କଟକ

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ ହୋଇଛି ବାରବାଟୀ-କଟକ। ଏହି ଆସନକୁ ନେଇ ୩ ପ୍ରମୁଖ ଦଳ ମଧ୍ୟରେ ଅଙ୍କକଷା...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ପଟୁଆରରେ ଆସି ଭର୍ତ୍ତୃହରି ଆଜି କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ଗିରଫଦାରି ଏଡାଇବାକୁ ୩ ସୂଚନା ଅଧିକାର କର୍ମୀ ହାଇକୋର୍ଟରେ ଆଗୁଆ...

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ଏଥିସହ ମୃତ ସରକାରୀ କର୍ମଚରୀଙ୍କ ସ୍ତ୍ରୀ ପୋଷ୍ୟ ଭାବେ ଗ୍ରହଣ କରିଥିବା ପୁତ୍ରଙ୍କୁ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି, ସୌଭାଗ୍ୟକ୍ରମେ ତାଙ୍କ ସ୍ବାମୀ ରକ୍ଷା ପାଇଯାଇଛନ୍ତି। ମୃତ ମହିଳାଙ୍କ ଘର ଗତିରାଉତ ପାଟଣାରେ...

ନିର୍ବାଚନ ପାଇଁ କଡ଼ା ନଜର ରଖିଛି ପୋଲିସ

ଫୁଲନଖରା,୧ା୫(ସତ୍ୟ ରଞ୍ଜନ ଦାସମହାପାତ୍ର): ଆସନ୍ତା ନିର୍ବାଚନ ପରିପ୍ରେକ୍ଷୀରେ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ସୃଷ୍ଟି କରିବା ପାଇଁ କଟକ ସଦର ଥାନା ପୋଲିସ ପକ୍ଷରୁ କିଛି ଦିନ ହେବ ଫ୍ଲାଗ୍‌ମାର୍ଚ୍ଚ ଜୋରଦାର୍‌ ଚାଲିଛି। ଏନେଇ ବୁଧବାର କଟକ...

କଣ୍ଟେନରରେ ଲାଗିଲା ଭୟଙ୍କର ନିଆଁ: ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ

କଟକ, ୩୦।୦୪ (କାର୍ତ୍ତିକ ସାହୁ): ଜଗତପୁର ଥାନା ଅନ୍ତର୍ଗତ ନଜରପୁରଠାରେ ଥିବା ଶ୍ରମିକ ମାନଙ୍କର ରହିବା ପାଇଁ ଛ’ଟି କଣ୍ଟେନରରେ ସୋମବାର ବିଳମ୍ବିତ ରାତି ପ୍ରାୟ ଦୁଇଟା ପରେ ପରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଚାଉଳିଆଗଞ୍ଜ, ବକ୍ସିବଜାରର ତିନୋଟି ଦମକଳ...

କଟକ ଲୋକ ସଭା ଆସନ: ଅଭିଜ୍ଞ ବନାମ ନୂଆ ଚେହେରା

କଟକ,୩୦।୪(ଶିଳ୍ପା ପ୍ରିୟଦର୍ଶିନୀ):କଟକ ସଂସଦୀୟ କ୍ଷେତ୍ରରେ ତ୍ରିମୁଖୀ ଲଢେଇ ହେବା ନେଇ ଆଲୋଚନା ହେଉଛି। ଲୋକ ସଭା ଆସନ ପାଇଁ ବିଜେଡି ସଂତୃପ୍ତ ମିଶ୍ର, ଭାଜପା ଭର୍ତ୍ତୃହରି ମହତାବ ଓ କଂଗ୍ରେସ ସୁରେଶ ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି। ତେଣୁ ଏଥର ଅଭିଜ୍ଞ...

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ କରିବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏଥର ଡିଜିଟାଲ ପ୍ରଚାର ବ୍ୟବସ୍ଥା...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ ଶିବନନ୍ଦନ ୧୪- କଟକ ଲୋକସଭା ନିର୍ବାଚନ ମଣ୍ଡଳୀର ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟ କରୁଛି। ଏଠାରେ ଉଭୟ ସି-ଭିଜିଲ୍‌ ଆପ୍‌ ଏବଂ ଟେଲିଫୋନ୍‌ ମାଧ୍ୟମରେ ଆଦର୍ଶ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ। ମଧୁବାବୁଙ୍କ ଜୟନ୍ତୀ ଉପଲକ୍ଷେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ରାହୁଲ। ଏହାପରେ କସ୍ତୁରବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri