ମରାମତି କାମ ଶେଷ: ଟ୍ରାକ୍ରେ ଗଡ଼ିଲା ଟ୍ରେନ୍
କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍ର ୧୧ଟି ବଗି ଟ୍ରାକ୍ରୁ ବାହାରି ଯାଇଥିଲା। ଦୁର୍ଘଟଣାରେ ୧୬ଜଣ ଗୁରୁତର ହୋଇଥିଲେ। ଚିକିତ୍ସା ଲାଗି…
ସରିଲା ରେଲଓ୍ବେ ଟ୍ରାକ୍ ମରାମତି କାମ, ଖୁବ୍ଶୀଘ୍ର ଚାଲିବ ଟ୍ରେନ୍
ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍ଡେଟ୍ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍ ମରାମତି କାର୍ଯ୍ୟ ଶେଷ ହୋଇଛି। ଖୁବ୍ଶୀଘ୍ର ଟ୍ରେନ୍ ଚଳାଚଳ ହେବାନେଇ ରେଳ ବିଭାଗ ପକ୍ଷରୁ ସୂଚନା…
OPSC ପରିଚାଳିତ ପରୀକ୍ଷାରେ ପୁଣି ତ୍ରୁଟି ଅଭିଯୋଗ
କଟକ,୩୦ା୩: OPSC ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି। ସାମ୍ବାଦିକତା ଏବଂ ଗଣ ଯୋଗାଯୋଗ ପ୍ରଶ୍ନରେ ତ୍ରୁଟି ଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ। ସେମାନେ ଅଭିଯୋଗ କରିଛନ୍ତି ଯେ, ୧୦୦ ମାର୍କ ପ୍ରଶ୍ନ ବଦଳରେ ରହିଛି ୯୪…
Train derail: କାମାକ୍ଷା ଏକ୍ସପ୍ରେସ୍ ଲାଇନଚ୍ୟୁତ ପରେ ଫସି ରହିଛନ୍ତି ଯାତ୍ରୀ, କରାଗଲା ସ୍ବତନ୍ତ୍ର ଟ୍ରେନ୍ ବ୍ୟବସ୍ଥା
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହୋଇଛି। ଏହି ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ଆହତଙ୍କ ଚିକିତ୍ସା ଜାରି ରହିଥିବା ବେଳେ ଫସି ରହିଥିବା ଯାତ୍ରୀଙ୍କୁ ଗନ୍ତବ୍ୟ ସ୍ଥଳରେ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ: ଜଣେ ଯାତ୍ରୀ ମୃତ, ୭ ଆହତ
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭ ଜଣ ହୋଇଛନ୍ତି। ଯାତ୍ରୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ଏସ୍ସିବି କର୍ତ୍ତୃପକ୍ଷ। ଅନ୍ୟ ଆହତମାନେ…
ବଦଳିଲା ଅନେକ ଟ୍ରେନ୍ର ଗତିପଥ
ଚୌଦ୍ୱାର,୩୦।୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ରବିବାର କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି। ୧୧ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ପ୍ରବଳ ଖରା ହେଉଥିବାରୁ ଅନ୍ୟ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଅପରପକ୍ଷେ ଉଦ୍ଧାର କାର୍ଯ୍ୟ…
କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ
ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍ଚ୍ୟୁତ ହେବା ପରେ ହେଲ୍ପଲାଇନ୍ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍ଫର୍ମରେ ହେଲ୍ପ ଡେସ୍କ…
Big Breaking: ନିର୍ଗୁଣ୍ଡିରେ ଲାଇନ୍ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି
ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। କିଛି ଯାତ୍ରୀ ଆହତ ହୋଇଥିବା…
ହାଇକୋର୍ଟ ବାର୍ ନିର୍ବାଚନ: ୭ଟି ପଦ ପାଇଁ ୪୦ପ୍ରାର୍ଥୀ
କଟକ,୨୯।୩: ଆଜି ଆଇନଜୀବୀମାନଙ୍କ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଥିବା ସମସ୍ତ ବାର୍ରେ ଆଜି ନିର୍ବାଚନ ହେଉଛି। ୨୦୨୧ ମସିହା ଠାରୁ ପ୍ରତ୍ୟକ ବାର୍ରେ ଗୋଟିଏ ଦିନରେ ର୍ନିବାଚନ କରାଯାଉଛି। ସମସ୍ତ ବାରରେ ବିଭିନ୍ନ ପଦପଦବୀ ପାଇଁ ର୍ନିବାଚନ କରାଯାଉଛି।ବଡ଼କଥା ହେଉଛି…
୪ରେ ସାଧୁସନ୍ଥ ସମାବେଶ: ଯୋଗଦେବେ ପ୍ରମୁଖ ମଠ ଆଶ୍ରମ ମହନ୍ତ
କଟକ ସଦର,୨୮ା୩(ସୁଶାନ୍ତ କୁମାର ଜେନା)- ୪୨ ମୌଜା ଥାନା ଅନ୍ତର୍ଗତ ବ୍ରହ୍ମପୁରସ୍ଥିତ ଥାନପତି ମନ୍ଦିର ପ୍ରାଙ୍ଗଣରେ ଆସନ୍ତା ୪ ତାରିଖରେ ସାଧୁସନ୍ଥ ସମାବେଶ ଅନୁଷ୍ଠିତ ହେବ। ସନାତନି ସେନା ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରମୁଖ ମଠ ଓ ଆଶ୍ରମର ମହନ୍ତ,…
କଟକ ବୈଶାଖୀ ବାଣିଜ୍ୟ ମେଳା ଆରମ୍ଭ: ଏପ୍ରିଲ ୬ ଯାଏ ଚାଲିବ
କଟକ,୨୮୩(କାର୍ତ୍ତିକ ସାହୁ): ସାଧବ ପୁଅମାନେ କାର୍ତ୍ତିକ ମାସରେ ବିଦେଶକୁ ବାଣିଜ୍ୟ କରିବା ପାଇଁ ଯାଉଥିଲେ। ସେମାନେ ବିଦେଶରୁ ବାଣିଜ୍ୟ ସାରି ଫେରିବା ପରେ ବାଲିଯାତ୍ରା ପଡ଼ିଆରେ ବୈଶାଖ ମାସରେ ଲାଗୁଥିଲା ବାଣିଜି୍ୟକ ମେଳା। ଏହାକୁ ବୈଶାଖୀ ବାଣିଜ୍ୟ ମେଳା ବା ସାଧବ…
ବିଲରୁ ବିରି ଖାଇଦେଲା ବୋଲି ଶୁଆକୁ ଫାଶି ଦେଇ କରିଥିଲେ ରିଲ୍ସ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ୱର,୨୬।୩ (ବନ୍ଦନା ସେଠୀ ) – ବିଲରୁ ବିରି ଖାଇଦେବାରୁ ଶୁଆକୁ ଫାଶୀ ଦେବା ସହ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାକୁ ବନ ବିଭାଗ ଗୁରୁତ୍ୱର ସହ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି ଘଟଣାର ରିଲ୍ସ…
Archives


