାନା ପୋଲିସ ମଙ୍ଗଳବାର ଚଢାଉ କରି ୧୫୪୦ କିଲୋ ନକଲି ଡିଟରଜେଣ୍ଟ ଜବତ କରିଛି। ଏହାସହ ଡିଟରଜେଣ୍ଟ ତିଆରି ମେଶିନ, ତିଆରି…

ମାହାଙ୍ଗା ଗଣହତ୍ୟା ମାମଲା: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ମାହାଙ୍ଗା,୧୯।୪(ସ୍ବ.ପ୍ର.): ମାହାଙ୍ଗା ଗଣହତ୍ୟା ମାମଲାରେ ମଙ୍ଗଳବାର ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶରୀର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ରିପୋର୍ଟରେ ବିଷକ୍ରିୟା ନେଇ କୌଣସି ସୂଚନା ନାହିଁ। ଏ ନେଇ କଟକ ଗ୍ରାମାଞ୍ଚଳ ଥାନା ପୋଲିସ ସୂଚନା ଦେଇଛି।…

ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୧୯ା୪:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ବିଭାଗର ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୬୦ଦିନ ଭିତରେ…

ଆଜିଠୁ ବୋର୍ଡ ୱେବ୍‌ସାଇଟରେ ମିଳିବ ଆଡ୍‌ମିଟ କାର୍ଡ

କଟକ ଅଫିସ, ୧୯ା୪:ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଅଫ୍‌ଲାଇନରେ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବୋର୍ଡ ପକ୍ଷରୁ ସମ୍ମେଟିଭ-୨ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରେ ସୂଚୀ ପ୍ରକାଶ ପାଇଥିଲା। ତେବେ ଏହି ପରୀକ୍ଷା…

କେନ୍ଦୁଝର ଜିଲାପାଳ ଆଶ୍ୱସ୍ତ

କଟକ ଅଫିସ/କେନ୍ଦୁଝର,୧୯ା୪(ସ୍ବ.ପ୍ର.):ବିଭିନ୍ନ ଜନଜାତିଙ୍କ ବ୍ୟକ୍ତିଗତ ତଥା ସାମୂହିକ କେସ୍‌ର ୮ଟି ମାମଲାରେ ଜାତୀୟ ଅନୁସୂଚିତ ଜନଜାତି (ଏସ୍‌ଟି) କମିଶନଙ୍କ ନିକଟରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ ହାଜର ହେବେ ନାହିଁ। ଏନେଇ ସୋମବାର ଓଡ଼ିଶା ହାଇକୋର୍ଟ କମିଶନଙ୍କ ଓ୍ବାରେଣ୍ଟ ଉପରେ ଅନ୍ତରୀଣ…

ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ,୧୮।୪: ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର ଜାମିନ ମଳିଛି। କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି। ୬୦ ଦିନ ମଧ୍ୟରେ ଭିଜିଲାନ୍ସ ଚାର୍ଜସିଟ ଦାଖଲ ନ କରିପାରିବାର ମିଶ୍ରଙ୍କୁ ଜାମିନ ମିଳିଛି। ତେବେ…

ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଲେ ହାଇକୋର୍ଟ

କଟକ ଅଫିସ,୧୮।୪(ବ୍ୟୁରୋ): କେନ୍ଦୁଝର ଜିଲାପାଳଙ୍କୁ ଜାତୀୟ ଜନଜାତି କମିଶନଙ୍କ ହାଜର ନିର୍ଦ୍ଦେଶ ଉପରେ ରହିତାଦେଶ ଲାଗିଛି । କମିଶନଙ୍କ ନିର୍ଦ୍ଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଜିଲାପାଳଙ୍କ ପ୍ରତିନିଧିଙ୍କ ଉପସ୍ଥିତିରେ କମିଶନ ମାମଲା ଆଗକୁ ନେଇ ପାରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?