‘୨ ସପ୍ତାହ ମଧ୍ୟରେ ଅସ୍ଥାୟୀ ବାସଗୃହ ନିର୍ମାଣ ଶେଷ କର’
କଟକ ଅଫିସ,୪।୧୧: ରାଜ୍ୟର ବିଭିନ୍ନ କୁଷ୍ଠାଶ୍ରମ ଦୁରବସ୍ଥା ମାମଲାର ଶୁଣାଣି ବୁଧବାର ହାଇକୋର୍ଟରେ ହୋଇଥିଲା। ବାଲେଶ୍ୱରସ୍ଥିତ ବାମପଦା କୁଷ୍ଠାଶ୍ରମରେ ନିର୍ମାଣାଧୀନ ଅସ୍ଥାୟୀ ବାସଗୃହକୁ ଆସନ୍ତା ୨ ସପ୍ତାହ ମଧ୍ୟରେ ଶେଷ କର। ଏନେଇ ଆସନ୍ତା ୨୨ ତାରିଖ ସୁଦ୍ଧା ରିପୋର୍ଟ ଦାଖଲ…
ପୁଣି ଧବଳେଶ୍ୱର ପୀଠରେ ୧୪୪ ଧାରା
ଆଠଗଡ଼,୩।୧୧(ଡି.ଏନ୍.ଏ.): କଟକ ଜିଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ପୁଣି ୧୪୪ ଧାରା ଲାଗୁ କରାଯାଇଛି। ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ଜଣାପଡ଼ିଛି। ଉପ-ଜିଲାପାଳ ହେମନ୍ତ କୁମାର ସ୍ବାଇଁ ଏହି ସୂଚନା ଦେଇଛନ୍ତି…
ବାଣ ଭିଡୁଥିବା ବେଳେ ବିସ୍ଫୋରଣ: ୩ ଗୁରୁତର
କଟକ ଅଫିସ,୩।୧୧: କଟକ ଆଠଗଡ଼ ତିଗିରିଆ ଅଞ୍ଚଳରେ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରେ ଜଣେ ବ୍ୟକ୍ତି, ଜଣେ ମହିଳା ଓ ଜଣେ ଦେଢ଼ ବର୍ଷର ଶିଶୁ ଥିବା ଜଣାପଡ଼ିଛିି। ତିଗିରିଆ ବାଣେଶ୍ୱରପଡ଼ା…
ନିୟମ ମାନୁନାହାନ୍ତି ଲୋକେ: ଦୀପାବଳି ପୂର୍ବରୁ ୫ ଲକ୍ଷ ଟଙ୍କାର ବାଣ ଜବତ
କଟକ ଅଫିସ,୩।୧୧: ଦୀପାବଳି ପୂର୍ବରୁ କଟକ ଜିଲା ଗୋପାଳ ସାହିରୁ ବିପୁଳ ପରିମାଣର ବାଣ ଜବତ ହୋଇଛି। ଜବତ ହୋଇଥିବା ବାଣର ମୂଲ୍ୟ ୫ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଏହି ଘଟଣାରେ ଜଣଙ୍କୁ ଅଟକ…
ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ
କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯିବ। ଏନେଇ ଗତ ୩୦ ତାରିଖରେ କଟକ ଭିଜିଲାନ୍ସ ସ୍ବତନ୍ତ୍ର କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।…
ପ୍ରଥମ ଭର୍ଚୁଆଲ କୋର୍ଟରୁମ୍ ଉଦ୍ଘାଟିତ
କଟକ ଅଫିସ,୨।୧୧: ଅନୁଗୋଳ ଓ ନୟାଗଡ଼ ଜିଲାରେ ରାଜ୍ୟର ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍ ଉଦ୍ଘାଟିତ ହୋଇଯାଇଛି। ସୋମବାର ଭିଡିଓ କନଫରେନ୍ସ ମାଧ୍ୟମରେ ସୁପ୍ରିମକୋର୍ଟ ବିଚାରପତି ତଥା ଇ-କମିଟି ଚେୟାରମ୍ୟାନ ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ ପ୍ରଥମ ମଡେଲ ଭର୍ଚୁଆଲ କୋର୍ଟରୁମ୍କୁ ଉଦ୍ଘାଟନ…
ଦୀପାବଳିରେ ବାଣଫୁଟାକୁ ଅନୁମତି: କେବଳ ଫୁଟିବ ଗ୍ରୀନ କ୍ରାକର
କଟକ ଅଫିସ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଅଲ ଓଡ଼ିଶା ଫାୟାର ଓ୍ବାର୍କସ ଡିଲରର୍ସ ଆସୋସିଏଶନ ପକ୍ଷରୁ ହୋଇଥିବା ଆବେଦନକୁ କୋର୍ଟ…
ରାୟଗଡ଼ା, କନ୍ଧମାଳ ଜିଲାପାଳଙ୍କୁ ରିପୋର୍ଟ ତଲବ
କଟକ ଅଫିସ,୩୧।୧୦: ସ୍ବେରେଜ ଟାଙ୍କିରେ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ହାଇକୋର୍ଟ ରାୟଗଡ଼ା ଓ କନ୍ଧମାଳ ଜିଲାପାଳଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ଶ୍ରମିକ ମୃତ୍ୟୁ ଘଟଣାରେ ଠିକା କନ୍ଷ୍ଟ୍ରକ୍ସନ କମ୍ପାନୀ ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ନିକଟରେ ଦାଖଲ…
୨ କାନ୍ଥ ମଝିରେ ଶିଶୁକନ୍ୟା: ୨ଘଣ୍ଟା ପରେ ଉଦ୍ଧାର
ଚୌଦ୍ୱାର, ୩୦ା୧୦(ଡି.ଏନ୍.ଏ.): କଟକ ଜିଲା ଚୌଦ୍ୱାର ଥାନା ଅଧୀନ ତଳ ବଜାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଅପରାହ୍ନ ୫ଟାରେ ଉକ୍ତ ଅଞ୍ଚଳର ଅମରେଶ ସାହୁଙ୍କ ସ୍ତ୍ରୀ ପୂଜା ଓ ତାଙ୍କ ଅଢ଼େଇ ବର୍ଷର ଝିଅ ସାଇପ୍ରିୟା ସହିତ…
ଆଜି ଏସ୍ଆର୍ସି ନିଷ୍ପତ୍ତି ନେବେ
କଟକ ଅଫିସ,୩୦।୧୦: ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ରାଜ୍ୟରେ ସବୁଜ ବାଣ ବିକ୍ରିନେଇ ନିଷ୍ପତ୍ତି ନେବେ। ଏନେଇ ଶନିବାର ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୧ଟା ମଧ୍ୟରେ ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର ଶୁଣାଣି…
ସବୁଜ ବାଣ ଉପରେ ନିଷ୍ପତ୍ତି ନେବେ ଏସ୍ଆର୍ସି: ହାଇକୋର୍ଟ
କଟକ ପ୍ରଦୂଷଣ,୨୯ା୧୦: ଦୀପାବଳିରେ ବାଣ ଫୁଟାଇବାକୁ ନେଇ ହାଇକୋର୍ଟରେ ସବୁଜ ବାଣକୁ ଅନୁମତି ସମ୍ପର୍କିତ ମାମଲା ପ୍ରସଙ୍ଗରେ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଉପରେ ନିଷ୍ପତ୍ତି ଛାଡ଼ିଛନ୍ତି ହାଇକୋର୍ଟ । ସୁପ୍ରିମକୋର୍ଟ ଓ ଏନଜିଟିଙ୍କ ନିର୍ଦ୍ଦେଶାବଳୀ ଆଧାରରେ ଏସ୍ଆର୍ସି ନିଷ୍ପତ୍ତି ନେବେ। କୋଭିଡ୍…
ମୁଣ୍ଡଳି ବ୍ୟାରେଜରୁ ଡେଇଁଥିବା ବ୍ୟକ୍ତିଙ୍କ ଏଯାଏ ମିଳୁନି ସନ୍ଧାନ
ବାରଙ୍ଗ,୨୯।୧୦(ଡି.ଏନ୍.ଏ.): ମୁଣ୍ଡଳି ବ୍ୟାରେଜରୁ ମହାନଦୀକୁ ଡେଇଁ ନିଖୋଜ ଥିବା ଯୁବକଙ୍କୁ ଶୁକ୍ରବାର ପୁଣି ଖୋଜାଖୋଜି ଆରମ୍ଭ ହୋଇଛି। ସକାଳେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖାଜାଖୋଜି ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ଗଞ୍ଜାମ ଜିଲା ଦିଗପହଣ୍ଡିର ଚନ୍ଦ୍ରମଣି ତ୍ରିପାଠୀ ଗୁରୁବାର ଏକ ସ୍କୁଟି ଯୋଗେ…

