କଟକ

ପୁଣି ବାଦାମବାଡ଼ି ରାସ୍ତାରେ ଭୂତଳ ପାଇପ୍‌ ଫାଟିଲା

କଟକ ଅଫିସ,୧୧ା୧୦: କଟକ ବାଦାମବାଡି ଟ୍ରାଫିକ ଛକରେ ରବିବାର ଅପରାହ୍ନରେ ପୁଣିଥରେ ଭୂତଳ ପାଣି ପାଇପ ଫାଟିଥିଲା। ଏଥିଯୋଗୁ ସେଠାରେ ବିରାଟ ଗର୍ତ୍ତ ସୃଷ୍ଟି ହେବା ସହ ପ୍ରାୟ ୧୫ ଫୁଟ ଉଚ୍ଚକୁ ପାଣି ଉଠୁଥିବା ଦେଖିବାକୁ ମିଳିଥିଲା। ଜନଗହଳିପୂର୍ଣ୍ଣ ରାସ୍ତାରେ…

ଘରେ ପହଞ୍ଚିବ ଭୋଗ, ବ୍ରତ, ଶଙ୍ଖା, ସିନ୍ଦୂର

କଟକ ଅଫିସ, ୧୦ା୧୦: ଦୁର୍ଗାପୂଜା ଆସିଲେ ଚଳଚଞ୍ଚଳ ହୋଇଉଠେ କଟକ ସହର। ପ୍ରାୟ ୧ ମାସ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଥାଏ। କାରିଗରମାନେ ମୂର୍ତ୍ତି ଓ ମେଢ ତିଆରେ ଲାଗିପଡନ୍ତି। ବିଶେଷକରି ମା’ଙ୍କ ସୁନାମୁକୁଟ ଓ ଚାନ୍ଦୀମେଢ କରିବା ପାଇଁ କାରିଗରଙ୍କ…

ବିନା ପ୍ରମାଣପତ୍ରରେ ରୋଗୀ ସେବା; ନକଲି ଡାକ୍ତର ଗିରଫ

ବାରଙ୍ଗ,୧୦।୧୦(ଡି.ଏନ୍‌.ଏ.): ବିନା ପ୍ରମାଣପତ୍ରରେ ରୋଗୀ ସେବା କରିବା ଜଣେ ଡାକ୍ତରଙ୍କୁ ମହଙ୍ଗା ପଡ଼ିଛି। ଜଣେ ରୋଗୀଙ୍କ ଦେହ ସୁସ୍ଥ ହେବା ବଦଳରେ ବିଗିଡ଼ିବାରୁ ପରିବାର ଲୋକ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକ୍ରମେ ଚନ୍ଦକା ଥାନା ପୋଲିସ ଉକ୍ତ ନକଲି ଡାକ୍ତରଙ୍କୁ ଶନିବାର…

ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍‌ରୁ ମିଳିଲା ୧୦ ଲକ୍ଷ ଟଙ୍କା

କଟକ ଅଫିସ,୯।୧୦: କେନ୍ଦୁଝର ଜିଲା ବୈତରଣୀ ଜଳ ସମ୍ପଦ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ (ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିିନିୟର) ବିଧାନ ସାହୁଙ୍କ କାରରୁ ୧୦ ଲକ୍ଷ ଟଙ୍କା ମିଳିଛି। ଭିଜିଲାନ୍ସ ବିଭାଗ ରେଡ୍‌ ସମୟରେ ଏହି ଟଙ୍କା ମିଳିଥିବା ସୂଚନା ମିଳିଛି। ତାଙ୍କୁ ଅଟକ…

ସତ୍କାର ପାଇଁ ନେବାବେଳେ ମହିଳାଙ୍କ ମୃତଦେହ ଜବତ

କଣ୍ଟାପଡା,୯।୧୦:(ଡି.ଏନ୍‌.ଏ.): ଗୋବିନ୍ଦପୁର ଥାନା ଅନ୍ତର୍ଗତ ପୂର୍ବପାରୀ ଧାନମଣ୍ଡଳ ଗ୍ରାମର ଜଣେ ମହିଳାଙ୍କ ମୃତଦେହକୁ ଶାଶୁଘର ଲୋକ ଶୁକ୍ରବାର ମଶାଣୀରେ ସତ୍କାର କରିବାକୁ ନେବାବେଳେ ପୋଲିସ ଜବତ କରିଥିଲା। ପରେ ତାହାକୁ ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ ପଠାଇବା…

ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ ହାଇକୋର୍ଟ

କଟକ ଅଫିସ,୮।୧୦: ଓଡ଼ିଶା ହାଇକୋର୍ଟ ଶନିବାରଠାରୁ ୨୫ ଯାଏ ବନ୍ଦ ରହିବ। ଦୁର୍ଗାପୂଜା ଅବକାଶ ସମୟରେ ଅକ୍ଟୋବର ୧୧,୧୬,୧୮,୨୧ ଓ ୨୨ ତାରିଖରେ ଅବକାଶକାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲା ଗୁଡ଼ିକର ଶୁଣାଣି କରିବେ। କୋଭିଡ୍‌ କଟକଣା ମାନି ସକାଳ ୧୧ଟାରୁ…

ଶପଥ ନେଲେ ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ ଅଫିସ,୮ା୧୦: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟର ନୂଆ ସମ୍ମିଳନୀ କକ୍ଷରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଦୁଇ ବିଚାରପତିଙ୍କୁ ଶପଥପାଠ କରାଇଛନ୍ତି।…

ବିବାହ, ଶୁଦ୍ଧିକ୍ରିୟା ପାଇଁ ୨୦୦ ଲୋକଙ୍କୁ ଅନୁମତି

କଟକ ଅଫିସ,୮।୧୦: ଆସୁଛି ଶୀତଋତୁ। ଏହି ସମୟରେ ବିବାହ, ବ୍ରତ, ଶୁଦ୍ଧିକ୍ରିୟା ପାଇଁ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଗୁରୁବାର ନୂତନ ଗାଇଡଲାଇନ ଜାରି କରାଯାଇଛି। ଏଥିରେ ଉଲ୍ଲେଖ ରହିଛି, ବିବାହ, ବ୍ରତ, ଶୁଦ୍ଧିକ୍ରିୟା, ବୈଠକ ଆଦି କାର୍ଯ୍ୟକ୍ରମରେ ୨୦୦…

ପୂଜାମଣ୍ଡପରେ ସୁରକ୍ଷା ବ୍ୟବସ୍ଥା କରାଯିବ

କଟକ ଅଫିସ,୮।୧୦: କଟକର ୩ଟି ଥାନା ପକ୍ଷରୁ ଦୁର୍ଗାପୂଜା ପ୍ରସ୍ତୁତି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପୁରୀଘାଟ ଥାନା ପକ୍ଷରୁ ସ୍ଥାନୀୟ ଟାଉନ ହଲଠାରେ ଆୟୋଜିତ ବୈଠକରେ ଡିସିପି ପ୍ରତୀକ୍‌ ସିଂ ସଭାପତିତ୍ୱ କରି ରାଜ୍ୟ ସରକାରଙ୍କ ଗାଇଡ୍‌ଲାଇନ ପାଳନ ପୂର୍ବକ…

ମୁଣ୍ଡଳି ଟ୍ରାଜେଡି: ଆସିଲା ହାତୀର ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ, ଏହି କାରଣରୁ ହୋଇଥିଲା ମୃତ୍ୟୁ

କଟକ ଅଫିସ,୭ା୧୦: ମୁଣ୍ଡଳି ଦନ୍ତାହାତୀ ମୃତ୍ୟୁ ଘଟଣାର ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ମାନସିକ ଆଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ମୃତ୍ୟୁର ୩ ଦିନ ଅର୍ଥାତ ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏନେଇ…

ବେକରି ଫ୍ୟାକ୍ଟ୍ରିକୁ ଯାଉଥିଲା ପଚା ଅଣ୍ଡା: ରାସ୍ତାରେ ଜବତ କଲା ସିଏମ୍‌ସି

କଟକ ଅଫିସ,୬।୧୦: କଟକ ମହାନଗର ନିଗମ (ସିଏମ୍‌ସି) ବୁଧବାର ଅଟୋରେ ଯାଉଥିବା ୧୦ ପେଟି ପଚା ଅଣ୍ଡା ଜବତ କରିଛି। ଏହି ଅଣ୍ଡାକୁ ପାଉଁରୁଟି, କେକ ତିଆରି ପାଇ ଏକ ବେକରି ଫ୍ୟାକ୍ଟ୍ରିକୁ ନିଆଯାଉଥିବା ଜଣାପଡ଼ିଛି। ଯେଉଁ ଗାଡ଼ିରେ ଏହା ନିଆଯାଉଥିଲା…

ଜବତ ହେଲା ଗଞ୍ଜେଇ ବେପାରୀଙ୍କ ୩ କୋଟି ସମ୍ପତ୍ତି

କଟକ ଅଫିସ,୫ା୧୦: ଗତ ଫେବୃୟାରୀ ୧ ତାରିଖରେ ଓଡ଼ିଶା ପୋଲିସ ୧୪ ଶହ କେଜି ଗଞ୍ଜେଇ ଜବତ କରିବା ସହ ୧୧ଜଣଙ୍କୁ ଗିରଫ କରିଥିଲା । ପରେ ସେମାନଙ୍କୁ ଗିରଫ କରି ଜେଲ ପଠାଯାଇଥିଲା। ଏବେ ନିଶା ମାଫିଆଙ୍କ ଲାଭବାନ ସମ୍ପତ୍ତିକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri