ମାହାଙ୍ଗା ମର୍ଡର ଘଟଣା: ରିମାଣ୍ଡ ପରେ ଶିଶୁଆ ଜେଲ୍କୁ ଫେରିଲେ ଶିବ
ନିଶ୍ଚିନ୍ତକୋଇଲି,୧୭ା୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ହୋଇଥିବା ନରସଂହାର ଘଟଣାରେ ପୋଲିସ ୩ ଦିନ ମୁଖ୍ୟ ଅଭିଯୁକ୍ତ ଶିବଙ୍କୁ ରିମାଣ୍ଡରେ ନେଇଥିଲା। ତେବେ ଶିବଙ୍କ ସିନ୍ ରିକ୍ରିଏଶନ କରିବା ପରେ ରବିବାର ପୂର୍ବାହ୍ନରେ ତାଙ୍କୁ ସାଲେପୁର ଜେଏମ୍ଫ୍ସି କୋର୍ଟରେ…
ସୁଦର୍ଶନ ସାହୁ ପାଇବେ କଳିଙ୍ଗ ରତ୍ନ ସମ୍ମାନ
କଟକ ଅଫିସ, ୧୭।୪: ପ୍ରସିଦ୍ଧ ସ୍ଥପତି ପଦ୍ମବିଭୂଷଣ ସୁଦର୍ଶନ ସାହୁ ଚଳିତବର୍ଷ ‘କଳିଙ୍ଗ ରତ୍ନ’ ସମ୍ମାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସାରଳା ସାହିତ୍ୟ ସଂସଦ ପକ୍ଷରୁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଆସନ୍ତା ୨୩ ତାରିଖରେ କଟକ ସାରଳା…
ସରିଲା ରିମାଣ୍ଡ, ଆଜି କୋର୍ଟରେ ହାଜର
ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୭।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତି ବିବାଦରୁ ବଡ଼ଭାଇଙ୍କ ପରିବାରର ସମସ୍ତ ୫ ଜଣଙ୍କୁ ହତ୍ୟା କରିବା ଘଟଣାର ଅଭିଯୁକ୍ତ ତଥା ସାନ ଭାଇ ଶିବ ପ୍ରସାଦ ସାହୁଙ୍କ ୩ଦିନିଆ ରିମାଣ୍ଡ ଅବଧି ଶନିବାର ଶେଷ…
ପରିବାର ଅଦାଲତରେ ସାକ୍ଷ୍ୟ ଦେଲେ ଅନୁଭବ
କଟକ ଅଫିସ,୧୭।୪: ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ କଟକ ପରିବାର ଅଦାଲତରେ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଅନୁଭବଙ୍କୁ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଓକିଲ ଜେରା କରିଛନ୍ତି। ପରିବାର ଅଦାଲତରେ ଅନୁଭବ ହାଜର ହୋଇ ସାକ୍ଷ୍ୟ…
ଶ୍ରୀସନ୍ନ୍ୟାସୀଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନ
କଟକ ଅଫିସ,୧୬ା୪: ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ସ୍କାର୍ଟ ) ଦ୍ୱାରା ଓଡ଼ିଶାର ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର, ବାଗ୍ମୀ, ପ୍ରବକ୍ତା ତଥା ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ ର ସମ୍ପାଦକ ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ‘ସଂସ୍କୃତି ସାରଥୀ’ ସମ୍ମାନରେ…
ମାହାଙ୍ଗା ଗଣହତ୍ୟା ମାମଲା: ଆଜି ସରିବ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି
ମାହାଙ୍ଗା,୧୬।୪(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କ ଶନିବାର ରିମାଣ୍ଡ ଅବଧି ସରୁଛି। ହତ୍ୟାକାଣ୍ଡ ଉପରେ ପଚରାଉଚରା ଜାରି ରଖିଛି ପୋଲିସ। ଶୁକ୍ରବାର କ୍ରାଇମସ୍ପଟକୁ ଯାଇ ମର୍ଡରର ଡେମୋ ଦେଖାଇଥିଲେ ଶିବପ୍ରସାଦ ।ତେବେ ଆଜି…
ଅଶ୍ୱତ୍ଥ ପତ୍ରରେ ଆକର୍ଷଣୀୟ କଳାକୃତି
କଟକ ଅଫିସ, ୧୬ା୪: କାନ୍ଭାସ ପରିବର୍ତ୍ତେ ପତ୍ର, ବାଦାମ, ନଡ଼ିଆ ଆଦିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କି ଚର୍ଚ୍ଚାରେ କଟକ ଦରଘାବଜାର ଜେଲ୍ରୋଡ଼ ଅଞ୍ଚଳର ଭାଗ୍ୟଶ୍ରୀ ବେହେରା ା ରାଜେନ୍ଦ୍ର ବେହେରା ଓ ଉଷାରାଣୀ ବେହେରାଙ୍କ ଏକମାତ୍ର ଝିଅ ଭାଗ୍ୟଶ୍ରୀ ଜଣେ ବ୍ୟାକିଂ…
ମାହାଙ୍ଗା ଗଣହତ୍ୟାର ଡେମୋ ଦେଖାଇଲେ ଅଭିଯୁକ୍ତ
ନିଶ୍ଚିନ୍ତକୋଇଲି/ମାହାଙ୍ଗା,୧୫।୪(ସ୍ବ.ପ୍ର.) : କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ସମ୍ପତ୍ତି ବିବାଦରୁ ବଡ଼ ଭାଇଙ୍କ ପରିବାରର ସମସ୍ତ ୫ଜଣଙ୍କୁ ହତ୍ୟା କରିବା ଘଟଣାର ଅଭିଯୁକ୍ତ ତଥା ସାନଭାଇ ଶିବ ପ୍ରସାଦ ସାହୁଙ୍କୁ ମାହାଙ୍ଗା ପୋଲିସ ଗୁରୁବାର ୩ ଦିନିଆ ରିମାଣ୍ଡରେ…
ମାହାଙ୍ଗା ଗଣହତ୍ୟା: ଶିବଙ୍କୁ ରିମାଣ୍ଡରେ ନେଲା ପୋଲିସ
ମାହାଙ୍ଗା,୧୪।୪(ଡି.ଏନ୍.ଏ.): କଟକ ଜିଲା ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ସାହୁଙ୍କୁ ମାହାଙ୍ଗା ପୋଲିସ ଗୁରୁବାର ୩ ଦିନିଆ ରିମାଣ୍ଡରେ ନେଇଛି। ଶିବଙ୍କ ମେଡିକାଲ ଟେଷ୍ଟ ପରେ ପୋଲିସ ତାଙ୍କୁ ଜେରା କରିବ । ଏପରିକି ଘଟଣାସ୍ଥଳକୁ ନେଇ…
୩ ଦିନିଆ ରିମାଣ୍ଡରେ ଶିବ; କ୍ରାଇମ୍ ସିନ୍ ରିକ୍ରିଏସନ୍ କରିପାରେ ପୋଲିସ
ମାହାଙ୍ଗା/ସାଲେପୁର,୧୨।୪(ଡି.ଏନ୍.ଏ.): ରିମାଣ୍ଡରେ ଯିବେ କଟକ ଜିଲା ମାହାଙ୍ଗା ଥାନା କୁସୁପୁର ଗ୍ରାମରେ ଘଟିଥିବା ଗଣହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶିବ ପ୍ରସାଦ ସାହୁ । ଗୁରୁବାରଠାରୁ ଶିବଙ୍କୁ ରିମାଣ୍ଡରେ ନେଇ ପୋଲିସ ପଚରାଉଚରା କରିବ ବୋଲିଜ ଜଣାପଡ଼ିଛି। ତେବେ ଶିବଙ୍କୁ ୫…
ବଡ଼ଭାଇଙ୍କ ପରିବାରର ୫ଜଣଙ୍କୁ ହତ୍ୟା
ନିଶ୍ଚିନ୍ତକୋଇଲି, ୧୨।୪ (ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ କୁସୁପୁରରେ ଛାତି ଥରାଇଦେବା ଭଳି ଏକ ଘଟଣା ଘଟିଛି। ବଡ଼ଭାଇଙ୍କ ସମେତ ପରିବାରର ୫ ସଦସ୍ୟଙ୍କୁ ହାଣି ହତ୍ୟା କରିଛନ୍ତି ସାନଭାଇ। ଜମିବାଡ଼ି ବିବାଦରୁ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା…
କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ
କଟକ ଅଫିସ,୧୨।୪ : କଟକ ଜିଲା କୋର୍ଟରେ ହାଜର ହେଲେ ଡି-ବ୍ରଦର୍ସ। ଦୀପୁ ମଲ୍ଲିକ ଏବଂ ଓମ ସ୍ବାଇଁ ହତ୍ୟା ଘଟଣାରେ ସୁଶୀଲ ଓ ସୁଶାନ୍ତ ଧଳସାମନ୍ତଙ୍କୁ କୋର୍ଟରେ ହାଜର କରିଛି ପୋଲିସ । ସୂଚନାନୁସାରେ, ୨୦୧୩ ନଭେମ୍ବରରେ ଦୀପୁ ଏବଂ…

