କଟକ

ଓଏସ୍‌ଏସ୍‌ଟିଇଟି ପରୀକ୍ଷାରେ ତ୍ରୁଟି ଅଭିଯୋଗ

କଟକ ଅଫିସ, ୨।୧୦: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ କରାଯାଇଥିବା ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି)ରେ ତ୍ରୁଟି ହୋଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏନେଇ ସେମାନେ ଏବିଭିପି ସହଯୋଗରେ ଶୁକ୍ରବାର ବୋର୍ଡ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ରାଷ୍ଟ୍ରୀୟ ଦଳିତ ପଛୁଆବର୍ଗ ମହାସଂଘର ପୁଣି ଧାରଣା

ବାରଙ୍ଗ, ୨।୧୦(ଡି.ଏନ୍‌.ଏ.): ଜମି ଜାଲିଆତି ନେଇ ନ୍ୟାଯ୍ୟ ଦାବି ନ ମିଳିବା ଓ ପ୍ରଶାସନ ପ୍ରତିଶ୍ରୁତି ଦେଇ ପୂରଣ କରୁ ନ ଥିବା ପ୍ରତିବାଦରେ ରାଷ୍ଟ୍ରୀୟ ଦଳିତ ପଛୁଆ ବର୍ଗ ମହାସଂଘ ପକ୍ଷରୁ ବାରଙ୍ଗ ତହସିଲ କାର୍ଯ୍ୟାଳୟ ସାମ୍ନାରେ ଶୁକ୍ରବାର ପୁଣି…

ଇକ୍‌ମୋ ଚିକିତ୍ସାଧୀନ ଅବସ୍ଥାରେ ଏସ୍‌ସିବିରେ ଆଉ ଜଣଙ୍କର ମୃତ୍ୟୁ

କଟକ ଅଫିସ, ୧।୧୦: ଏସ୍‌ସିବି ମେଡିକାଲର ଇକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହୃଦ୍‌ଘାତରେ ଶିକାର ହେବା ପରେ ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି ହୋଇଥିଲେ। ତେବେ ସକାଳେ ତାଙ୍କର ମୃତ୍ୟୁ…

୨୦ରୁ ରେଭେନ୍‌ଶାରେ ବିଜ୍ଞାନ ଓ ପରିବେଶ କଂଗ୍ରେସ

ଭୁବନେଶ୍ୱର,୧।୧୦ (ବ୍ୟୁରୋ): ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଆସନ୍ତା ୨୦ ତାରିଖରୁ ଦୁଇଦିନିଆ ୨୨ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଅନୁଷ୍ଠିତ ହେବ। ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ପରିବେଶ ସମିତି ପକ୍ଷରୁ ଏହି ସମ୍ମିଳନୀ ଆୟୋଜନ ହେଉଥିବାବେଳେ ବିଷୟବସ୍ତୁ ରହିଛି ‘ସାମ୍ପ୍ରତିକ ଆହ୍ବାନଗୁଡ଼ିକୁ…

ମା’ଚର୍ଚ୍ଚିକାଙ୍କ ପୀଠରେ ଷୋଳ ପୂଜା ଆରମ୍ଭ

ବାଙ୍କୀ/ନିଶ୍ଚିନ୍ତକୋଇଲି, ୩୦।୯ (ସ୍ବ.ପ୍ର.): ବାଙ୍କୀର ଅଧିଷ୍ଠାତ୍ରୀ ଦେବୀ ମା’ଚର୍ଚ୍ଚିକାଙ୍କ ପୀଠରେ ବୁଧବାରଠାରୁ ଷୋଳପୂଜା ଆରମ୍ଭ ହୋଇଛି। ଚଳିତବର୍ଷ କୋଭିଡ ନିୟମ ଅନୁଯାୟୀ ପୀଠରେ ଷୋଡ଼ଶ ଉପଚାରରେ ପୂଜାର୍ଚ୍ଚନା କରାଯାଇଛି। ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ଆଶ୍ୱିନ ମାସ କୃଷ୍ଣପକ୍ଷ ମୂଳାଷ୍ଟାମୀ ଠାରୁ…

ଉନ୍ନତୀକରଣ ଅପେକ୍ଷାରେ ଡ୍ରେନେଜ ବ୍ୟବସ୍ଥା

କଟକ ଅଫିସ, ୩୦।୯: କଟକ ଜିଲା ଡ୍ରେନେଜ ଡିଭିଜନ ପକ୍ଷରୁ ୨୦୨୧-୨୨ ଆର୍ଥତ୍କ ବର୍ଷରେ ଟାଙ୍ଗି-ଚୌଦ୍ୱାର, ବାଙ୍କୀ, ବଡ଼ମ୍ବା, ଆଠଗଡ଼ ଆଦି ଅଞ୍ଚଳରେ ଡ୍ରେନେଜ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ବହୁ ଅଞ୍ଚଳରେ ଜଳ ନିଷ୍କାସନ ଠିକ୍‌ ଭାବରେ ହୋଇ ନ…

ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତି

କଟକ ଅଫିସ,୩୦।୯: ଓଡ଼ିଶା ହାଇକୋର୍ଟରେ ୪ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ସେମାନଙ୍କ ମଧ୍ୟରେ ବାର୍‌ ଆସୋସିଏଶନ୍‌ରୁ ୨ଜଣ ଥିବା ବେଳେ ୨ ଜୁଡିସିଆଲ ଅଫିସର ଅଛନ୍ତି। ତେବେ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ, ଜୁଡିସିଆଲ ଅଫିସର…

ସରକାରଙ୍କ ନିଷ୍ପତ୍ତି କାଏମ କଲେ ହାଇକୋର୍ଟ

କଟକ ଅଫିସ ,୩୦।୯ : ଲଟେରି ଜରିଆରେ ମଦ ଦୋକାନ ଲାଇସେନ୍ସ ସମ୍ପର୍କିତ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଆଗତ ସମସ୍ତ ଆବେଦନଗୁଡ଼ିକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି। ଫଳରେ ସରକାରଙ୍କ ନିଷ୍ପତ୍ତି କାଏମ ରହିଛି। ମୁଖ୍ୟବିଚାରପତି ଏସ୍‌.ମୁରଲୀଧର ଓ…

କ୍ରାଇମ୍‌ବ୍ରାଞ୍ଚ ହାତରେ ରହସ୍ୟମୟୀଙ୍କ ଫଟୋ

କଟକ ଅଫିସ,୩୦ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ମାମଲାରେ ସନ୍ଦିଗ୍ଧ ମହିଳାଙ୍କ ଫଟୋ କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଛି। ରହସ୍ୟମୟୀଙ୍କ ଗୋଟିଏ ଆକାଉଣ୍ଟରେ ପ୍ରୋଫାଇଲ୍‌ ଫଟୋ ସହ ଭିଡିଓ କଲ୍‌ ମ୍ୟାଚ୍‌ କରୁଛି। ବ୍ୟାଙ୍କ ଆକାଉଣ୍ଟ…

ଦେଢ଼ମାସ ହେଲା ଏସ୍‌ସିବି ଛାତ୍ର ନିଖୋଜ

କଟକ ଅଫିସ,୨୯ା୯:ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଡିଏମ୍‌ଏଲ୍‌ଟି ଛାତ୍ର ସଂଗ୍ରାମ ନାୟକଙ୍କ ପତ୍ତା ମିଳୁନି। ଦେଢ଼ ମାସ ହେବ ସେ ନିଖୋଜ ଅଛନ୍ତି। ତାଙ୍କୁ ଅପହରଣ କରାଯାଇଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ସତ୍ତ୍ୱେ ମଙ୍ଗଳାବାଗ ଥାନା…

କଲେଜ ଛାତ୍ର ମୃତ୍ୟୁ ଘଟଣା ପଛରେ ପ୍ରେମିକା ସହ ଧରମ ଭାଇର ହାତ

କଟକ ଅଫିସ,୨୮ା୯: ଖ୍ରୀଷ୍ଟ କଲେଜ ଛାତ୍ର ମୃତ୍ୟୁ ଘଟଣାର ପୋଲିସ ସୋମବାର ପର୍ଦ୍ଧାଫାଶ କରିଛି। ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତ୍ୟୁ ଘଟଣାରେ ଜଗତପୁର ପୋଲିସ ୨ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଟକ ଦରଘାବଜାର…

ହାଇକୋର୍ଟରେ କେସ୍‌ ଡାଏରି ଦାଖଲ କରିବାରେ ବିଫଳ: ତଦନ୍ତକାରୀ ଅଧିକାରୀଙ୍କୁ ୫୦ ହଜାର ଜରିମାନା

କଟକ,୨୭।୯(ବ୍ୟୁରୋ): ଏକ ଆପରାଧିକ ମାମଲାର କେସ୍‌ ଡାଏରି ଦାଖଲ କରିବାରେ ବିଫଳ ହୋଇଥିବା କଳାହାଣ୍ଡି ଜିଲା ଜୟପାଟଣା ଥାନାର ତଦନ୍ତକାରୀ ଅଧିକାରୀଙ୍କୁ ଓଡ଼ିଶା ହାଇକୋର୍ଟ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ବିଚାରପତି ଶତ୍ରୁଘ୍ନ ପୂଜାହାରୀଙ୍କ ଖଣ୍ଡପୀଠ କଳାହାଣ୍ଡି ଜିଲା ଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?