କଟକ

ଏସ୍‌ସିବିରେ ପୂର୍ବତନ ବିଧାୟକ ଜାକବଙ୍କ ଶରୀରରେ ଅସ୍ଥିମଜ୍ଜା ପ୍ରତିରୋପଣ

କଟକ ଅଫିସ,୩୧।୩: ଏସ୍‌ସିବି ମେଡିକାଲ କଲେଜରେ ବୁଧବାର ଜି.ଉଦୟଗିରି ପୂର୍ବତନ ବିଧାୟକ ଜାକବ ପ୍ରଧାନଙ୍କ ଶରୀରରେ ୧୦୦ତମ ଅସ୍ଥିମଜ୍ଜା ପ୍ରତିରୋପଣ କରାଯାଇଛି। ସେ ରକ୍ତକର୍କଟ ରୋଗ ସହ ଏକାଧିକ ରୋଗରେ ଆକ୍ରାନ୍ତ ଥିବାରୁ ଗତ ୧୫ ତାରିଖରେ ସେ ଏସ୍‌ସିବି ମେଡିକାଲରେ…

ପୋଲିସକୁ ଭୁଆଁ ବୁଲାଇଥିଲେ ଶର୍ମିଷ୍ଠା

ଭୁବନେଶ୍ୱର,(ବ୍ୟୁରୋ)/ କଟକ ଅଫିସ, ୩୧।୩: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଜେଲ ଯାଇ ୫ ଦିନିଆ ରିମାଣ୍ଡରେ ଆସିଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ, ନିରଞ୍ଜନ ସେଠୀ, ଝୁନା ଭୋଇ ଓ ରଞ୍ଜନ ନାୟକଙ୍କୁ କ୍ରାଇମବ୍ରାଞ୍ଚ ମାରାଥନ୍‌ ଜେରା…

ଜମି ପଟ୍ଟାରେ ସଅର କାଟି ଶବର ଲେଖାଯାଉ

କଟକ ଅଫିସ,୩୧।୩: ଜମି ପଟ୍ଟାରେ ଶବର ଲେଖାଯିବା ପରିବର୍ତ୍ତେ ସଅର ଲେଖାଯାଇଛି। ରାଜ୍ୟ ସରକାରଙ୍କ ଏପରି ଭୁଲ୍‌ ଯୋଗୁ ଗରିବ ଆଦିବାସୀ ସେମାନଙ୍କ ଅଧିକାରରୁ ବଞ୍ଚିତ ହେଉଛନ୍ତି। ଏହାକୁ ବିରୋଧ କରି ବୁଧବାର ଇଂ. ଦେବାଶିଷ ହୋତାଙ୍କ ନେତୃତ୍ୱରେ ଢେଙ୍କାନାଳ ଜିଲାର…

କାଠଯୋଡ଼ିିକୁ ପ୍ରଦୂଷିତ ପାଣି ଛାଡ଼ ନାହିଁ: ହାଇକୋର୍ଟ

କଟକ ଅଫିସ,୨୯ା୩:ଖାନ୍‌ନଗରଠାରେ କାଠଯୋଡ଼ି ନଦୀରେ ମିଶୁଥିବା ପ୍ରଦୂଷିତ ଜଳକୁ ବନ୍ଦ କରିବାକୁ ହାଇକୋର୍ଟ ସୋମବାର କଟକ ମହାନଗର ନିଗମ(ସିଏମ୍‌ସି)କୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଆର୍‌.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପରୋକ୍ତ ନିର୍ଦ୍ଦେଶ…

ବିଜେଡିରେ ଯୋଗ ଦେଲେ ସ୍ବାଧୀନ କର୍ପୋରେଟର

କଟକ ଅଫିସ, ୨୮।୩(ବ୍ୟୁରୋ): କଟକ ମହାନଗର ନିଗମର ସ୍ବାଧୀନ କର୍ପୋରେଟର ସୋମବାର ବିଜେଡିରେ ଯୋଗଦେଇଛନ୍ତି। ସିଏମ୍‌ସି ୩୧ ନମ୍ବର ୱାର୍ଡର ସ୍ବାଧୀନ କର୍ପୋରେଟର ପ୍ରାର୍ଥୀ ପଦ୍ମିନୀ ସାହୁ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଥିବା…

ନଦୀ ଭିତରକୁ ଯିବନି ସହରର ନର୍ଦ୍ଦମା ପାଣି

କଟକ ଅଫିସ,୨୮।୩ : ଏଣିକି ଆଉ କାଠଯୋଡି ନଦୀ ଭିତରକୁ ଯିବନି କଟକ ସହରର ନର୍ଦ୍ଦମା ପାଣି । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟର କେତେ ନଦୀରେ ଏହିପରି ଭାବରେ ପ୍ରଦୂଷିତ ଜଳ ମିଶୁଛି । ସେ…

ନକଲି ଡାକ୍ତରଙ୍କ ମୁଖ୍ୟ ସହଯୋଗୀ କଟକରୁ ଗିରଫ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ସମ୍ପତ୍ତି ଲୁଟ୍‌ ସହ ଚାକିରି ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ମୁଖ୍ୟ ସହଯୋଗୀଙ୍କୁ କମିଶନରେଟ ପୋଲିସ କଟକ…

ଆଜି ବାର ଆସୋସିଏଶନର ନିର୍ବାଚନ, ଅପରାହ୍ନରେ ଫଳାଫଳ

କଟକ ଅଫିସ, ୨୬।୩: ଆଜି ହାଇକୋର୍ଟ ବାର ସମେତ ରାଜ୍ୟର ସମସ୍ତ ବାର ଆସୋସିଏସନର ନିର୍ବାଚନ ହେବ । ରାଜ୍ୟର ୧୫୧ଟି ବାର ଆସୋସିଏଶନରେ ୱାନ ବାର୍‌ ୱାନ ଭୋଟ ପଦ୍ଧତିରେ ଗ୍ରହଣ କରାଯିବ । ଏଥିରେ ପ୍ରାୟ ୩୩ ହଜାର…

୧୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅବକାରୀ ସାମଗ୍ରୀ ଜବତ

କଟକ ଅଫିସ,୨୬ା୩: ରାଜ୍ୟର ୧୦୬ ପୌର ପରିଷଦ ଓ ୩ ମହାନଗର ନିଗମ ଅଞ୍ଚଳରେ ନିର୍ବାଚନକୁ ଅବାଧ, ନିରପେକ୍ଷ, ଶୃଙ୍ଖଳିତ କରାଇବା ପାଇଁ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏଥିପାଇଁ ବିଭାଗ ପକ୍ଷରୁ ଫେବୃୟାରୀ ୨୫ରୁ ମାର୍ଚ୍ଚ…

ଡିବିରି ଧୂଆଁରେ ଯୋଗୀଙ୍କ ଛବି

କଟକ ଅଫିସ, ୨୬ା୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟ ଥର ପାଇଁ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ କଟକ ଝାଞ୍ଜିରିମଙ୍ଗଳା ଅଞ୍ଚଳର ଦୀପକ ବିଶ୍ୱାଳ ଚିତ୍ରକଳା ମାଧ୍ୟମରେ ଭିନ୍ନ ପ୍ରୟାସ କରିଛନ୍ତି।…

ଏମ୍‌ଏଲ୍‌ୟୁରେ ପରୀକ୍ଷା ସ୍ଥଗିତ

କଟକ ଅଫିସ,୨୫ା୩: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ରେ ୫ ବର୍ଷିଆ ବିଏ ଏଲ୍‌ଏଲ୍‌ବି ଏବଂ ୩ ବର୍ଷିଆ ଏଲ୍‌ଏଲ୍‌ବି ପାଠ୍ୟକ୍ରମର ପ୍ରଥମ ସେମିଷ୍ଟର ପରୀକ୍ଷା ସ୍ଥଗିତ ରଖାଯାଇଛି। ଏଥିସହ ଉକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୪ଟି ଆଇନ ମହାବିଦ୍ୟାଳୟରେ ମଧ୍ୟ…

ଆଜି ୨୭୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

କଟକ ଅଫିସ,୨୪ା୩: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ୫୯ ଓ୍ବାର୍ଡରେ ଗୁରୁବାର ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଜିଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବୁଧବାର ଭୁବନାନନ୍ଦ ସ୍କୁଲ ଅଫ ଇଞ୍ଜିନିୟରିଂ(ବୋଷ) କ୍ୟାମ୍ପସରୁ ପୋଲିଂ ଓ ପ୍ରିଜାଇଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?