ଗୋଟିଏ ଜୁଇରେ ୧୦ କୋଭିଡ୍ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା
କଟକ ଅଫିସ,୨୨।୬: ବଲାଙ୍ଗୀରରେ ଗୋଟିଏ ଜୁଇରେ ୧୦ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସତ୍କାର ଏବଂ ବାରିପଦା କୋଭିଡ୍ ହସ୍ପିଟାଲରେ ଅବ୍ୟବସ୍ଥା ଘଟଣାକୁ ନେଇ ସୋମବାର ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ସଚିବ, ବାରିପଦା…
ପରକୀୟା ପ୍ରୀତି ପାଇଁ ହତ୍ୟା
କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ କଟକ କଲେଜ ଛକରେ ଏଭଳି ଏକ ହତ୍ୟାକାଣ୍ଡ ଘଟିଛି।…
ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି। ୨ ଦିନ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ ବଳବତ୍ତର ରହିବ…
ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା
କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ ସୁଦ୍ଧା…
ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ: ଆଇଏମ୍ଏ କଟକ ଶାଖା ପକ୍ଷରୁ ଧାରଣା
କଟକ ଅଫିସ, ୧୯।୬: କରୋନା ସମୟରେ ଡାକ୍ତରମାନେ କୋଭିଡ୍ ଯୋଦ୍ଧା ଭାବେ ରୋଗୀଙ୍କ ସେବା ଜାରି ରଖିଛନ୍ତି। ମାତ୍ର ଏଭଳି ସ୍ଥିତିରେ ଡାକ୍ତରମାନଙ୍କ ପ୍ରତି ହିଂସାତ୍ମକ ବ୍ୟବହାର କରାଯାଉଛି। ଏପରି ଅଶୋଭନୀୟ କାର୍ଯ୍ୟ ରୋକିବା ପାଇଁ ଦୃଢ଼ ନିୟମ ପ୍ରଣୟନ ଦାବିରେ…
ଉପାନ୍ତ ଅଞ୍ଚଳରେ ଟିକା ପହଞ୍ଚାଇବ ଡ୍ରୋନ୍
କଟକ ଅଫିସ,୧୯।୬: ଉପାନ୍ତ ଅଞ୍ଚଳରେ ଲୋକଙ୍କୁ ଟିକା ଯୋଗାଇବ ଡେଲଟା ୪୦୦ ଡ୍ରୋନ୍। ଏହି ଡ୍ରୋନ୍କୁ କଟକ ଖପୁରିଆ ଆଇଟିଆଇର ଛାତ୍ରୀଛାତ୍ର ତିଆରି କରିଛନ୍ତି। ଆଇଜି ଡ୍ରୋନ୍ସ ଏବଂ ଖପୁରିଆ ଆଇଟିଆଇ ସହଯୋଗରେ ଏହି ଡ୍ରୋନ ପ୍ରସ୍ତୁତ କରାଯାଇଛି। ଆଇଟିଆଇର ପ୍ରିନି୍ସପାଲ…
ସରକାର ଲୁଚାଉଛନ୍ତି କୋଭିଡ୍ ମୃତ୍ୟୁ ସଂଖ୍ୟା
କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର…
୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ
କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍ ପୋଲିସକୁ ମିଳିଳାଣି ବିପୁଳ ପରିମାଣର ବନ୍ଧୁକ ଓ ଗୁଳି। ଅନୁଗୋଳ ଜିଲା ତାଳଚେରର ଟୁକୁନା ସ୍ବାଇଁ ଧରାପଡିବା ପରେ ଧଳସାମନ୍ତ…
ସଡକ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ
ଚୌଦାର ,୧୬।୬(ଡ଼ି.ଏନ.ଏ):- ୧୬ନଂ ଜାତୀୟ ରାଜପଥ ମଙ୍ଗୁଳି ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣା ଘଟି ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମଙ୍ଗୁଳି ଛକ ରଶ୍ମି ମୋଟର ନିକଟରେ ଆଗରୁ ରାସ୍ତା…
ସିଏମ୍ସି ଟିକାକରଣ ପ୍ରହସନ
କଟକ ଅଫିସ,୧୬ା୬: ସହରରେ ଟିକାକରଣ ବ୍ୟାପକ ଭାବରେ କରାଯାଇଛି ବୋଲି କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଡିଣ୍ଡିମ ପିଟାଯାଉଛି। ବିଦେଶ ଯିବାକୁ ଥିବା ଛାତ୍ରୀଛାତ୍ର, ଦିବ୍ୟାଙ୍ଗ, ବସ୍ତିବାସିନ୍ଦା ଏବଂ ବୃଦ୍ଧାବୃଦ୍ଧଙ୍କ ପାଇଁ ସ୍ବତନ୍ତ୍ର ଟିକାକରଣ, ଘରେ ଘରେ ସ୍କ୍ରିନିଂ, ଟେଷ୍ଟିଂ…
ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ
କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍ପ୍ଲେ ବୋର୍ଡ ଲଗାଇବାକୁ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଆଗତ ଜନସ୍ବାର୍ଥ ମାମଲା ଖାରଜ ହୋଇଛି।…
ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…
କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରିବା ସହ ୪ ଜଣଙ୍କୁ ଅଟକ ରଖିଛି। ମାଲଗୋଦାମ ଥାନା ଅଧୀନ ପିଲିଗ୍ରିମ…
Archives


