କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…
କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏହି ଘଟଣା ସାମ୍ନାକୁ ଆସିବା ପରେ କଟକର ଏକ…
ମୋକିମ୍ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…
ଭୁବନେଶ୍ୱର, ୧୫।୧୨: ମହମଦ୍ ମୋକିମ୍ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୋକିମ୍ ଜିତାଇଛନ୍ତି। ଲଗାତାର ୨ ଥର କଟକରେ…
ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି
ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍ ହୋଇଯାଇଛି। ଏହାର ପ୍ରତିବାଦରେ ସୋମବାର ବ୍ଲକ ବିଜେଡି ପକ୍ଷରୁ ପଞ୍ଚୟତ ସମିତି ସମ୍ମୁଖରେ ଧାରଣା ଦିଆଯାିଛି। ବ୍ଲକ ବିଜେଡି…
ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI
କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନ ବିଚାରପତି ବିଳମ୍ବିତ ନ୍ୟାୟକୁ ନେଇ ଉଦ୍ବେଗ ପ୍ରକାଶ କରିଛିନ୍ତି। ବିଳମ୍ବିତ ନ୍ୟାୟ ଲୋକଙ୍କ…
ମୋକିମ୍ଙ୍କୁ ନେଇ ଆସିଲା ବଡ଼ ଅପ୍ଡେଟ୍: ଏଥର ଦିଲ୍ଲୀରେ …
ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା କଂଗ୍ରେସରେ ବିବାଦ ନେଇ ଦିଲ୍ଲୀ ନେତାଙ୍କ ସହ ଆଲୋଚନା ହେବ। କେନ୍ଦ୍ରୀୟ ନେତା ହସ୍ତକ୍ଷେପ…
ଚାଉଳ ଚୋରି କରି ଧରାପଡ଼ିଲେ ପ୍ରଧାନଶିକ୍ଷୟିତ୍ରୀ
ଆଠଗଡ଼,୧୨।୧୨: କଟକ ଜିଲା ଆଠଗଡ଼ ଛଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମଧ୍ୟାହ୍ନ ଭୋଜନ ଚାଉଳ ଚୋରି କରି ଗ୍ରାମବାସୀଙ୍କ ହାତରେ ଧରାପଡିଛନ୍ତି। ଗ୍ରାମବାସୀ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାରକୁ…
କଟକରେ ଐତିହାସିକ ରେକର୍ଡ କଲେ ବୁମ୍ରା: ପ୍ରଥମ ଭାରତୀୟ ବୋଲର୍ ଭାବେ…
କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାକୁ ୧୦୧ ରନ୍ରେ ପରାସ୍ତ କରି ସିରଜ୍ରେ ୧-୦ରେ ଅଗ୍ରଣୀ…
ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍: ଆଉ ତା’ପରେ ଘଟିଗଲା…
କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍ରେ ଭାରତ ୧୦୧ ରନ୍ରେ ଦମ୍ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୭୫ ରନ୍ କରିଥିଲା।…
ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ ଶିଶୁପୁତ୍ର ଜିମା ନେବାରୁ ବଞ୍ଚିତ କରାଯାଇ ପାରିବ ନାହିଁ। ହାଇକୋର୍ଟର ବିଚାରପତି ସଞ୍ଜୟ କୁମାର…
ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍: ଜାଣନ୍ତୁ ଖେଳାଯିବ ମ୍ୟାଚ୍
କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚ୍ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ କରି ପିଚ୍, ସୁରକ୍ଷା ବ୍ୟବସ୍ଥା ସମେତ ସବୁ ପ୍ରକାର ପ୍ରସ୍ତୁତି ଶେଷ। ଏବେ କେବଳ…
ପଲିଥିନ୍ କାରଖାନାରେ ଲାଗିଲା ନିଆଁ
କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ପାଇବା ପରେ, କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ ସେବା କର୍ମଚାରୀମାନେ…
ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ
କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର ଖେଳାଳି ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି। ଇତିମଧ୍ୟରେ ଭାରତୀୟ ଦଳର ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପ୍ରାକ୍ଟିସ…

