ମାଛ ଧରିବାକୁ ଯାଇ ନିଖୋଜ ଯୁବକ: ଚାଲିଛି ଖୋଜା
ନିଶ୍ଚିନ୍ତକୋଇଲି,୧୩।୯(ସ୍ବପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଟନାଲିରେ ଭାସି ଜଣେ ଯୁବକ ନିଖୋଜ ଅଛନ୍ତି। ସେ ହେଲେ ନତକାଇ ପଞ୍ଚାୟତ ଏକୁରିଖ ଗ୍ରାମର ସଞ୍ଜୟ ରାଉତ (୪୧)। ସଞ୍ଜୟ ମାଛ ଧରିବା ପାଇଁ ଗ୍ରାମର ତ୍ରିନାଥ ମନ୍ଦିର ନିକଟରେ ଥିବା…
ଏସ୍ସିବି ମେଡିକାଲ ସିସିଟିଭି ଅଚଳ, ମିଳୁନି ସ୍ପଷ୍ଟ ଚିତ୍ର
କଟକ ଅଫିସ,୧୩ା୯:ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ମାମଲାରେ ମଙ୍ଗଳାବାଗ ପୋଲିସ ତଦନ୍ତ ଆରମ୍ଭ କରିଛି। ଦୁଷ୍ମନ୍ତ ଚିକିତ୍ସିତ ହେଉଥିବା ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ଅର୍ଥୋପେଡିକ ୱାର୍ଡରୁ ଆରମ୍ଭ କରି ଫାଟକ…
ଚାଟ୍ ଖାଇବାକୁ ନେଇ ଗୋଷ୍ଠୀ ସଂଘର୍ଷ
ବାରଙ୍ଗ,୧୧।୯ (ଡି.ଏନ୍.ଏ.): ନନ୍ଦନକାନନ ଥାନା ଅନ୍ତର୍ଗତ ଗଣ୍ଡରପୁର ଗ୍ରାମ ହାଇସ୍କୁଲ ଛକରେ ଥିବା ଏକ ଚାଟ୍ ଦୋକାନରେ ଚାଟ୍ ଖାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଶୁକ୍ରବାର ସାବେଳେ ଏହି ଚାଟ୍ ଦୋକାନରେ ଗଣ୍ଡରପୁର ଓ କଲ୍ୟାଣପୁର ଗ୍ରାମର ଯୁବକ…
ପୋଲିସ ସ୍ବାମୀ ଦେଉଛନ୍ତି ଯୌତୁକ ନିର୍ଯାତନା
ନିଶ୍ଚିନ୍ତକୋଇଲି,୧୧।୯(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅଧୀନ ଜନାର୍ଦ୍ଦନପୁର ଗ୍ରାମରେ ଜଣେ ମହିଳାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯିବା ସହ କିରୋସିନ ଢ଼ାଳି ମାରିଦେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ପୋଲିସ କର୍ମଚାରୀ ହୋଇଥିବାରୁ ୭…
ନନ୍ଦନକାନନରେ ବଢୁଛି ପର୍ଯ୍ୟଟକ ସଂଖ୍ୟା
ବାରଙ୍ଗ,୧୧।୯(ଡି.ଏନ୍.ଏ.): କୋଭିଡ କଟକଣା କୋହଳ ହେବାପରେ ନନ୍ଦନକାନନରେ ଦିନକୁ ଦିନ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଗଣେଶ ପୂଜାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଲିଛନ୍ତି ୬୯୨୦ଜଣ ପର୍ଯ୍ୟଟକ। ସେମାନଙ୍କ ମଧ୍ୟରେ ନନ୍ଦନକାନନ ଟିକଟ କାଉଣ୍ଟରରେ ୬୮୩୨ ଓ ଅନ୍ଲାଇନ ମାଧ୍ୟମରେ…
ଟଙ୍କା ପାଇଁ ମଝି ରାସ୍ତାରେ ଫୁଟିଲା ଗୁଳି: ଦୁର୍ବୃତ୍ତ ଝାମ୍ପିନେଲେ ବ୍ୟାଗ; ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିଲେ ବ୍ୟବସାୟୀ
କଟକ ସଦର,୯।୯(ଡି.ଏନ୍.ଏ.): ଟଙ୍କା ପାଇଁ ମଝି ରାସ୍ତାରେ ଫୁଟିଲା ଗୁଳି। ଏଭଳି ଘଟଣା ଘଟିଛି କଟକ ଜିଲା କନ୍ଦରପୁର ଥାନା ଅଥଙ୍ଗାରେ ନିକଟରେ। ଏଥିରେ ଜଗତସିଂହପୁର ଜିଲା କେନ୍ଦାଳ ଗ୍ରାମର କ୍ଷୀରୋଦ ସାହୁ ନାମକ ଜଣେ ବ୍ୟବସାୟୀ ଗୁରୁତର ହୋଇଛନ୍ତି। କ୍ଷୀରୋଦଙ୍କ…
ବିଶାଖାପାଟଣାରୁ ଗିରଫ ପରେ ଚୌଦ୍ୱାର ଜେଲ ଗଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍.ଭି. ପ୍ରସାଦ
କଟକ ଅଫିସ,୭।୯: ଅନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍.ଭି. ପ୍ରସାଦଙ୍କୁ ମଙ୍ଗଳବାର ଚୌଦ୍ୱାର ଜେଲ ପଠାଇ ଦିଆଯାଇଛି। ଚିଟ୍ଫଣ୍ଡ ଠକେଇ ମାମଲାରେ ତାଙ୍କୁ ସୋମବାର ବିଶାଖାପାଟଣାରୁ ଗିରଫ କରାଯାଇଥିଲା। କ୍ରାଇମ୍ବ୍ରାଞ୍ଚର ଅର୍ଥନୈତିକ ଶାଖା ପକ୍ଷରୁ ତାଙ୍କୁ ସ୍ବତନ୍ତ୍ର ଚିଟ୍ଫଣ୍ଡ କୋର୍ଟରେ ହାଜର କରାଯିବା…
କୋଲକାତାରୁ ଓ୍ବେବ୍ ପୋର୍ଟାଲ ମୁଖ୍ୟ ରାଜ୍ ଗିରଫ
ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୭।୯(ଡି.ଏନ୍.ଏ.): ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ଅମାନୁଷିକ ନିର୍ଯାତନା ଦେବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ତଥା ଲାଇଭ୍ କଳିଙ୍ଗ ୱେବ୍ ପୋର୍ଟାଲର ସିଇଓ ରଘୁନାଥ ସାହୁ ଓରଫ ରାଜ୍ଙ୍କୁ ସୋମବାର କମିଶନରେଟ ପୋଲିସ କୋଲକାତାରୁ ଗିରଫ କରିଛି। ଏହି…
୧୩ରେ କଟକ ବନ୍ଦ
କଟକ ଅଫିସ, ୭।୯: ଦୁର୍ଗାପୂଜା ପାଇଁ ପ୍ରତିମା ଉଚ୍ଚତା ୪ଫୁଟରେ ସୀମିତ ରଖିବା ଓ ପରଦା ଆବଦ୍ଧରେ ପୂଜା କରିବାକୁ ରାଜ୍ୟ ସରକାର ନିୟମାବଳୀ ଜାରି କରିଛନ୍ତି। ଏହାକୁ ବିରୋଧ କରି ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଆସନ୍ତା ୧୩ତାରିଖରେ…
ପରିଚାଳନାଗତ ତ୍ରୁଟିରୁ ରାଜସ୍ଵ କ୍ଷତି
କଟକ ଅଫିସ,୪।୯: ସହରର ବିକାଶ ଲକ୍ଷ୍ୟରେ ଦୀର୍ଘ ୪ଦଶନ୍ଧି ତଳେ କଟକ ଡେଭଲପମେଣ୍ଟ ଅଥରିଟି (ସିଡିଏ) ଗଠନ ହୋଇଥିଲା। ଗତ ୧ତାରିଖରେ ଏହା ୩୯ବର୍ଷ ପୂରଣ କରିଛି। ସିଡିଏର ବିଭିନ୍ନ ବିଭାଗ କାର୍ଯ୍ୟ ତଦାରଖ ଏବଂ ତ୍ୱରାନ୍ବିତ କରାଇବା ଲାଗି ଅଭିଜ୍ଞ…
ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର
କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଉପଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ତହସିଲଦାର…
ଜାଲ୍ ପଟ୍ଟାରେ ୧୦ ଲକ୍ଷ ଠକେଇ: ୩ ଗିରଫ
କଟକ ଅଫିସ,୩।୯: ଜାଲ୍ ଜମିପଟ୍ଟାରେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲାଲବାଗ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ବାଖରାବାଦ ଅଞ୍ଚଳର ଅଳକା ସେନ୍ଗୁପ୍ତା ଓରଫ ମୋନାଲିସା ଭଗତ,…
Archives


