କଟକ

ମୁଣ୍ଡଳିରେ ଫସିଥିବା ଦନ୍ତାର ପତ୍ତା ମିଳୁନି

କଟକ ଅଫିସ/ବାରଙ୍ଗ(ଡି.ଏନ୍‌.ଏ.),୨୪।୯: ମହାନଦୀର ମୁଣ୍ଡଳି ବ୍ରିଜ ନିକଟରେ ଫସି ରହିଥିବା ହାତୀର ପତ୍ତା ମିଳୁନାହିଁ। ତେବେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀଟି ମହାନଦୀ ତଳଆଡକୁ ଭାସିଯାଇଥିବା ଆଠଗଡ଼ ରେଞ୍ଜର କହିଛନ୍ତି। ଏପରିସ୍ଥଳେ ହାତୀଟି ଜୀବିତ ନା ମୃତ ତାହାକୁ ନେଇ ଉଠିଛି…

ବାର୍ଷିକ ୭୫ ଲକ୍ଷର ସୂତା ଉତ୍ପାଦନ ହେବ

ଟାଙ୍ଗୀ(କଟକ), ୨୫।୯(ଡି.ଏନ୍‌.ଏ.): ଚୌଦ୍ୱାର ଥାନା ଅଧୀନ କଜଳକଣାସ୍ଥିତ ଇଡ୍‌କୋ ଶିଳ୍ପାଞ୍ଚଳରେ ଟସର ସୂତା ଉତ୍ପାଦନ କେନ୍ଦ୍ର ଶୁକ୍ରବାର ଉଦ୍‌ଘାଟିତ ହୋଇଛି। ଏହାକୁ ମୁଖ୍ୟ ଅତିଥି ଖଦି ଓ ଗ୍ରାମୋଦ୍ୟୋଗ ଚେୟାରମ୍ୟାନ ବିନୟ କୁମାର ସାକ୍ସେନା ଉଦ୍‌ଘାଟନ କରିଥିଲେ। ଏଥିରେ ଖଦି ଆଣ୍ଡ୍‌…

୨୭ରେ ଭାରତ ବନ୍ଦ ସଫଳ କରିବାକୁ ଆହ୍ବାନ

କଟକ ଅଫିସ, ୨୫।୯ :ତିନୋଟି କୃଷି ଆଇନ ଓ ବିଦ୍ୟୁତ ବିଲ୍‌ ବାତିଲ୍‌, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନସମ୍ମତ କରିବା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି…

ବୋଟ୍‌ ଦୁର୍ଘଟଣାରେ ରିପୋର୍ଟର ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ

କଟକ ଅଫିସ,୨୪।୯: ମହାନଦୀର ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ଫସି ରହିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ଶୁକ୍ରବାର ଜଣେ ରିପୋର୍ଟର ପ୍ରାଣ ହରାଇଛନ୍ତି। ସେ ହେଲେ ବୈଦୁତିକ ଗଣମାଧ୍ୟମ ଓଟିଭିର ଚିଫ୍‌ ରିପୋର୍ଟର ଅରିନ୍ଦମ ଦାସ। ଏନେଇ କଟକ ଏସ୍‌ସିବି ଜରୁରୀକାଳୀନ…

ଗଜରାଜ ଅପରେଶନ: ଓଲଟିଲା ଓଡ୍ରାଫ୍‌ ବୋଟ୍‌, ଗଣମାଧ୍ୟମର ଦୁଇ ପ୍ରତିନିଧି ଗୁରୁତର

କଟକ ଅଫିସ,୨୪ା୯: ଦୀର୍ଘ ସମୟ ଧରି ଫସିଯାଇଥିବା ହାତୀକୁ ଉଦ୍ଧାର କରିବାକୁ ଯାଇ ବିପଦରେ ଓଡ୍ରାଫ୍‌ ଟିମ୍‌ ବିପଦରେ ପଡ଼ିଥିଲା। ହାତୀକୁ ଉଦ୍ଧାର ଉଦ୍ୟମ ବେଳେ ମହାନଦୀ ମୁଣ୍ଡଳି ବ୍ୟାରେଜ୍‌ ନିକଟରେ ବୋଟ୍‌ଟି ଓଲଟି ପଡ଼ିଥିଲା । ଏକ ରବର ବୋଟ୍‌ରେ…

ମୁଣ୍ଡୁଳି ଜଳସ୍ରୋତରେ ଫସିଲା ହାତୀ

କଟକ ଅଫିସ,୨୪ା୯: ମୁଣ୍ଡୁଳି ଜଳରେ ଏକ ଦନ୍ତାହାତୀ ଫସିଛି। ଜଳ ସ୍ରୋତ ଅଧିକ ଥିବାରୁ ହାତୀଟି କୂଳକୁ ଯାଇ ପାରୁ ନ ଥିବା ଜଣାପଡ଼ିଛି। ଏଥିସହ ଆଉ ୨ଟି ହାତୀ ମଧ୍ୟ ଜଳସ୍ରୋତରେ ଭାସି ଅନନ୍ତପୁରଠାରେ ଲାଗିଛନ୍ତି।   ଫସିଥିବା ହାତୀକୁ…

ବଗଲା ଧର୍ମଶାଳା ଜମି ବିକ୍ରି ମାମଲା: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାଏମ

କଟକ ଅଫିସ,୨୪ା୯: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ସମ୍ବିତ ପାତ୍ରଙ୍କ ପକ୍ଷରୁ ଦାଏର ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ଜମିର ବିକ୍ରି ଖର୍ଦ୍ଦି, କିସମ ବଦଳ, ନିର୍ମାଣ କାର୍ଯ୍ୟ ଚୂଡାନ୍ତ ରାୟ ଉପରେ ନିର୍ଭର କରିବ।…

୨୦ରୁ ଅଧିକ କୁକୁରଙ୍କୁ ବିଷ ଦେଇ ମାରିଥିଲେ; ଜଳଖିଆ ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ଟାଙ୍ଗୀ,୨୩।୯(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଶଙ୍କରପୁର ଗ୍ରାମରେ ଖାଦ୍ୟରେ ବିଷ ଦେଇ ୨୦ରୁ ଅଧିକ କୁକୁରଙ୍କୁ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଗୁରୁବାର ପୋଲିସ ଜଳଖିଆ ଦୋକାନୀ ଅଜୟ କୁମାର ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

ଜଳଖିଆ ଦୋକାନରେ ଚଢ଼ାଉ, ଜରିମାନା ଆଦାୟ

ନିଶ୍ଚିନ୍ତକୋଇଲି,୨୨ା୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଫୁଡ୍‌, ଡ୍ରଗ୍ସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ବିଭିନ୍ନ ଜଳଖିଆ,ପାନ ଦୋକାନ ଉପରେ ଚଢ଼ାଉ ସହ ଜରିମାନା ଆଦାୟ କରାଯାଇଛି। କଟକ ଫୁଡ୍‌ ଇନ୍ସପେକ୍ଟର ରାକେଶ ସାହୁ,ଡ୍ରଗ୍ସ ଇନ୍ସପେକ୍ଟର ସୁଶୀଲ ସାହୁ, ମଙ୍ଗଳ…

ଦୁବାଇରୁ ଆସୁଥିଲା ଟଙ୍କା

କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ ଅଭିଯୁକ୍ତଙ୍କ ଭିତରୁ ଜଣଙ୍କ ଆକାଉଣ୍ଟକୁ ଦୁବାଇରୁ ଟଙ୍କା ଆସିଛି। ୨ଟି କିସ୍ତିରେ ମୋଟ…

ବିପଦକୁ ଡାକୁଛି ମୁକୁଳା ଡ୍ରେନ୍‌

କଟକ ଅଫିସ,୨୧ା୯:ରୌପ୍ୟ ନଗରୀ କଟକରେ ବର୍ଷା ହେଲେ ପରିସ୍ଥିତି ଜଟିଳ ହୋଇପଡୁଛି। ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଡ୍ରେନର ଉଦ୍‌ବୃତ୍ତ ପାଣି ରାସ୍ତାରେ ଲହଡ଼ି ମାରୁଛି। ସହରର ବିଭିନ୍ନ ସ୍ଥାନରେ ଡ୍ରେନ୍‌ ସବୁ ମୁକୁଳା ପଡ଼ିଥିବାବେଳେ ପ୍ରବଳ…

ଅବାଧ, ନିରପେକ୍ଷ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri