କଟକ

ଚୋରଙ୍କୁ ସମସ୍ତେ ଚୋର ଭଳି ଦିଶିବେ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

କଟକ ଅଫିସ,୨୪।୧୨: ରାଜ୍ୟରେ ସୂଚାରୁ ରୂପେ ଧାନ ସଂଗ୍ରହ ଚାଲିଛି। ଏ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି । ଟୋକନ ବ୍ୟବସ୍ଥା ଓ ଟେକ୍ନୋଲୋଜି ଦୃଷ୍ଟିରୁ ଧାନ ସଂଗ୍ରହ ଠିକ୍‌ ଭାବେ ଚାଲିଛି…

ଜେଲ ସଂସ୍କାର ପାଇଁ କମିଟି ଗଠନ କର: ହାଇକୋର୍ଟ

କଟକ ଅଫିସ,୨୪ା୧୨: ଜେଲରେ ସଂଖ୍ୟାଧିକ କଏଦୀଙ୍କ ଭିଡ଼ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଜେଲ ସଂସ୍କାର ପାଇଁ ଏକ ରାଜ୍ୟସ୍ତରୀୟ କମିଟି ଗଠନ କର। ସେଥିରେ ରାଜ୍ୟ ଗୃହ ସଚିବ, ଆଇନ ସଚିବ, ଡିଜିପି, ଜେଲ ଡିଜି, ସ୍ବାସ୍ଥ୍ୟ ଓ…

ମମିତା ହତ୍ୟା ମାମଲାର ଷ୍ଟାଟସ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ

କଟକ ଅଫିସ,୨୩।୧୨: ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ବନ୍ଦ ଲଫାପା ମଧ୍ୟରେ ଷ୍ଟାଟସ ରିପୋର୍ଟ ଗୁରୁବାର ହାଇକୋର୍ଟରେ ଦାଖଲ କରିଛି। ମମିତାଙ୍କ ବାପା ଏବଂ ଭାଇ ଦାଏର କରିଥିବା ମାମଲାରେ ଏହି ଷ୍ଟାଟସ ରିପୋର୍ଟ ଦାଖଲ ହୋଇଛି। ଆସନ୍ତା…

ସ୍କୁଟି ଚାଳକଙ୍କୁ ପଛରୁ ପିଟିଲା ଟ୍ରକ

ଚୌଦ୍ୱାର,୨୩ା୧୨(ଡି.ଏନ୍‌.ଏ.): ୫୫ ନଂ. ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଛକ ଏକ ହୋଟେଲ ନିକଟରେ ଗୁରୁବାର ସକାଳେ ଟ୍ରକ ଦୁର୍ଘଟଣାରେ ଜଣକର ଶୋଚନୀୟ ମୃତ୍ୟୁ ହୋଇଛି ା ମିଳିଥିବା ସୁଚନା ଅନୁଯାୟୀ, ମଙ୍ଗୁଳିରୁ ଢେଙ୍କାନାଳ ଅଭିମୁଖେ ଯାଉଥିବା ଏକ ସ୍କୁଟି ଆରୋହୀଙ୍କୁ ଏକ…

ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନିର୍ଦ୍ଦେଶ

କଟକ ଅଫିସ,୨୩ା୧୨: ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ। ଏଥିସହିତ ସଂରକ୍ଷଣ ସମ୍ପର୍କିତ ଏକ ସାନି ବିଜ୍ଞପ୍ତି ଡିସେମ୍ବର ୨୭ସୁଦ୍ଧା ଜାରି କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସାନି…

‘ଡେପୁଟେଶନ ଅବଧି ସରିଲା ପରେ ନିର୍ଦ୍ଦେଶକ ରହିବାର ଅଧିକାର ନାହିଁ’

କଟକ ଅଫିସ,୨୨ା୧୨: ୫ ବର୍ଷ ଡେପୁଟେଶନ ଅବଧି ପୂରିଯିବା ପରେ କେନ୍ଦ୍ର ସରକାରଙ୍କ ଅଧୀନ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ (ନିର୍‌ତାର)ର ନିର୍ଦ୍ଦେଶକ ପଦରେ ରହିବାର ଅଧିକାର ଡା. ଶକ୍ତି ପ୍ରସାଦ ଦାସଙ୍କର ନାହିଁ। ଏନେଇ ହାଇକୋର୍ଟ ମୁଖ୍ୟ…

ଜାନୁୟାରୀ ୫ରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା

କଟକ ଅଫିସ,୨୧।୧୨: ଜାନୁୟାରୀ ୫ ତାରିଖରୁ ମାଟ୍ରିକ୍‌ ସମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା ଆରମ୍ଭ ହେବ। ତେବେ ଏହି ପରୀକ୍ଷା ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ବର୍ଷ ମୋଟ୍‌ ୫ ଲକ୍ଷ ୭୧ ହଜାର ୯୩୫ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ।…

ଓଡିଶାର ଦୀର୍ଘତମ ସେତୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

କଟକ ଅଫିସ, ୨୦।୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ଦୀର୍ଘତମ ସେତୁକୁ ସୋମବାର ଲୋକାର୍ପିତ କରିଛନ୍ତି। ୧୧୧ କୋଟି ବ୍ୟୟରେ ଏହି ସେତୁ ନିର୍ମିତ ହୋଇଛି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା…

ମିଳିଲା ଜାମିନ, ହେଲେ ଜେଲ୍‌ରେ ମୁକୁଳି ପାରିବେନି

କଟକ ଅଫିସ,୧୮।୧୨ : ଅର୍ଥତତ୍ତ୍ୱ ମୁଖ୍ୟ ପ୍ରଦୀପ ସେଠୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମାମଲା ସହିତ ଅନ୍ୟ ଦୁଇଟି ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି । ବିଚାରପତି ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଦୀପଙ୍କ ତିନୋଟି ପୃଥକ…

ଓଡ଼ିଶାରେ ଓମିକ୍ରନ ସନ୍ଦିଗ୍ଧ

କଟକ ଅଫିସ,୧୮ା୧୨: କଟକରେ ସନ୍ଦିଗ୍ଧ ଓମିକ୍ରନ ରୋଗୀ ସାମ୍ନାକୁ ଆସିବା ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସୂଚନା ଦେଇଛନ୍ତି। ଜଣେ ନାଇଜେରିଆ ଫେରନ୍ତାଙ୍କ ପିଜିଟିଭ୍‌ ନେଇ ଖବର ଆସିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ବ୍ୟକ୍ତି…

ହାଇକୋର୍ଟରେ ରିପୋର୍ଟ ଦାଖଲ

କଟକ ଅଫିସ,୧୬ା୧୨: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମ୍ପର୍କିତ ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ୩୦ଟି ଜିଲାର ଆଇନସେବା ପ୍ରାଧିକରଣ(ଡିଏଲଏସଏ) ପକ୍ଷରୁ ମୁଦା ଲଫାପା ମଧ୍ୟରେ ତଦନ୍ତ ରିପୋର୍ଟ ହାଇକୋର୍ଟଙ୍କ ନିକଟରେ ଦାଖଲ କରାଯାଇଛି। ଏହି ମାମଲାର…

ପିଣ୍ଡି ହଟାଇବା ଦାବିରେ ତହସିଲ ସମ୍ମୁଖରେ ଧାରଣା

ନିଶ୍ଚିନ୍ତକୋଇଲି,୧୫।୧୨(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ ଅଧିନସ୍ଥ ହରିରାଜପୁର ମୌଜାରେ ଜଣେ ବ୍ୟକ୍ତିଙ୍କ ଘର ଆଗରେ ଏକ ଗୋଚର ଜମିରେ ଥିବା ପିଣ୍ଡି ହଟାଇବାକୁ ଉପଜିଲାପାଳ ଆଦେଶ ଦେଇଥିଲେ। ତେବେ ତହସିଲ ପକ୍ଷରୁ ଏହାକୁ ହଟାଯାଇ ନ ଥିଲା। ଏହାର ପ୍ରତିବାଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?