ଆଜିଠୁ ଦଶମ ସମେଟିଭ-୧
କଟକ ଅଫିସ, ୫ା୧: ଦଶମ ଶ୍ରେଣୀ ସମେଟିଭ ଆସେସ୍ମେଣ୍ଟ-୧ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେଉଛି। ଚଳିତବର୍ଷ ୩୦୯୩ କେନ୍ଦ୍ରରେ ମୋଟ୍ ୫ ଲକ୍ଷ ୭୬ ହଜାର ୨୨୩ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ୫ରୁ ୮ ତାରିଖ ପର୍ଯ୍ୟନ୍ତ ୪ ଦିନ…
ବାର୍ହା ଫାଶରେ ବାଘ
ତିଗିରିଆ,୪।୧(ଡି.ଏନ୍.ଏ.): କଟକ ଜିଲା ତିଗିରିଆ ବନାଞ୍ଚଳର ଭିରୁଡ଼ା ଗ୍ରାମ ନିକଟସ୍ଥ ଶିବ ମନ୍ଦିର ନିକଟରେ ଏକ କଲରାପତରିଆ ବାଘ ଫାଶରେ ପଡ଼ି ମୃତ୍ୟୁ ଘଟିଛି। ବାରହା ଶିକାର ପାଇଁ ବସା ଯାଇଥିବା ଫାଶରେ ପଡ଼ି ବାଘର ମୃତ୍ୟୁ ଘଟିଛି। ଖବରପାଇ ବନ…
ବିପୁଳ ପରିମାଣରେ ନକଲି ସିମେଣ୍ଟ ଜବତ
କଟକ ଅଫିସ,୩।୧: କଟକ ଜିଲା ଜଗତପୁର ଥାନା ଅନ୍ତର୍ଗତ ଚମ୍ପତି ଗ୍ରାମରେ ନକଲି ସିମେଣ୍ଟ ଜବତ ହୋଇଛି । ମା’ ତାରିଣୀ ନାମକ ଏକ ଘରୋଇ କନଷ୍ଟ୍ରକଶନ କମ୍ପାନୀ ନକଲି ସିମେଣ୍ଟ ତିଆରି କରି ଦୀର୍ଘ ଦିନ ଧରି ବହୁ ପରିମାଣର…
ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ଆଉ ଶୁଣିବାକୁ ମିଳିବନି ମାଇଁ ଲଡ୍ ଉଚ୍ଚାରଣ
କଟକ ଅଫିସ,୩ା୧: ଏଣିକି ଆଉ କୋର୍ଟରେ ଶୁଣିବାକୁ ମିଳିବନି ମାଇଁ ଲର୍ଡ ଉଚ୍ଚାରଣ। ମାଇଁ ଲର୍ଡ ବଦଳରେ ଶୁଣିବାକୁ ମିଳିବ ସାର୍। ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଏପରି ଐତିହାସିକ ନିଷ୍ପତ୍ତି ନେଇଛନ୍ତି। କୋର୍ଟ ରୁମ୍ରେ ଆଉ ମାଇଁ ଲଡ୍ ସମ୍ବୋଧନ…
୧୦ରୁ କଟକରେ ବୁଷ୍ଟର ଡୋଜ
କଟକ ଅଫିସ, ୨।୧: କଟକରେ ବୁଷ୍ଟର ଡୋଜ ଟିକାକରଣ ଆରମ୍ଭ ହେବ । ଆସନ୍ତା ୧୦ରୁ ଏହି ଟିକାକରଣ ଆରମ୍ଭ ହେବ ବୋଲି ନୋଡାଲ ଅଫିସର ଡକ୍ଟର ଉମେଶ ରାୟ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଡାକ୍ତର,…
ଛାୟା ମା’ଙ୍କ ପରଲୋକ
ନିଶ୍ଚିନ୍ତକୋଇଲି,୨୧(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକରେ ଦୀର୍ଘବର୍ଷ ହେବ ଭିକ୍ଷାବୃତ୍ତି କରି ଶନିଶ୍ଚରଙ୍କ ବିଗ୍ରହ ପ୍ରତିଷ୍ଠା କରିଥିବା ଛାୟା ଦେବୀ ଓରଫ ଛାୟା ମା’ଙ୍କ ଶନିବାର ସକାଳେ ମୃତ୍ୟୁ ଘଟିଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହୋଇ ସେ ଗୁରୁତର ହୋଇପଡ଼ିଥିଲେ। ସ୍ଥାନୀୟ ଯୁବକମାନେ…
ନିର୍ମାଣ ଶେଷ ପରେ ବି ମିଳୁନି ଟଙ୍କା
କଟକ ଅଫିସ,୨।୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ଏଓ୍ବାଇ)ରେ ୨୦୨୨ ଶେଷ ସୁଦ୍ଧା ସହରାଞ୍ଚଳରେ ସମସ୍ତ ବାସହୀନଙ୍କୁ ଘର ଯୋଗାଇବା ପାଇଁ କେନ୍ଦ୍ର ସରକାର ପରିକଳ୍ପନା କରିଥିଲେ। ଏହି ଯୋଜନା ଅନ୍ତର୍ଗତ ସିଏମ୍ସିର ମୋଟ ୫୯ ୱାର୍ଡରେ ୨,୭୫୪ ହିତାଧିକାରୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି।…
‘ଲୋକଙ୍କ ସେବା, ସୁରକ୍ଷାକୁ ପ୍ରାଥମିକତା’
କଟକ ଅଫିସ,୧ା୧: ଓଡ଼ିିଶା ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ୧୯୮୭ ବ୍ୟାଚ୍ର ଆଇପିଏସ୍ ଅଫିସର ସୁନୀଲ କୁମାର ବଂଶଲ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ ଅବସରରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ପୂର୍ବତନ…
ଅନୁବନ୍ଧିତ ଦୋକାନରୁ ମିଳୁନି ସେବା
କଟକ ଅଫିସ,୩୧ା୧୨: ରାଜ୍ୟ ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଇ ଅନେକ ଯୋଜନା କରୁଛନ୍ତି। ଏପରି କି ଗରିବ ରୋଗୀଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାର ସୁଫଳ…
ଜାନୁୟାରୀ ୩ ପର୍ଯ୍ୟନ୍ତ ନନ୍ଦନକାନନ ବନ୍ଦ
କଟକ ଅଫିସ, ୩୦।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆଜି ଠାରୁ ଜାନୁୟାରୀ ୩ ଯାଏ ୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ । ଓମିକ୍ରନର ସଂକ୍ରମଣ ବଢ଼ୁଥିବା ସହ ନୂଆବର୍ଷରେ ପର୍ଯ୍ୟଟକଙ୍କର ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏ…
ବିଶ୍ୱସ୍ତରୀୟ ଚିଡ଼ିଆଖାନା ହେବ ନନ୍ଦନକାନନ
ବାରଙ୍ଗ,୩୦।୧୨(ଡି.ଏନ୍.ଏ.): ଧଳାବାଘ, ବଜ୍ରକାପ୍ତା ଓ ଘଡ଼ିଆଳ କୁମ୍ଭୀର ପ୍ରଜନନକୁ ନେଇ କେନ୍ଦ୍ରର ଦୃଷ୍ଟିଆକର୍ଷଣ କରିପାରିଥିବା ପ୍ରାଣୀ ଉଦ୍ୟାନ ନନ୍ଦନକାନନ ଖୁବ୍ଶୀଘ୍ର ହେବାକୁ ଯାଉଛି ବିଶ୍ୱସ୍ତରୀୟ ଚିଡ଼ିଆଖାନା। ଏଥିପାଇଁ ପ୍ରସ୍ତୁତିପର୍ବ ଆରମ୍ଭ ହୋଇଯାଇଛି। ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର…
ଆରପାରିରେ ‘ଖଇରୀ’ର ପାଳିତା ମା’
କଟକ ଅଫିସ/ବାରିପଦା ଅଫିସ , ୩୦ା୧୨: ଶିମିଳିପାଳ ଅଭୟାରଣ୍ୟର ବାଘୁଣୀ ‘ଖଇରୀ’କୁ ପାଳିପୋଷି ବଡ଼ କରିଥିବା ନୀହାର ନଳିନୀ ସ୍ବାଇଁ(୮୮)ଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ଜୀବଜନ୍ତୁ ପ୍ରେମୀ ତଥା ଖଇରୀର ପାଳିତା ମା’ ଭାବେ ନଳିନୀ ବେଶ୍ ପରିଚିତ…
Archives


