କଟକ

କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

କଟକ ଅଫିସ,୨୧।୯-କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ସୋମବାର ଅଗ୍ନିକାଣ୍ଡ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ। ଅଗ୍ନିଶମ ଓ ବିଦ୍ୟୁତ୍‌ ବିଭାଗ ମିଳିତ ଭାବେ ତଦନ୍ତ କରି ୨୪ ଘଣ୍ଟା ମଧ୍ୟରେ ରିପୋର୍ଟ ଦେବାକୁ ମନ୍ତ୍ରୀ...

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ସବୁ ରୋଗୀ ସୁରକ୍ଷିତ ଉଦ୍ଧାର

କଟକ ଅଫିସ,୨୧।୯: କଟକ ଜଗତପୁରରେ ଥିବା ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲରେ ଥିବା ସମସ୍ତ ୧୨୭ ଜଣ ରୋଗୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଗୁରୁତର ରୋଗୀଙ୍କୁ ୧୫ଟି ଆମ୍ବୁଲାନ୍ସ ଯୋଗେ ଅଶ୍ୱିନ ହସ୍ପିଟାଲ ଏବଂ ଭେଣ୍ଟିଲେଟର ଥିବା...

ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ନିଆଁ, କାରଣ ଅସ୍ପଷ୍ଟ

କଟକ ଅଫିସ,୨୧ା୯: କଟକ ଜଗତପୁରସ୍ଥିତ ସଦ୍‌ଗୁରୁ କୋଭିଡ୍‌ ହସ୍ପିଟାଲରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏବେ ବି ଅସ୍ପଷ୍ଟ ରହିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇଛନ୍ତି। ଚିଫ୍‌ ଫାୟାର ଅଫିସର ଓ...

ପ୍ରଯୋଜକ ବୀରକିଶୋର ମହାପାତ୍ରଙ୍କ ପରଲୋକ

କଟକ ଅଫିସ,୨୧।୯: ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା, ନିର୍ଦ୍ଦେଶକ, ପ୍ରଯୋଜକ ତଥା ନାଟ୍ୟକାର ବୀରକିଶୋର ମହାପାତ୍ର(୯୨)ଙ୍କର ଶନିବାର ରାତିରେ ମଧୁସୂଦନ ନଗରସ୍ଥ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିିତ ଥିଲେ। ତାଙ୍କ ବିୟୋଗରେ...

କାନାଗାଁରୁ କଟକ ଷ୍ଟୁଡିଓ

କଟକ ଅଫିସ,୨୧।୯: ବଣମଲ୍ଲୀ, ବଣରେ ମଉଳି ଯାଇନି। ଅପହଞ୍ଚ ଦୁର୍ଗମ ପାହାଡ଼ି ଇଲାକାର ପ୍ରତିଭା ମୁଖ୍ୟସ୍ରୋତକୁ ଆସିଛି। ସୁଦୂର କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ କାନାଗାଁ ପଞ୍ଚାୟତ ଚିନ୍ତାଗୁଡ଼ା ଗ୍ରାମର ଆଦିବାସୀ ଝିଅ ନମିତା ମେଲକା ଏବେ କଟକ ସିଡିଏସ୍ଥିତ...

ଏସ୍‌ସିବିରେ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ବିଳମ୍ବ ହେବ

କଟକ ଅଫିସ,୨୧।୯: ଏସ୍‌ସିବିରେ ପ୍ରସ୍ତାବିତ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାରେ କିଛିଦିନ ବିଳମ୍ବ ଘଟିବ। ଏହା ଆସନ୍ତା ୨୧ ତାରିଖରେ ଲୋକାର୍ପଣ ହେବାର ଥିଲା। କିନ୍ତୁ ୬ଦିନ ପରେ ଏହା ଲୋକାର୍ପଣ ହେବ ବୋଲି ବିଭାଗ ପକ୍ଷରୁ ସୂଚନ ମିିଳିଛି।...

୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୨୦।୯-୨ ଦିନ ପାଇଁ ବନ୍ଦ ରହିବ ହାଇକୋର୍ଟ। ଆସନ୍ତା ୨୧ ଓ ୨୨ ବନ୍ଦ ନେଇ ରେଜିଷ୍ଟ୍ରାର ଜେନେରାଲ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ସହ ଏହାର କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ। କିଛି ବିଭାଗରେ କରୋନା ସଂକ୍ରମିତ ସଂଖ୍ୟା...

କଟକ ମାଟିରେ ଫେଣ୍ଟା କାରିଗରର ଭାବନା: ପରମ୍ପରାକୁ ଭୁଲି ମୂର୍ତ୍ତି ଭାଙ୍ଗିବ କିଏ…

କଟକ ଅଫିସ୍‌, ୨୦।୯ : କଟକ ମାଟିରେ ଫେଣ୍ଟି ହୋଇଥାଏ କାରିଗରର ଭାବନା। ଭାଗମାପ ନୁହେଁ, ଭାବରେ ମା’ଙ୍କ ମୂର୍ତ୍ତି ତିଆରି କରାଯାଏ। ଯେତିକି ପୁରୁଣା ଏ ସହର, ସେତିକି ପୁରୁଣା ଏଠାକାର ପରମ୍ପରା ଆଉ ଦୁଗର୍ର୍ାପୂଜା। ପ୍ରତିବର୍ଷ କାରିଗର...

ସୁପ୍ରିମକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ବିବାଦ

କଟକ ଅଫିସ, ୨୦।୯: ଏମ୍‌ପି ତଥା ଓଲିଉଡ୍‌ ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀଙ୍କ ବିବାଦ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦିଲ୍ଲୀ ପଟିଆଲା କୋର୍ଟରେ ଅନୁଭବ ସ୍ତ୍ରୀ ବର୍ଷାଙ୍କୁ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ। ଏହାକୁ ଚ୍ୟାଲେଞ୍ଜ...

କରୋନା କଟକଣା କଡ଼ାକଡ଼ି: ଚୌଦ୍ୱାର ସହରାଞ୍ଚଳରରେ ଚଢ଼ାଉ ଜୋରଦାର

ଚୌଦ୍ୱାର,୧୯।୯(ଡି.ଏନ୍‌.ଏ.): କଟକ ସହର ଓ ଚୌଦ୍ୱାର ଅଞ୍ଚଳରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚୌଦ୍ୱାର ପୋଲିସ ତରଫରୁ ଚୌଦ୍ୱାର ସହରାଞ୍ଚଳରରେ ଚଢ଼ାଉ ଜୋରଦାର କରାଯାଇଛି। ଚୌଦ୍ୱାର ଥାନାରେ ନୂଆକରି ଯୋଗଦେଇଥିବା ଆଇଆଇସି ବିରଞ୍ଚି ନାରାୟଣ ପତିଙ୍କ ନେତୃତ୍ୱରେ ଏସ୍‌ ଆଇ...

ସିପିଙ୍କ ଜବାବପତ୍ରକୁ ନେଇ ବିବାଦ

କଟକ ଅଫିସ,୧୯। ୯: ମା’ ଦୁର୍ଗାଙ୍କ ମୂର୍ତ୍ତି ନିର୍ମାଣ ପ୍ରସଙ୍ଗକୁ ନେଇ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ନିକଟରେ ପୋଲିସ କମିଶନର(ସିପି) ଡ. ସୁଧାଂଶୁ ଷଡଙ୍ଗୀ ଦାଖଲ କରିଥିବା ଜବାବପତ୍ରକୁ ନେଇ ବିବାଦ ସୃଷ୍ଟି ହୋଇଛି। କଟକଚଣ୍ଡୀ ମନ୍ଦିର ପୂଜକ ମନୋଜ କୁମାର...

କଟକରେ ବ୍ରାଉନସୁଗାର ବିକୁଛନ୍ତି ୨ ଭାଇ

କଟକ ଅଫିସ,୧୮। ୯: ଦିନ ଦ୍ୱିପ୍ରହରରେ ଖୋଲା ବଜାରରେ ବେଧଡକ ଭାବେ ବିକ୍ରି ହେଉଛି ବ୍ରାଉନ୍‌ସୁଗାର। ଦୁଇ ଭାଇ ହିଁ ଏହି ବେଆଇନ ବେପାରର କର୍ଣ୍ଣଧାର। ଜଣେ ଭାଇ ବାଲେଶ୍ୱରର ଜଳେଶ୍ୱରରୁ ବ୍ରାଉନ୍‌ସୁଗାର ଆଣନ୍ତି। ପରେ ଦୁଇଜଣ ମିଶି କଟକରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri