ପୁଅକୁ ମାରିଦେଲା ଗର୍ଲଫ୍ରେଣ୍ଡର ପୂର୍ବତନ ବୟଫ୍ରେଣ୍ଡ
କଟକ ଅଫିସ,୫।୮: ୨ ଦିନ ହେବ ନିଖୋଜ ପୁଅର ପତ୍ତା ପାଉ ନ ଥିବା ପରିବାର ଲୋକ ଶେଷରେ କଟକ ମହାନଦୀ ଜୋବ୍ରା ଆନିକଟ ନିକଟରୁ ମୃତଦେହ ପାଇଛନ୍ତି। ପ୍ରେମ ବ୍ୟାପାରରୁ ପୁଅର ଜୀବନ ଚାଲିଯାଇଥିବା ବେଳେ ପୁଅ ଗର୍ଲଫ୍ରେଣ୍ଡର ପୁରୁଣା…
ସରିଲା ମାଟ୍ରିକ ଅଫ୍ଲାଇନ୍ ପରୀକ୍ଷା: ୧୧ରୁ ମୂଲ୍ୟାୟନ
କଟକ ଅଫିସ,୫ା୮: ଗୁରୁବାର ମାଟ୍ରିକ ଅଫଲାଇନ ପରୀକ୍ଷା ଶେଷ ହୋଇଛି। ଆସନ୍ତା ୧୧ ତାରିଖରୁ ମୂଲ୍ୟାୟନ ଆରମ୍ଭ ହେବ। ୯ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହେବ। ତିନି ଦିନ ଧରି ଏହି ମୂଲ୍ୟାୟନ ଚାଲିବ ବୋଲି ସୂଚନା ମିଳିଛି।…
୯ ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟ ବର୍ଜନ
କଟକ ଅଫିସ,୫।୮: ହାଇକୋର୍ଟରେ ବିଭିନ୍ନ ମାମଲାର ସିଧାପ୍ରସାରଣକୁ ହାଇକୋର୍ଟ ବାର୍ ଆସୋସିଏଶନ ପକ୍ଷରୁ ବିରୋଧ ଜାରି ରହିଛି। ଆସନ୍ତା ୯ ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ଆଇନଜୀବୀଙ୍କ ପକ୍ଷରୁ ବର୍ଜନ କରାଯାଇଥିବା ବୁଧବାର ଆସୋସିଏଶନର ସାଧାରଣ ପରିଷଦ ବୈଠକରେ ସ୍ଥିର ହୋଇଛି।…
କୋର୍ଟଙ୍କ ଆଦେଶ ଜୁଡିସିଆଲ ଅଧିକାରୀ ମାନୁନାହାନ୍ତି
କଟକ ଅଫିସ,୪ା୮:କୋର୍ଟଙ୍କ ଆଦେଶକୁ ଜୁଡିସିଆଲ ଅଧିକାରୀ ମାନୁ ନ ଥିବା ନେଇ ମଙ୍ଗଳବାର ହାଇକୋର୍ଟରେ ଏକ ପିଟିଶନ ଦାଖଲ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ କୁମାର ମିଶ୍ର ପିଟିଶନରେ ଦର୍ଶାଇଛନ୍ତି, ବଲାଙ୍ଗୀର ଜିଲା କୋର୍ଟ ଓ ପାଟଣାଗଡ଼ କୋର୍ଟରେ ୨୫ବର୍ଷ…
ସାନି ସତ୍ୟପାଠ ଦାଖଲ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
କଟକ ଅଫିସ, ୪।୮:ଅଲିଭ୍ ରିଡ୍ଲେ କଇଁଛ ସୁରକ୍ଷା ମାମଲାରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମଙ୍ଗଳବାର ହାଇକୋର୍ଟରେ ଏହି ମାମଲାର ଶୁଣାଣି ଥିବାବେଳେ ଉଭୟ ସରକାର ଜବାବ ଦାଖଲ କରିନାହାନ୍ତି। ଫଳରେ…
ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସ-ରେଗୁଲାର ପ୍ରଶ୍ନପତ୍ର
କଟକ ଅଫିସ,୪ା୮:କଟକ ସେକେଣ୍ଡାରି ବୋର୍ଡ ହାଇସ୍କୁଲରେ ମାଟ୍ରିକ୍ ଅଫ୍ଲାଇନ ପରୀକ୍ଷା ପ୍ରଶ୍ନପତ୍ରକୁ ନେଇ ମଙ୍ଗଳବାର ବିଭ୍ରାଟ ଦେଖିବାକୁ ମିଳିଥିଲା। ଏହି ପରୀକ୍ଷା କେନ୍ଦ୍ରରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସ-ରେଗୁଲାର ପ୍ରଶ୍ନପତ୍ର ଓ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କୁ ରେଗୁଲାର ପ୍ରଶ୍ନପତ୍ର ଦିଆଯାଇଥିଲା। ଫଳରେ ଏହାକୁ ନେଇ…
‘୧୭ରେ ବ୍ୟକ୍ତିଗତ ଭାବେ ହାଜର ହୁଅ’
କଟକ ଅଫିସ,୩।୮: ଜଣେ ଅଧ୍ୟାପକଙ୍କୁ ବକେୟା ପ୍ରାପ୍ୟ ମାମଲାରେ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କୁ ସୋମବାର ହାଇକୋର୍ଟ ନୋଟିସ ଜାରି କରିଛନ୍ତି। ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ ବ୍ୟକ୍ତିଗତ ଭାବେ ହାଜର ନ ହୋଇ କାହିଁକି କ୍ରମାଗତ ଓ ଇଚ୍ଛାକୃତ ଭାବେ କୋର୍ଟଙ୍କ ନିର୍ଦ୍ଦେଶକୁ…
ଗୁପ୍ଚୁପ୍ ବ୍ୟବସାୟୀଙ୍କ ମହାନତା: ୨୧ ହଜାର ଟଙ୍କା ଫେରାଇଦେଲେ
ଫୁଲନଖରା,୧।୮(ଡି.ଏନ.ଏ.): ଅର୍ଥସର୍ବସ୍ବ ସମାଜରେ ଜଣେ ଗୁପ୍ଚୁପ୍ ବ୍ୟବସାୟୀ ଜଣେ ମହିଳାଙ୍କ ୨୧ ହଜାର ଟଙ୍କା ଫେରସ୍ତ କରି ମହାନତା ଦେଖାଇଛନ୍ତି। ସେ ହେଲେ କଟକ ଜିଲା ବାରଙ୍ଗ ବ୍ଲକ ନଗରୀ ପଞ୍ଚାୟତ ଅନ୍ତର୍ଗତ ମହୀଧରପଡା ରଙ୍ଗଣୀସାହିର ସୂର୍ଯ୍ୟକାନ୍ତ ସାହୁ। ପ୍ରତିଦିନ ମହୀଧରପଡା…
୧୦% ସୁଧ ଲୋଭ ଦେଖାଇ ୩.୮ ଲକ୍ଷ ଠକିନେଲେ
କଟକ ଅଫିସ,୧।୮: ଏକ ସରକାରୀ ସଂସ୍ଥାରେ ଟଙ୍କା ବିନିଯୋଗ କରି ମାସିକ ୧୦ ପ୍ରତିଶତ ସୁଧ ପାଇବାର ପ୍ରଲୋଭନ ଦେଖାଇ ଜଣେ ବ୍ୟକ୍ତି ୩ଲକ୍ଷ ୮୦ ହଜାର ଟଙ୍କା ଠକି ନେଇଥିବା ମଧୁପାଟଣା ଥାନାରେ ଅଭିଯୋଗ ହୋଇଛି। ମଧୁପାଟଣା ଥାନା ଅନ୍ତର୍ଗତ…
ଫେସ୍ବୁକ୍ରୁ ପ୍ରେମ ବିବାହକରି ପ୍ରତାରଣା ମାମଲା: ଯୌତୁକ ସାମଗ୍ରୀ ନେଇଗଲେ ସ୍ତ୍ରୀ
କଟକ ଅଫିସ,୩୦।୭: ଫେସ୍ବୁକ୍ରୁ ପ୍ରେମକରି ବିବାହ ଓ ପରେ ପ୍ରତାରଣା ମାମଲାରେ ନୂଆ ମୋଡ ଆସିଛି। ପ୍ରଥମେ ସ୍ବାମୀ ଓ ପରେ ସ୍ତ୍ରୀ ପରସ୍ପର ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଥିଲେ। ଶେଷରେ ସ୍ତ୍ରୀ ବାଲେଶ୍ୱର ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଏହି…
ଲୋଗୋ ଅସଲି, ଘଣ୍ଟା ନକଲି
କଟକ ଅଫିସ,୩୦।୭: ଘଣ୍ଟାରେ ଏକ ନିର୍ଦ୍ଦିଷ୍ଟ ନାମୀ କମ୍ପାନୀର ଅସଲି ଲୋଗୋ ରହିଛି। କିନ୍ତୁ ଘଣ୍ଟା ନକଲି। ଏହି ନକଲି ହାତଘଣ୍ଟା ବିକ୍ରି ଅଭିଯୋଗରେ ବାଦାମବାଡି ପୋଲିସ ଦୋକାନର କର୍ମଚାରୀଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେ ହେଲେ କଟକ…
ରାଜ୍ୟ ବାର୍ କାଉନ୍ସିଲ ନିର୍ବାଚନ ମାମଲା: ବିସିଆଇ ଓ ରାଜ୍ୟ ବାର୍ କାଉନ୍ସିଲକୁ ନୋଟିସ
କଟକ ଅଫିସ,୩୦।୭: ରାଜ୍ୟ ବାର୍ କାଉନସିଲ ନିର୍ବାଚନ ମାମଲାରେ ହାଇକୋର୍ଟ ବାର୍ କାଉନ୍ସିଲ ଅଫ ଇଣ୍ଡିଆ (ବିସିଆଇ) ଓ ରାଜ୍ୟ ବାର୍ କାଉନସିଲ୍କୁ ଜବାବ ତଲବ କରି ନୋଟିସ ଜାରି କରିଛନ୍ତି। ଆବେଦନକାରୀ ରାଜ୍ୟ ବାର୍ କାଉନ୍ସିଲର ପୂର୍ବତନ ଅଧ୍ୟକ୍ଷ ଚିନ୍ମୟ…
Archives


