କଟକ

ବରିଷ୍ଠ ଅଭିନେତା ମିହିର ଦାସଙ୍କ ପରଲୋକ

କଟକ ଅଫିସ,୧୧।୧: ବରିଷ୍ଠ କଳାକାର ତଥା ଅଭିନେତା ମିହିର ଦାଶଙ୍କ ମଙ୍ଗଳବାର ଅପରାହ୍ନରେ ପରଲୋକ ହୋଇଯାଇଛି।  ସେ ଦୀର୍ଘ ଦିନ ହେଲା ଯକୃତ ରୋଗରେ ଆକ୍ରାନ୍ତ ହୋଇ କଟକର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ…

ପାନୀୟ ଜଳ ପାଇଁ ଲୋକେ ହନ୍ତସନ୍ତ

ରଘୁନାଥପୁର,୧୧ା୧(ଡି.ଏନ୍‌.ଏ.): ସରକାର ବିଭିନ୍ନ ପଞ୍ଚାୟତରେ ପାନୀୟଜଳ ପ୍ରକଳ୍ପ କରି ଗ୍ରାମାଞ୍ଚଳରେ ସ୍ବଚ୍ଛ ପିଇବା ପାଣି ଯୋଗାଇ ଦେଉଛନ୍ତି। ମାତ୍ର ଅନେକ ସମୟରେ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ଲୋକେ ପିଇବାପାଣି ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାର ଉଦାହରଣ ରଘୁନାଥପୁର ବ୍ଲକ ରେଢୁଆହାଟ…

ହାଇକୋର୍ଟରେ ଦାରା ସିଂଙ୍କ ଆବେଦନ ଖାରଜ

କଟକ ଅଫିସ,୧୧।୧: ମୟୂରଭଞ୍ଜ ଜିଲାର ପଡ଼ିଆବେଡ଼ା ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲରେ ଥିବା ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କ ଆବେଦନକୁ ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଏବଂ ବିଚାରପତି ବି. ପି. ରାଉତରାୟଙ୍କୁ…

ହାଇକୋର୍ଟରେ ରାଜ୍ୟ ସରକାରଙ୍କ ଜବାବ ଦାଖଲ

କଟକ ଅଫିସ,୧୧।୧: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ(ଏସ୍‌ଟି)ଙ୍କ ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଦାଏର ମାମଲାରେ ସୋମବାର ରାଜ୍ୟ ସରକାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଓ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବଙ୍କୁ…

ହାଇକୋର୍ଟରେ ରାଜ୍ୟ ସରକାରଙ୍କ ଜବାବ ଦାଖଲ

କଟକ ଅଫିସ,୧୧ା୧: ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଆଦିବାସୀ(ଏସ୍‌ଟି)ଙ୍କ ପାଇଁ ସଂରକ୍ଷଣ ପ୍ରସଙ୍ଗକୁ ନେଇ ଦାଏର ମାମଲାରେ ସୋମବାର ରାଜ୍ୟ ସରକାର ହାଇକୋର୍ଟରେ ଜବାବ ଦାଖଲ କରିଛନ୍ତି। ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଓ ପଞ୍ଚାୟତିରାଜ ବିଭାଗ ପ୍ରମୁଖ ସଚିବଙ୍କୁ…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୦ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ସୂଚନାନୁଯାୟୀ, ବର୍ତ୍ତମାନ ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢୁଥିବା ବେଳେ ଓବିସି ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ୍‌…

ବ୍ରାଉନସୁଗାର ବିକି ବନ୍ଧାହେଲେ ବାପ-ପୁଅ

କଟକ ଅଫିସ,୯।୧: କମିଶନରେଟ ପୋଲିସ ରବିବାର କଟକରୁ ବ୍ରାଉନସୁଗାର ଜବତ କରିଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୨ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି। ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ସମ୍ପର୍କରେ ବାପ -ପୁଅ…

ସରିଲା ଦଶମ ସମେଟିଭ ଥିଓରି

କଟକ ଅଫିସ, ୮ା୧: ଦଶମ ସମେଟିଭ ଥିଓରି ପରୀକ୍ଷା ଶୁକ୍ରବାର ଶେଷ ହୋଇଛି। ରାଜ୍ୟର ୩୦୯୩ କେନ୍ଦ୍ରରେ ୩ ଦିନ ଧରି ଏହି ପରୀକ୍ଷା ହୋଇଥିଲା। ମୋଟ୍‌ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ପାଇଁ ଫର୍ମ…

ମାଲିକଙ୍କ ସହ ବିଶ୍ୱାସ ଘାତକ କରି ବନ୍ଧାହେଲେ ଡ୍ରାଇଭର

ଚୌଦାର,୭।୧(ଡି.ଏନ୍‌.ଏ): ବିଶ୍ୱାସ ଘାତକ ସାଜିଲେ ଡ୍ରାଇଭର । ମାଲିକଙ୍କ ବିଶ୍ୱାସରେ ବିଷ ଦେଇ କଲେ ଲୁଟ୍‌ । ଶେଷରେ ଧରା ପଡ଼ି ଗଲେ ଜେଲ । ଏଭଳି ଘଟଣା ଘଟିଛି କଟକ ଜିଲା ଚୌଦ୍ୱାର ଥାନା ନୂଆପାଟଣା ମଧୁସୂଦନ ସେତୁ ନିକଟରେ…

ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ଦେଶରେ ଶ୍ରେଷ୍ଠ

କଟକ ଅଫିସ,୭ା୧: ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ସର୍ବଭାରତୀୟ ସ୍ତରରେ ସର୍ବଶ୍ରେଷ୍ଠ ବିବେଚିତ ହୋଇଛି। ଦିଲ୍ଲୀର ନୋଇଡାରେ ଗତ ଡିସେମ୍ବର ୨ରୁ ୫ତାରିଖ ପର୍ଯ୍ୟନ୍ତ ଇନ୍‌ଷ୍ଟିଚ୍ୟୁଶନ ଅଫ୍‌ ଫାୟାର ଇଞ୍ଜିନିୟର୍ସ (ଇଣ୍ଡିଆ) ଦ୍ୱାରା ଆୟୋଜିତ ଆନ୍ତର୍ଜାତିକ ଫାୟାର ଇଣ୍ଡିଆ-୨୦୨୧ ମେଳାରେ ଏହି…

ସବୁ ଆର୍‌ଟିଓରେ ହେବ ଗାଡ଼ିି ଫିଟ୍‌ନେସ୍‌ ଯାଞ୍ଚ

କଟକ ଅଫିସ,୭ା୧: ଗାଡ଼ି ଫିଟ୍‌ନେସ୍‌ ପ୍ରମାଣପତ୍ରର ନବୀକରଣ ପାଇଁ ଏମ୍‌. ବାହନ ଆପ୍ଲିକେଶନରେ ଆବେଦନ କରାଯିବ। ଏନେଇ ପରିବହନ କମିଶନର ଗାଡ଼ିମାଲିକମାନଙ୍କୁ ଜଣାଇ ଦେଇଛନ୍ତି। ଏଥିସହ ଗାଡ଼ି ଯେଉଁଠି ପଞ୍ଜୀକରଣ ହୋଇଥାଉ ନା କାହିଁକି, ଗାଡ଼ିମାଲିକମାନଙ୍କ ସୁବିଧା ଦୃଷ୍ଟିରୁ ଯେକୌଣସି ଆଞ୍ଚଳିକ…

୬ ସପ୍ତାହ ମଧ୍ୟରେ ବାର୍‌ କାଉନ୍‌ସିଲ ନିର୍ବାଚନ କର: ହାଇକୋର୍ଟ

କଟକ ଅଫିସ,୫ା୧: ରାଜ୍ୟ ବାର କାଉନ୍‌ସିଲ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ସହ ୬ସପ୍ତାହ ମଧ୍ୟରେ ଶେଷ କରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ ଭୋଟର ତାଲିକା ଅନୁସାରେ ନିର୍ବାଚନ ଆୟୋଜନ କରିବାକୁ ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri