ଛତ୍ରବଜାର ପୋଲ ଗାର୍ଡ ୱାଲ ଭୁଶୁଡ଼ିବା ଘଟଣା: ୨ ଜଣଙ୍କ ଜୀବନ ଗଲା
କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ଗାର୍ଡ ୱାଲ ଭୁଶୁଡ଼ି ଯିବାରୁ ୨ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ…
ଛତ୍ରବଜାର ପୋଲ ଭୁଶୁଡ଼ିଲା, ଚାପି ହୋଇଗଲେ କିଛି ଲୋକ
କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ସାଇଡ୍ ଓ୍ବାଲ୍ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କିଛି ଲୋକ ମାଟି ତଳେ ଚାପି ହୋଇଯାଇଥିବା…
ସୁବାସ ସିଂ ସବୁଠାରୁ ଧନୀ
କଟକ ଅଫିସ,୯।୩: ସିଲିଭର ସିଟି କଟକରେ ମେୟର ପଦ ପାଇଁ ବିଜେଡି, କଂଗ୍ରେସ ଓ ବିଜେପି ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର ଦେଖିବାକୁ ମିଳିପାରେ ବୋଲି ଆକଳନ କରାଯାଉଛି। ଏହାପୂର୍ବରୁ ମେୟର ପ୍ରାର୍ଥୀମାନଙ୍କ ସମ୍ପତ୍ତି ତାଲିକା ପ୍ରକାଶ ପାଇଛି। ଶାସକ ବିଜୁ…
ଏଏସ୍ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ
କଟକ ଅଫିସ,୯।୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ପୋଲିସ କମ୍ୟୁନିକେଶନ ସେଲ୍ର ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି…
ନରସିଂହପୁର ତତ୍କାଳୀନ ରେଞ୍ଜର ନିଲମ୍ବିତ
ଭୁବନେଶ୍ୱର, ୯।୩(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ଅଧୀନସ୍ଥ ନରସିଂହପୁର ୱେଷ୍ଟ ରେଞ୍ଜରୁ ହାତୀ କଙ୍କାଳ ଉଦ୍ଧାର ଘଟଣାରେ ତତ୍କାଳୀନ ରେଞ୍ଜ ଅଫିସର ଅଶୋକ କୁମାର ବେହେରାଙ୍କୁ ମଙ୍ଗଳବାର ଚାକିରିରୁ ନିଲମ୍ବନ କରାଯାଇଛି। ଦୀର୍ଘ ମାସେ ପରେ ଏହି କାର୍ଯ୍ୟାନୁଷ୍ଠାନ କିନ୍ତୁ ଅନେକ ସନ୍ଦେହ…
ଏଏସ୍ପି ତ୍ରିନାଥଙ୍କ ସ୍ତ୍ରୀଙ୍କୁ ଆଗୁଆ ଜାମିନ
କଟକ ଅଫିସ,୮ା୩- ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କ ସ୍ତ୍ରୀ ଦୀପ୍ତିମୟୀ ମିଶ୍ରଙ୍କୁ ହାଇକୋର୍ଟ ମଙ୍ଗଳବାର ଆଗୁଆ ଜାମିନ ପ୍ରଦାନ କରିଛନ୍ତି। ଭିଜିଲାନ୍ସ ପକ୍ଷରୁ ଉଭୟଙ୍କ ନାମରେ ମାମଲା(ନଂ.୧୩/୨୨) ରୁଜୁ…
ମହିଳାଙ୍କୁ ସ୍ୱାବଲମ୍ବୀ କରାଇଛି ନଡ଼ିଆ କତା ଶିଳ୍ପ
କଟକ ଅଫିସ,୮ା୩:ବର୍ତ୍ତମାନ ସମୟରେ ନାରୀମାନେ ପୁରୁଷଙ୍କ ଭଳି ପ୍ରତି କ୍ଷେତ୍ରରେ କାର୍ଯ୍ୟ କରି ନିଜର ନୂତନ ପରିଚୟ ସୃଷ୍ଟି କରିବା ସହ ସମାଜରେ ଏକ ସ୍ବତନ୍ତ୍ର ଜାଗା କରିସାରିଲେଣି। ଆଗଭଳି ନାରୀ ଆଉ ଅବଳା ନ ହୋଇ ନିଜ ପାଇଁ ନୂଆ…
ଗାଈ ପାଟିରେ ଫୁଟିଲା ବୋମା
ଖୁଣ୍ଟୁଣୀ, ୭ା୩(ଡି.ଏନ୍.ଏ.): ବାର୍ହା ଶିକାର ଉଦ୍ଦେଶ୍ୟରେ ବୋମା(ବାର୍ହା ଗୁଳା) ଖଞ୍ଜାଯାଇଥିଲା। ହେଲେ ଉକ୍ତ ବୋମାକୁ ଗାଈ ଚୋବାଇ ଦେବାରୁ ତାହା ଫୁଟିଗଲା। ଏଥିରେ ଗାଈର ଥୋମଣି ଓ ତଳ ଅଂଶ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ରବିବାର ଏଭଳି ଏକ ଅଭାବନୀୟ ଘଟଣା…
ସିଏମ୍ସି ଲାଗି ଶ୍ରୀତମ ଦାସଙ୍କୁ ମେୟର ପ୍ରାର୍ଥୀ କଲା ଭାଜପା
କଟକ ଅଫିସ,୬।୩: ବର୍ତ୍ତମାନ ୩ ମହାନଗର ନିଗମରେି ରାଜନୀତି ସରଗରମ ହେଉଛି। ତିନି ମହାନଗର ନିଗମର ମେୟର ପଦ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଶୁକ୍ରବାର କଟକ ମହାନଗର ନିଗମ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ସିଏମ୍ସି…
ବାରବାଟୀରେ ମ୍ୟାଚ୍ ନେଇ ୧୨ରେ ହୋଇପାରେ ଆଲୋଚନା
କଟକ ଅଫିସ,୩।୩: ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ଜୁନ ମାସରେ ହେବା ନେଇ କଳ୍ପନା ଜଳ୍ପନା ଜାରି ରହିଛି । ତେବେ ମ୍ୟାଚ ହେବା ନେଇ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଆସି ନାହିଁ । ଏ ନେଇ…
ପୁରୀ ମୁଖ୍ୟ କେନାଲରେ କୁମ୍ଭୀର
ଫୁଲନଖରା,୩।୩(ଡି.ଏନ.ଏ.): କଟକ ସଦର ଥାନା ଅନ୍ତର୍ଗତ ପୁରୀ ମୁଖ୍ୟ କେନାଲର ନୂଆଗଡଠାରେ ବୁଧବାର ଏକ ଥଣ୍ଟିଆ କୁମ୍ଭୀର ଦେଖିବାକୁ ମିଳିଥିଲା। ଉକ୍ତ କୁମ୍ଭୀର ସାତକୋଶିଆ ଗଣ୍ଡରୁ ମହାନଦୀର ନରାଜ ଦେଇ ପୁରୀ ମୁଖ୍ୟ କେନାଲରେ ପ୍ରବେଶ କରିଥିବା ଜଣାପଡିଛି। ଏହି କୁମ୍ଭୀର…
ପୌର ନିର୍ବାଚନ ପାଇଁ ପ୍ରାର୍ଥୀ ଦେଲା କଂଗ୍ରେସ
କଟକ ଅଫିସ,୨ା୩(ବ୍ୟୁରୋ): ପୌର ନିର୍ବାଚନ ପାଇ ରାଜନୀତି ପାଣିପାଗ ସରଗରମ ହୋଇଛି। ନିର୍ବାଚନ ତାରିଖ ଘୋଷଣା ପରେ ସମସ୍ତ ରାଜନେତିକ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତେବେ ଏହାରି ଭିତରେ କଟକ ମହାନଗର ନିଗମର ମେୟର ପ୍ରାର୍ଥୀ ଘୋଷଣା…

