କଟକ

୪ ସପ୍ତାହ ଭିତରେ ଶର୍ମିଷ୍ଠାଙ୍କୁ ହାଇକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ

କଟକ ଅଫିସ, ୨୨।୩: ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କୁ ୪ ସପ୍ତାହ ଭିତରେ କୋର୍ଟରେ ହାଜର ହେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ ମଙ୍ଗଳବାର ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନକୁ…

ସବୁ ବୁଥ୍‌ରେ କରାଯିବ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

କଟକ ଅଫିସ, ୨୨।୩: ଆସନ୍ତା ୨୪ରେ ପୌର ନିର୍ବାଚନ। ଏ ନେଇ ରାଜନୀତି ସରଗରମ ରହିଛି। ତେବେ କଟକ ମହାନଗର ନିଗମ ନିର୍ବାଚନ ଭୋଟିଂ ପାଇଁ ପ୍ରସ୍ତୁତ କଟକ କମିଶନରେଟ ପୋଲିସ। ସୁରୁଖୁରରେ ନିର୍ବାଚନ ସାରିବା ପାଇଁ ସୁରକ୍ଷା ଦୃଷ୍ଟିରୁ ୨୫…

ଶର୍ମିଷ୍ଠାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ, ୨୨।୩ : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଶର୍ମିଷ୍ଠା ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିବା ବେଳେ ହାଇକୋର୍ଟ ଏହାକୁ ଖାରଜ କରିଦେଇଛନ୍ତି। ଏହି…

କେୱାଇସି ଅପଡେଟ୍‌ ଆଳରେ ଠକେଇ ଘଟଣା, ଆଉ ଜଣେ ଗିରଫ

କଟକ ଅଫିସ,୨୧ା୩: କେୱାଇସି ଅପଡେଟ୍‌ ଆଳରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ପ୍ରଫେସର ଜୟଦେବ ଜେନାଙ୍କଠାରୁ ୩ ଲକ୍ଷ ୯୯ ହଜାର ୯୯୬ ଟଙ୍କା ଠକି ନେବା ଅଭିଯୋଗରେ କଟକ ସାଇବର ଥାନା ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ…

ସମିତି ସଭ୍ୟାଙ୍କ ଘର ପୋଡ଼ି, ବିରୋଧୀଙ୍କୁ ଆକ୍ରମଣ

ବାଙ୍କୀ,୨୧ା୩(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ହିଂସା ଥମିବାର ନଁା ନେଉନାହିଁ। ଶନିବାର କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ କାଳିପୋଇ ପଞ୍ଚାୟତର ୨ ଗ୍ରାମରେ ହୋଲି ଖେଳ ପରେ ରାଜନୈତିକ ହିଂସାକାଣ୍ଡ ଘଟିଛି। ନବନିର୍ବାଚିତ ସମିତି ସଭ୍ୟାଙ୍କ ଘର…

ସରପଞ୍ଚଙ୍କ ଘରେ ବୋମାମାଡ଼

ନିଆଳି,୨୦।୩(ଡି.ଏନ୍‌.ଏ): କଟକ ଜିଲା ଗୋବିନ୍ଦପୁର ଥାନା ଅଧୀନ ବ୍ରାହ୍ମଣବାଟି ପଞ୍ଚାୟତ ସରପଞ୍ଚଙ୍କ ଘର ଉପରକୁ ରବିବାର ବୋମାମାଡ ହୋଇଛି। ବୋମା ପକାଇ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ନିର୍ବାଚନକୁ ନେଇ ଏପରି ଘଟିଥିବା ସନ୍ଦେହ କରାଯାଉଛି । ପୂର୍ବରୁ ମଧ୍ୟ କିଛି ଦୁର୍ବୃତ୍ତ…

ରଙ୍ଗ ଖେଳି ମହାନଦୀକୁ ଗାଧୋଇବାକୁ ଯାଇ ଭାସିଗଲେ

କଟକ ସଦର,୧୯।୩(ଡି.ଏନ୍‌.ଏ): ହୋଲିରେ ଅଘଟଣ। ମହାନଦୀରେ ବୁଡ଼ିଯାଇ ଯୁବକ ମୃତ। ମୃତକ ହେଲେ କଟକ ସଦର ବ୍ଲକ ଅନ୍ତର୍ଗତ ଦେଓପୂର ଗ୍ରାମର ଅଭିଜିତ ବାରିକ(୨୪)। ଶନିବାର ଅପରାହ୍ନରେ ରଙ୍ଗ ଖେଳି ଗାଧୋଇବା ପାଇଁ ଯାଇଥିଲାବେଳେ ଅଭିଜିତ ପାଣିରେ ଭାସିଯାଇଥିଲେ। ସ୍ଥାନୀୟ ଲୋକମାନେ…

ଭାଜପାରୁ ପିଙ୍କି ଓ ହରି, ବିଜେଡିରୁ କୁନା

କଟକ ଅଫିସ, ୧୭ା୩: କଟକ ମହାନଗର ନିଗମ(ସିଏମ୍‌ସି) ନିର୍ବାଚନ ପାଇଁ ବିଭିନ୍ନ ଓ୍ବାର୍ଡରେ ପ୍ରାର୍ଥୀମାନେ ଜୋର୍‌ଦାର୍‌ ପ୍ରଚାର ଚଳାଇଛନ୍ତି। ଏବେ ପ୍ରାର୍ଥୀଙ୍କ ସହିତ ଷ୍ଟାର ପ୍ରଚାରକମାନେ ବୁଲି ଭୋଟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପ୍ରାର୍ଥୀମାନେ ସହରବାସୀଙ୍କ ସମସ୍ୟା ଓ…

ଏପ୍ରିଲ ୪ରୁ ସକାଳୁଆ କୋର୍ଟ; ଜାଣନ୍ତୁ କେଉଁଠି ହେବନାହିଁ ଲାଗୁ

କଟକ ଅଫିସ,୧୬।୩: ଏପ୍ରିଲ ୪ ତାରିଖରୁ ସକାଳୁଆ ହେବ ରାଜ୍ୟର ସମସ୍ତ ଅଧସ୍ତନ କୋର୍ଟ। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ କୋର୍ଟ କାର୍ଯ୍ୟ ଚାଲିବ। ବିଭିନ୍ନ ମାମଲାର ଶୁଣାଣି ସକାଳ ସାଢ଼େ ୭ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ହେବ। କୋର୍ଟ…

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

କଟକ ଅଫିସ,୧୬।୩: ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍‌ ଡିଭିଜନ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସହ ୪ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। କଟକ, ଭୁବନେଶ୍ୱରର ୪ଟି ସ୍ଥାନରେ ଚଢାଉ ଚାଲିଛି।…

ନିର୍ଦ୍ୱନ୍ଦ୍ୱରେ କଣ୍ଟାପଡ଼ା ବ୍ଲକ ଅଧ୍ୟକ୍ଷା ହେଲେ ଜିନା

କଣ୍ଟାପଡ଼ା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡ଼ା ବ୍ଲକର ଅଧ୍ୟକ୍ଷା ଭାବେ ବାଗଲପୁର ପଞ୍ଚାୟତର ସମିତିସଭ୍ୟା ଜିନା ଭୋଇ ନିର୍ବାଚିତ ହୋଇଛନ୍ତି। ଜିନା ଅଧ୍ୟକ୍ଷା ପଦବୀ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ନିର୍ଦ୍ଧାରିତ ସମୟ ଭିତରେ କେହି ପ୍ରାର୍ଥିପତ୍ର ଦାଖଲ…

‘ଶୁଣାଣିରେ ଭାଗନେଇ ନ ଥିଲେ ସତ୍ୟପାଠ ଦାଖଲ କର’

କଟକ ଅଫିସ/କୁଜଙ୍ଗ (ଡି.ଏନ.ଏ.),୧୨ା୩: ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଛି। ପ୍ରକଳ୍ପକୁ ବିରୋଧ କରୁଥିବା ଢିଙ୍କିଆ ଗ୍ରାମବାସୀଙ୍କ ଉପରେ ଗତ ଜାନୁୟାରୀ ୧୪ରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?