କଟକ

ଇନ୍‌ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ

କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି ଅଞ୍ଚଳର ଏକ ଗ୍ରୁପ୍‌ରେ ଏପରି ଏକ ଭିଡିଓ ଭାଇରାଲ ହେବା ପରେ ଗୁରୁବାର ମାଲଗୋଦାମ…

ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର…

ମୁଖ୍ୟମନ୍ତ୍ରୀଙ୍କୁ କଳାପତାକା

କଟକ ଅଫିସ, ୧୧।୧୧: କଟକ ଜିଲାର ଅରିଲୋଠାରେ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଭାଜପା ବିରୋଧ କରିଥିଲା। କଟକ ନଗର ଭାଜପା ସଭାପତି ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ…

ଉଦ୍‌ଘାଟିତ ହେଲା ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ

କଟକ ଅଫିସ,୧୦।୧୧: ବାରଙ୍ଗ ବ୍ଲକ ଅରିଲୋ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରିଛନ୍ତି। ୩୦୦ କୋଟି ଟଙ୍କା ବ୍ୟୟରେ ଏହି ଅତ୍ୟାଧୁନିକ ଅଟୋମଟିକ ଡାଏରୀ ପ୍ଲାଣ୍ଟ ନିର୍ମିତ ହୋଇଛି । ପ୍ଲାଣ୍ଟରେ ଦୈନିକ…

ମିଳୁନି ପାଣି,୧୦୦ ପରିବାର ହନ୍ତସନ୍ତ

କଣ୍ଟାପଡା, ୧୦ା୧୧(ଡି.ଏନ୍‌.ଏ.):ପ୍ରତି ଗ୍ରାମକୁ ପାନୀୟ ଜଳ ଯୋଗାଇ ଦିଆଯିବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରକଳ୍ପ ଥାଇ ମଧ୍ୟ କଣ୍ଟାପଡା ବ୍ଲକ ଶିଶୁଆ ଗ୍ରାମର ୧୦୦ରୁ ଊର୍ଦ୍ଧ୍ୱ ପରିବାର ପାନୀୟଜଳ ପାଇଁ ପ୍ରତିଦିନ ହନ୍ତସନ୍ତ ହେଉଛନ୍ତି।…

ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୧୦।୧୧: ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରାଯବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ବାରଙ୍ଗ ବ୍ଲକ ଅରିଲୋ ଠାରେ ୩୦୦ କୋଟି ଟଙ୍କାର ଏହି ଅତ୍ୟାଧୁନିକ ସମ୍ପୂର୍ଣ୍ଣ ଅଟୋମଟିକ ଡାଏରୀ ପ୍ଲାଣ୍ଟର ଲୋକାର୍ପଣ କରିବେ। ରାଜ୍ୟର…

ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ ନୋଟିସ

କଟକ ଅଫିସ,୧୦ା୧୧: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ତଥ୍ୟ ଲିକ୍‌ ମାମଲାରେ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତଦନ୍ତକାରୀ ସଂସ୍ଥାକୁ ନୋଟିସ ଜାରି କରିଛନ୍ତି। ଉକ୍ତ ମାମଲାର ତଦନ୍ତର ସ୍ଥିତି(ଷ୍ଟାଟସ) ରିପୋର୍ଟ ଦାଖଲ କରିବାପାଇଁ…

ବିଏସ୍‌କେୱାଇ କାର୍ଡଧାରୀଙ୍କୁ ମାଗଣା ଚିକିତ୍ସା ଯୋଗାଅ

କଟକ ଅଫିସ,୧୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କାର୍ଡ ହିତାଧିକାରୀଙ୍କଠାରୁ କଟକର ଏକ ଅଗ୍ରଣୀ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ଆଦାୟ କରିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଆସନ୍ତା ୧୨ ତାରିଖ ମଧ୍ୟରେ ଚିକିତ୍ସିତ ରୋଗୀଙ୍କୁ ଆଇସିୟୁ ବାବଦ ଅଗ୍ରିମ…

ଏ ବର୍ଷ ବି ହେବନାହିଁ ଐତିହାସିକ ବାଲିଯାତ୍ରା

କଟକ ଅଫିସ,୯।୧୧: ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଟକର ଐତିହାସିକ ବାଲିଯାତ୍ରା ହେବ ନାହିଁ। ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ଜିଲା ପ୍ରଶାସନ ବାଲିଯାତ୍ରା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଏନେଇ କଟକ ଜିଲାପାଳ ଭବାନୀ ଶଙ୍କର…

ଅବସରପ୍ରାପ୍ତ ଜିଲା ଜଜ୍‌ଙ୍କ ତଦନ୍ତ ରିପୋର୍ଟ ଦାଖଲ

କଟକ ଅଫିସ, ୯।୧୧: ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଚିକିତ୍ସା ଅବହେଳା ନେଇ ଆଗତ ମାମଲାର ନ୍ୟାୟିକ ତଦନ୍ତ କରିବାକୁ ହାଇକୋର୍ଟ ଅବସରପ୍ରାପ୍ତ ଜିଲା ଜଜ୍‌ ଏ.ବି.ଏସ୍‌. ନାଇଡୁଙ୍କୁ ନିର୍ଦ୍ଦେଶ…

ଭାଜପା ପକ୍ଷରୁ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ସହ ୨ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ନିଶ୍ଚିନ୍ତକୋଇଲି,୮।୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଭାଜପା ପକ୍ଷରୁ ବିକ୍ଷୋଭ କରାଯାଇଛି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା…

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ଆଦିତ୍ୟ କୁମାର

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‌ ଆଦିତ୍ୟ କୁମାର ମହାପାତ୍ର। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଡ. ଜଷ୍ଟିସ ଏସ୍‌. ମୁରଲୀଧର ତାଙ୍କୁ ଶପଥ ପାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?