କଟକ

କନ୍ୟାଙ୍କ ଆଖି ଆଗରେ ଚାଲିଗଲା ବରଙ୍କ ଜୀବନ: ଅଧାରେ ରହିଲା କଉଡ଼ି ଖେଳ

ନିଶ୍ଚିନ୍ତକୋଇଲି,୧୦।୫(ଅଶୋକ କୁମାର ମହାପାତ୍ର ): ଶନିବାର ପଡିଥାନ୍ତା ଚତୁର୍ଥୀ କାର୍ଯ୍ୟ। ଦୁଇଟି ହୃଦୟ ଏକାଠି ହୋଇ ଗାଡିଥାନ୍ତେ ନୂଆ ସଂସାର। ହେଲେ ଆଶା ଆଶାରେ ରହିଗଲା। ଆଖି ବୁଜିଲେ ବର। ଏପରି ଏକ ଘଟଣା ଦେଖିବାକୁ ମିଳିଛି ମାହାଙ୍ଗା ଥାନା ନୃତାଙ୍ଗ…

ହାଇକୋର୍ଟ ଦେଲେ ନିଆରା ଜାମିନ ସର୍ତ୍ତ: ଜାଣନ୍ତୁ କ’ଣ

କଟକ,୪।୫(ପ୍ରଭୁକଲ୍ୟାଣ ପାଲ): ହାଇକୋର୍ଟଙ୍କ ନିଆରା ଜାମିନ ସର୍ତ୍ତ । ଗଛ ଲଗାଇବେ ଏବଂ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସଫେଇ କରିବେ। ଆଦେଶ ନ ମାନିଲେ ଜାମିନ ରଦ୍ଦ ହେବ। ଜେଲରେ ଥିବା ଜଣେ ଅଭିଯୁକ୍ତଙ୍କ ଜାମିନ ମାମଲା ଶୁଣାଣି କରି ଏପରି…

କଟକ ବ୍ରିଜ ଭୁଶୁଡ଼ିବା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ, ୫ ଲକ୍ଷର ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର, ୩ା୫(ସୁନିତ୍‌ ମିଶ୍ର): କଟକ ଖାନ୍‌ନଗରଠାରେ ବ୍ରିଜ୍‌ ନିର୍ମାଣ ସମୟରେ ଭୁଶୁଡ଼ି ପଡ଼ିବା ଯୋଗୁ ୩ ଜଣଙ୍କ ଜୀବନ ଯିବା ସହ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅଘଟଣ ବିଷୟରେ ଜାଣିବା ପରେ…

କଟକରେ ଭୁଶୁଡ଼ିଲା ବ୍ରିଜ: ୨ମୃତ, ୩ ଗୁରୁତର

କଟକ,୩।୫: କଟକ ଖାନ୍‌ନଗରରେ ଶନିବାର ଏକ ବଡ଼ଧରଣର ଅଘଟଣ ଘଟିଛି। ଏକ ନିର୍ମାଣଧୀନ ବ୍ରିଜ ଭୁଶୁଡ଼ି ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି।…

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ, ଏମିତି କରନ୍ତୁ ଚେକ୍‌

କଟକ,୨ା୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍‌ ହାର ରହିଛି ୯୪.୯୩%। …

କଟକରେ ପୁଣି ନ କଲି କାରବାର: ୱାଶିଂ ପାଉଡର କାରଖାନା ଠାବ

କଟକ,୨।୫: କଟକରେ ପୁଣି ନ କଲି କାରବାର। କଟକ ଜଗତପୁରରେ ନକଲି ୱାଶିଂ ପାଉଡର କାରଖାନା ଠାବ ହୋଇଛି। ଅପମିଶ୍ରଣ ସହ ବ୍ରାଣ୍ଡେଡ କଂପାନୀ ନାଁରେ ତିଆରି କରି ବକ୍ରି ହେଉଥିଲା ପାଉଡର। ଚଢ଼ାଉ କରିବା ସହ କାରଖାନା ମାଲିକଙ୍କୁ ଗିରଫ…

ସର୍ଭିସ ରୋଡ ଉପରେ ରଖାଯାଉଛି ଗାଡ଼ି: ଯାତାୟତ ବାଧାପ୍ରାପ୍ତ

ଚୌଦାର,୩୦।୪(ଆଶୁତୋଷ ଦାସ): ୫୫ ନମ୍ବର ଜାତୀୟ ରାଜପଥ ମଙ୍ଗୁଳିଠାରୁ ଧୂମାବତୀ ପର୍ଯ୍ୟନ୍ତ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଜାରି ରହିଛି । ରାଜପଥର ମୁଖ୍ୟ ରାସ୍ତା କାମ ଚାଲୁ ରହିଥିବାରୁ ଯାନବାହାନ ସହିତ ୨ ଚକିଆ ୪ ଚକିଆ ଓ ସାଧାରଣ…

ବାପ ରହୁଥିବା ଘରେ ନିଆଁ ଲଗାଇଦେଲେ ପୁଅ

ଚୌଦାର/୨୯/୪(ଆଶୁତୋଷ ଦାସ): ଚୌଦ୍ୱାର ପୌରପାଳିକା କପାଲେଶ୍ୱର୍‌ ନୂଆସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ମାଗୁଣି ବେହେରା ନାମ ଜଣେ ବ୍ୟକ୍ତି ଘରେ ନ ଥିବା ବେଳେ ତାଙ୍କ ପୁଅ ମାନସ ନିଶାସକ୍ତ ଅବସ୍ଥାରେ ନିଆଁ ଲଗାଇ କେଉଁଆଡେ ଫେରାର ହୋଇଯାଇଛନ୍ତି। ମାଗୁଣି…

ପାଣିରେ ବୁଡ଼ି ଚାଲିଗଲା ଭଉଣୀ, ଭାଇଙ୍କ ଜୀବନ

ସାଲେପୁର,୨୬।୪: କଟକ ଜିଲା ନିଶ୍ଚିନ୍ତକୋଇଲି ରାମକୃଷ୍ଣପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ପୋଖରୀରେ ବୁଡ଼ି ୨ ଭଉଣୀ ଭାଇଙ୍କ ମୃତ୍ୟୁ ଘଟିଛି। ଦୁଇ ପିଲାଙ୍କ ବୟସ ୨ ଏବଂ ୪ ବର୍ଷ ହେବ ବୋଲି ସୂଚନା ମିଳିଛି।…

କଟକରେ ପାକିସ୍ତାନୀ ମହିଳା, ଭାରତ ଛାଡ଼ିବା ଲାଗି କରାଗଲା ନୋଟିସ

କଟକ,୨୬।୪: ଜମ୍ମୁ କଶ୍ମୀର ପହଲଗାମରେ ନିର୍ଦ୍ଦୋଶ ପର୍ଯ୍ୟଟକଙ୍କୁ ହତ୍ୟା ଘଟଣାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ତ୍ୱରିତ ପଦକ୍ଷେପ ନେଇ ଭାରତ ସରକାର ଦେଶରେ ରହୁଥିବା ପାକିସ୍ତାନୀଙ୍କୁ ୪୮ ଘଣ୍ଟା ମଧ୍ୟରେ ନିଜ ଦେଶକୁ ଫେରିଯିବାକୁ…

ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ: ଓଡ଼ିଶା ହାଇକୋର୍ଟ

କଟକ,୨୫।୪: ଡାକ୍ତର ଦାମୀ ମେଡ଼ିସିନ ଲେଖିବା କୌଣସି ଅପରାଧ ନୁହେଁ। ଏସବୁ କଲେ ଡାକ୍ତରଙ୍କ ବରୋଧରେ ଫୌଜଦାରୀ ମାମଲା ରୁଜୁ କରାଯାଇପାରିବ ନାହିଁ। ଏପରି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଧେଶ ପ୍ରଦାନ କରିଛନ୍ତି ଓଡିଶା ହାଇକୋର୍ଟ। ବିଶେଷକରି ଯଦି କୌଣସି ଡାକ୍ତର ଦାମୀ ମେଡିସିନ…

କଟକରେ ମହାନଦୀରେ ଗାଧୋଉଥିବା ବେଳେ ଦୁଇ ଯୁବକଙ୍କର ମୃତ୍ୟୁ

କଟକ,୨୪।୪: ଗୁରୁବାର କଟକରେ ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଉଦ୍ଧାର କରିଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲ (ଏସସିବିଏମସିଏଚ)ରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା କରିଥିଲେ। ଜଣେ ସ୍ଥାନୀୟ ପୋଲିସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri