କଟକ

ବଗଲା ଧର୍ମଶାଳା ଜମି ବିକ୍ରି ମାମଲା: ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ କାଏମ

କଟକ ଅଫିସ,୨୪ା୯: ପୁରୀ ବଗଲା ଧର୍ମଶାଳା ଜମି ବିକ୍ରି ନେଇ ସମ୍ବିତ ପାତ୍ରଙ୍କ ପକ୍ଷରୁ ଦାଏର ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ଜମିର ବିକ୍ରି ଖର୍ଦ୍ଦି, କିସମ ବଦଳ, ନିର୍ମାଣ କାର୍ଯ୍ୟ ଚୂଡାନ୍ତ ରାୟ ଉପରେ ନିର୍ଭର କରିବ।…

୨୦ରୁ ଅଧିକ କୁକୁରଙ୍କୁ ବିଷ ଦେଇ ମାରିଥିଲେ; ଜଳଖିଆ ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ଟାଙ୍ଗୀ,୨୩।୯(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଶଙ୍କରପୁର ଗ୍ରାମରେ ଖାଦ୍ୟରେ ବିଷ ଦେଇ ୨୦ରୁ ଅଧିକ କୁକୁରଙ୍କୁ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଗୁରୁବାର ପୋଲିସ ଜଳଖିଆ ଦୋକାନୀ ଅଜୟ କୁମାର ସାହୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।…

ଜଳଖିଆ ଦୋକାନରେ ଚଢ଼ାଉ, ଜରିମାନା ଆଦାୟ

ନିଶ୍ଚିନ୍ତକୋଇଲି,୨୨ା୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଫୁଡ୍‌, ଡ୍ରଗ୍ସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ବିଭିନ୍ନ ଜଳଖିଆ,ପାନ ଦୋକାନ ଉପରେ ଚଢ଼ାଉ ସହ ଜରିମାନା ଆଦାୟ କରାଯାଇଛି। କଟକ ଫୁଡ୍‌ ଇନ୍ସପେକ୍ଟର ରାକେଶ ସାହୁ,ଡ୍ରଗ୍ସ ଇନ୍ସପେକ୍ଟର ସୁଶୀଲ ସାହୁ, ମଙ୍ଗଳ…

ଦୁବାଇରୁ ଆସୁଥିଲା ଟଙ୍କା

କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ ଅଭିଯୁକ୍ତଙ୍କ ଭିତରୁ ଜଣଙ୍କ ଆକାଉଣ୍ଟକୁ ଦୁବାଇରୁ ଟଙ୍କା ଆସିଛି। ୨ଟି କିସ୍ତିରେ ମୋଟ…

ବିପଦକୁ ଡାକୁଛି ମୁକୁଳା ଡ୍ରେନ୍‌

କଟକ ଅଫିସ,୨୧ା୯:ରୌପ୍ୟ ନଗରୀ କଟକରେ ବର୍ଷା ହେଲେ ପରିସ୍ଥିତି ଜଟିଳ ହୋଇପଡୁଛି। ଅନେକ ସ୍ଥାନରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ଡ୍ରେନର ଉଦ୍‌ବୃତ୍ତ ପାଣି ରାସ୍ତାରେ ଲହଡ଼ି ମାରୁଛି। ସହରର ବିଭିନ୍ନ ସ୍ଥାନରେ ଡ୍ରେନ୍‌ ସବୁ ମୁକୁଳା ପଡ଼ିଥିବାବେଳେ ପ୍ରବଳ…

ଅବାଧ, ନିରପେକ୍ଷ କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୨୧ା୯:ଚଳିତ ମାସ ୩୦ ତାରିଖରେ ପିପିଲି ବିଧାନସଭା ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ହେବାକୁ ଯାଉଛି। ଏ ନେଇ ସୋମବାର ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା…

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷାଫଳ ବୋର୍ଡ ୱେବସାଇଟ୍‌ ‘www.bseodisha.ac.in’ରେ ଦେଖିପାରିବେ। ଓଏମ୍‌ଆର୍‌ ଉତ୍ତର ଖାତା ଉକ୍ତ…

କ୍ଷତିପୂରଣ ଦାବିରେ ଚାଷୀଙ୍କ ଧାରଣା

କଣ୍ଟାପଡା,୧୮।୯(ଡି.ଏନ.ଏ.): ଲଘୁଚାପ ବର୍ଷାରେ ହୋଇଥିବା ଫସଲହାନୀ ଜନିତ କ୍ଷତିପୂରଣ ଦାବିରେ କଣ୍ଟାପଡା ବ୍ଲକ ଅଞ୍ଚଳର କେତେଜଣ ଚାଷୀ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଶୁକ୍ରବାର ଧାରଣାରେ ବସିଥିଲେ। କଟକ ସଦର ଉପଜିଲାପାଳ ପ୍ରତାପ ବେଉରା ଅପରାହ୍ନରେ ପହଞ୍ଚି ଧାରଣାରତ ଚାଷୀଙ୍କ ସହ…

ଭିନ୍ନ ମତ ରଖିଲେ ପୂଜା କମିଟି ସଦସ୍ୟ

କଟକ ଅଫିସ, ୧୮।୯: ମୂର୍ତ୍ତି ଉଚ୍ଚତା ବୃଦ୍ଧି ଓ ପରଦା ଆଢୁଆଳରେ ପୂଜା କରିବା ପ୍ରସଙ୍ଗକୁ ନେଇ ଶୁକ୍ରବାର ସ୍ଥାନୀୟ ଦେଉଳସାହିସ୍ଥିତ ମୋନାଲିସା ପ୍ୟାଲେସ୍‌ରେ କଟକ ମହାନଗର ଓ ପୂର୍ବାଞ୍ଚଳ ଶାନ୍ତି ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ ପୂଜାକମିଟି…

ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୭ା୯: ଦଶହରାରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦର ରାୟ ଆଜି ପ୍ରକାଶ ପାଇଛି। ମୂର୍ତ୍ତି ଉଚ୍ଚତା ବୃଦ୍ଧିକୁ ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ସରକାରୀ ନିୟମରେ ଆଉ ପରିବର୍ତ୍ତନ ହେବ ନାହିଁ ବୋଲି ରୋକ୍‌ଠୋକ୍‌ ଶୁଣାଇଛନ୍ତି…

ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା: ହାଇକୋର୍ଟରେ ମାମଲା ଦାଏର

କଟକ ଅଫିସ,୧୭ା୯: ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାକୁ ନେଇ ଗୁରୁବାର ହାଇକୋର୍ଟରେ ମାମଲା ଦାଏର ହୋଇଛି। ଏହି ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର…

ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ମାମଲା: ଶୁଣାଣି ଶେଷ, ଆଜି ରାୟ ପ୍ରକାଶ ପାଇବ

କଟକ ଅଫିସ,୧୭ା୯: ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ସମ୍ପର୍କିତ ଆଗତ ମାମଲାର ଶୁଣାଣି ଗୁରୁବାର ହୋଇଛି। ଶୁକ୍ରବାର ଏହି ମାମଲାର ରାୟ ପ୍ରକାଶ ପାଇବ। ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?