କଟକ

ଓଲଟିଲା ଯାତ୍ରୀବାହୀ ବସ୍‌

ଚୌଦ୍ୱାର,୨୭ା୧୧(ଆଶୁତୋଷ ଦାସ): ଅନୁଗୋଳରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ପୂଜାରିଣୀ ନାମକ ଯାତ୍ରୀବାହୀ ବସ୍‌ ଚୌଦ୍ୱାର ଓଟିଏମ ଛକ ଲିବ୍ରା ଗେଟ୍‌ ସମ୍ମୁଖ ଓଭରବ୍ରିଜ୍‌ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଏଥିରେ ଥିବା ଯାତ୍ରୀମାନେ ଆହତ ହୋଇଛନ୍ତି। ବସ୍‌ (0D…

ଯୋବ୍ରା ଆନିକଟରେ ଭାସୁଛି ଶିଶୁକନ୍ୟାଙ୍କ ମୃତଦେହ

କଟକ,୨୬।୧୧: କଟକ ମହାନଦୀର ଯୋବ୍ରା ଆନିକଟରୁ ଅଜଣା ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଆଗ୍ନିଶମବାହିନୀ ଟିମ ପହଞ୍ଚି ଯୋବ୍ରା ଆନିକଟରେ ଭାସୁଥିବା ମୃତ ଦେହଞ୍‌କୁ ଉଦ୍ଧାର କରିଛି। ଉଦ୍ଧାର ପରେ ଏହା ଏକ ଶିଶୁ କନ୍ୟାର ମୃତ ଦେହ ବୋଲି ଜଣାପଡିଥିଲା।…

ଅପମିଶ୍ରଣ ଅଭିଯୋଗ: କଟକରେ ଯାଞ୍ଚ ହେଲା କ୍ଷୀର ଗାଡ଼ି

କଟକ,୨୫।୧୧: CMC ସ୍ବାସ୍ଥ୍ୟ ବିଭାଗ ଟିମ୍‌ ପକ୍ଷରୁ ମଙ୍ଗଳବାର କଟକ ବିଡ଼ାନାସୀ ଅଞ୍ଚଳରେ ବଡ଼ ଧରଣର ଚଢାଉ କରାଯାଇଛି। କ୍ଷୀରରେ ଅପମିଶ୍ରଣ ଅଭିଯୋଗ ପରେ ଏହି ଚଢାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ ମୋବାଇଲ ଭ୍ୟାନ୍‌ରେ ଆସୁଥିବା କ୍ଷୀର ସହ ସମସ୍ତ…

ଟ୍ୟାଙ୍କର୍‌-ବୋଲେରୋ ଧକ୍କା: ଚାଲିଗଲା ୩ ଜୀବନ, ୨ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ଚୌଦ୍ୱାର,୨୫।୧୧: କଟକ ଜିଲା ରଜକଣା ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ୟାଙ୍କର୍‌ ସହ ବୋଲେରୋ ପିଟି ହୋଇ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଗୁରୁତର ହୋଇ SCB ମେଡିକାଲରେ…

ମା’ବାପାଙ୍କୁ ଛୁରୀରେ କାଟିଦେଲେ ପୁଅ, ହତ୍ୟା କରି ସ୍ତ୍ରୀ’ଙ୍କୁ କଲ୍‌ କରି କହିଲେ…

କଟକ,୨୨।୧୧: କଟକ ଦରଘା ବଜାର ଅଞ୍ଚଳରେ ଡବଲ ମର୍ଡର । ଦରଘା ବଜାର ଓଲ୍ଡ ଜେଲ କଲୋନୀରେ ବାପା ଓ ସାବତ ମା’କୁ ଅତି ନିର୍ମମ ଭାବେ ହତ୍ୟା କଲେ ପୁଅ । ଶୁକ୍ରବାର ରାତି ୯ଟା ସମୟରେ ବାପା ମା’ଙ୍କୁ…

ଡିସେମ୍ବର ୯ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଷ୍ଟାଡିୟମ ବୁଲି ଦେଖିଲେ IIT ଭୁବନେଶ୍ବର ଟିମ୍‌

ଭୁବନେଶ୍ୱର,୨୧।୧୧: କଟକ ବାରବାଟୀ ଷ୍ଟାଡିୟମରେ IIT ଭୁବନେଶ୍ବରର ବୈଷୟିକ ଟିମ୍‌। ଭାରତ-ଦକ୍ଷିଣ ଆଫ୍ରିକା ଟି -୨୦ ପୂର୍ବରୁ ଷ୍ଟାଡିୟମ ବୁଲି ଦେଖିଛନ୍ତି। ୮ ଜଣିଆ ଟିମ ଗ୍ୟାଲେରୀ, କର୍ପୋରେଟର ବକ୍ସ, VVIP ବକ୍ସ, ପ୍ୟାଭିଲିୟନ ବୁଲିଛନ୍ତି। ଅନୁଧ୍ୟାନ ପରେ ସରକାରଙ୍କୁ ସ୍ଥିତି…

ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ମାମଲା: ହାଇକୋର୍ଟ ଦେଲେ ଏମିତି ରାୟ

କଟକ,୨୦।୧୧ (କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଡ. ସୁବାସ ମହାପାତ୍ର କରିଥିବା ନିର୍ବାଚନୀ ମକଦ୍ଦମାକୁ ହାଇକୋର୍ଟ ବୁଧବାର ଖାରଜ କରିଛନ୍ତି। ସମ୍ବଲପୁର ଲୋକ ସଭା ନିର୍ବାଚନୀ ମାମଲାରେ ହାଇକୋର୍ଟ ମହାପାତ୍ରଙ୍କ ଆବେଦନକୁ ଖାରଜ କରିବା ସହ ଧର୍ମେନ୍ଦ୍ରଙ୍କ ଆବେଦନକୁ…

ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଏହି ଦିନଠୁ ଅନଲାଇନ, ଅଫଲାଇନରେ ଟିକେଟ୍‌ ବିକ୍ରି ଆରମ୍ଭ

ଭୁବନେଶ୍ୱର,୧୭।୧୧: ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ ପାଇଁ ଡିସେମ୍ବର ୫ରୁ ଟିକେଟ୍‌ ବିକ୍ରି ଆରମ୍ଭ ହେବ। ଏନେଇ ସୋମବାର OCA ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ୍‌ ବିକ୍ରି ହେବ। ଡିସେମ୍ବର ୧ ତାରିଖରେ ଅନଲାଇନରେ…

୮ ଏସ୍‌ସିବି ମେଡିକାଲ କର୍ମଚାରୀଙ୍କୁ ନୋଟିସ, ସରପ୍ରାଇଜ ଭିଜିଟ ସମୟରେ ଧରିଲେ ମେଡିକାଲ କର୍ତ୍ତୃପକ୍ଷ

କଟକ, ୧୫।୧୧ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଡ୍ୟୁଟି ସମୟରେ ଅନୁପସ୍ଥିତ ରହିଥିବା ୮ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ମେଡିକାଲ କର୍ତ୍ତୃପକ୍ଷ। ମେଡିକାଲର ଟ୍ରମା କାଜୁଆଲିଟି ଭଳି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଡ୍ୟୁଟି ସମୟରେ କେଉଁ କାରଣ…

ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼: ଠେଲାପେଲାରେ ୨ ଅଚେତ୍‌

କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍‌ ହୋଇଯାଇଥିବା ସୂଚନା ମିଳିଛି। ଆମ୍ବୁଲାନ୍ସ ଯୋଗେ ୨ ଅଚେତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।…

ଜୟପୁର ଫାଣ୍ଡି ଅଧିକାରୀ ନିଲମ୍ବିତ

ନିଶ୍ଚିନ୍ତକୋଇଲି,୧୩।୧୧(ଅଶୋକ କୁମାର ମହାପାତ୍ର ): କଟକ ଜିଲା ମାହାଙ୍ଗା ଥାନା ଅଧୀନ କୁମୁଡା ଜୟପୁର ଫାଣ୍ଡି ଅଧିକାରୀ ମନୋଜ ବେହେରା ନିଲମ୍ବିତ ହୋଇଛନ୍ତି। ଗ୍ରାମାଞ୍ଚଳ ଏସ୍‌ପିଙ୍କ ଆଦେଶ ନଂ. ୨୯୮୮/୨୫ ତା ୧୩.୧୧.୨୫ ଅନୁଯାୟୀ ଏସ୍‌ଆଇ ମନଜଙ୍କୁ ମାହାଙ୍ଗା ଥାନା ଅଧିକାରୀ…

ବାଣ କାରିଗରଙ୍କ ଘରେ ଭୟଙ୍କର ବିସ୍ଫୋରଣ: ମହିଳା ଗୁରୁତର ହୋଇ…

ନିଶ୍ଚିନ୍ତକୋଇଲି,୧୨ା୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନତକାଇ ଗ୍ରାମରେ ବାଣ ବିସ୍ଫୋରଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ନତକାଇ ଗ୍ରାମର ଜଣାଶୁଣା ବାଣ କାରିଗର ଭାଗ୍ୟଧର ମଳିକଙ୍କ ଘରେ ବୁଧବାର ମଧ୍ୟାହ୍ନରେ ଆକସ୍ମିକ ଭାବେ ବାଣ ବିସ୍ଫୋରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?