ଭଙ୍ଗାଗଲା ମନ୍ଦିର, ପାଚେରି
କଟକ ଅଫିସ,୫।୬: କଟକ ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର ଓ ପାଚେରିଗୁଡିକ ଭଙ୍ଗାଯାଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍ସି) ଅଧିକାରୀ…
ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି
କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ ଡେଇଁ ପଡିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି…
ରାଗି ଘରୁ ଚାଲିଆସିଥିଲେ, ଆଜି ଗଛରେ ଝୁଲୁଥିଲା ମୃତଦେହ
ଚୌଦ୍ୱାର,୪ା୬(.): କଟକ ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ଚୌଦ୍ୱାର ଇଟୁଆ ରାସ୍ତାରେ ଗାଲା ପୋଲ ତଳେ ଥିବା ବିରୂପା ନଦୀପଠାରୁ ଝୁଲନ୍ତା ମୃତ ଦେହ ଜବତ କରିଛି ଟାଙ୍ଗି ପୋଲିସ। ମୃତକ ଜଣକ ଚୌଦ୍ୱାର ତଳବଜାରର ଅର୍ଜୁନି ବେହେରା(୪୨) ବୋଲି ଜଣାପଡ଼ିଛି।…
ଲେଖିକା ମୀନାକ୍ଷୀ ଦେବୀଙ୍କ ପରଲୋକ
କଟକ ଅଫିସ, ୩।୬: ବିଶିଷ୍ଟ ଲେଖିକା ତଥା ଉତ୍କଳ ସାହିତ୍ୟ ସମାଜ ସାଧାରଣ ସମ୍ପାଦିକା ମୀନାକ୍ଷୀ ଦେବୀ(୬୬)ଙ୍କର ବୁଧବାର ପରଲୋକ ହୋଇଯାଇଛି। କଟକ ରାଜାବଗିଚା ଚକୋଲେଟ୍ ଲେନ୍ସ୍ଥିତ ବାସଗୃହରେ ସେ ହଠାତ୍ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ଏସ୍ସିବି ମେଡ଼ିକାଲକୁ ନିଆଯାଇଥିଲା।…
ନୂଆ ବିପିଏଲ୍ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା
କଟକ ସଦର, ୩।୬(ଡି.ଏନ.ଏ.): ଦେଶରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କୁ ଚିହ୍ନଟ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିପିଏଲ ଗାଇଡ୍ଲାଇନ୍ ପ୍ରସ୍ତୁତ ହୋଇଥିଲା। ଏହି ଗାଇଡ୍ଲାଇନ୍ ଅନୁଯାୟୀ ବିପିଏଲ୍ ତାଲିକା ପ୍ରସ୍ତୁତ କରିବା ପାଇଁ କେନ୍ଦ୍ର ସରକାର ସବୁ…
ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
କଟକ ଅଫିସ, ୧ା୬: ବିଶିଷ୍ଟ କବି ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଜୟନ୍ତ ମହାପାତ୍ର(୯୪) ସୋମବାର ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସୋମବାର ଦ୍ୱିପ୍ରହରରେ ହଠାତ୍…
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ
କଟକ ଅଫିସ, ୧ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ୩ଟି ମାମଲାରେ ତାଙ୍କୁ ସୋମବାର ହାଇକୋର୍ଟରୁ ଜାମିନ ମିଳିଛି। ୧୪ ଲକ୍ଷ ଟଙ୍କା ଜମାକରି ଜାମିନରେ ଯିବେ ବୋଲି ହାଇକୋର୍ଟ ସର୍ତ୍ତ ରଖିଛନ୍ତି। ହାଇକୋର୍ଟର…
ଆଜିଠୁ ମାର୍କ ଅପ୍ଲୋଡ୍, ଜୁଲାଇରେ ଫଳ ପ୍ରକାଶ
କଟକ ଅଫିସ,୨୯।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍ସାଇଟରେ ଶନିବାରଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପାଇଁ ମାର୍କ ଅପ୍ଲୋଡ୍ କାର୍ଯ୍ୟ ଆରମ୍ଭ ହେବ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୱେବ୍ସାଇଟ୍ରେ ଲିଙ୍କ୍ ଉପଲବ୍ଧ ରହିବ। ଏହି ସମୟରେ ଛାତ୍ରୀଛାତ୍ରମାନଙ୍କ ମାର୍କ…
ଖୋଜାପଡ଼ିଲା ଡିବିରି, ଲଣ୍ଠନ
ନିଶ୍ଚିନ୍ତକୋଇଲି,୨୬ା୫: ଡିଜିଟାଲ ଯୁଗରେ ଅଲୋଡ଼ା ହୋଇପଡ଼ିଥିବା ଡିବିରି, ଲଣ୍ଠନ, ଚେମେଣି ଓ ମହମବତି ଏବେ ପୁଣି ଖୋଜା ପଡିଛି। ବାତ୍ୟା ‘ୟାସ’ ପ୍ରଭାବରେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ଆଶଙ୍କାରେ ଏସବୁ ପାରମ୍ପରିକ ସାମଗ୍ରୀକୁ ଲୋକେ ପୁଣି ଏକତ୍ରିତ କରୁଛନ୍ତି। ବାତ୍ୟା ଆସିଲେ…
ଈଶ୍ୱରଙ୍କ ଦହିବରାକୁ ଝୁରୁଛନ୍ତି କଟକବାସୀ
କଟକ ଅଫିସ,୨୬ା୫: ଆଉ ମିଳିବନି କଟକର ପ୍ରସିଦ୍ଧ ଦହିବରା ଆଳୁଦମ୍ର ସ୍ବାଦ। ବିଜୁ ପଟ୍ଟନାୟକ ଛକ ନିକଟ ଠେଲାଗାଡି ଚାରିପାଖେ ଆଉ ଆଗଭଳି ଗହଳି ଚହଳି ହେବନି କି କଟକରୁ ଦିଲ୍ଲୀଯାଏ ପହଞ୍ଚତ୍ବନି ନିଆରା ବ୍ୟଞ୍ଜନର ବାସ୍ନା। କାରଣ ଦହିବରା ଆଳୁଦମରେ…
୧୫ ପଞ୍ଚାୟତର ୭୩୪ ବିସ୍ଥାପିତ
ନିଶ୍ଚିନ୍ତକୋଇଲି,୨୫।୫(ସ୍ବ.ପ୍ର.): ମନ୍ତ୍ରୀ ପ୍ରତାପ ଜେନାଙ୍କ ଜିରୋ କାଜୁଆଲିଟି ତାଗିଦ ପରେ ବ୍ଲକ ପ୍ରଶାସନ ତତ୍ପରତା ଦେଖାଇଛି। ବୁଧବାର ଅପରାହ୍ନରେ ବାତ୍ୟା ୟାସ୍ ଲ୍ୟାଣ୍ଡଫଲ୍ ହେବ। ଏଥିପାଇଁ ମଙ୍ଗଳବାର କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକର ୪୧ଟି ପଞ୍ଚାୟତରେ ସ୍ଥାନାନ୍ତର କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି।…
୧୫ ରାଜ୍ୟକୁ ଅକ୍ସିଜେନ୍ ଯୋଗାଉଛି ଓଡ଼ିଶା
କଟକ ଅଫିସ, ୨୪ା୫- ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିଚାଲିଛି। ଫଳରେ ଚିକିତ୍ସା ପାଇଁ ବହୁ ସଂଖ୍ୟକ ରୋଗୀ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି। ଏହାଦ୍ୱାରା ବିଭିନ୍ନ ରାଜ୍ୟର ମେଡିକାଲରେ ଅକ୍ସିଜେନ ଅଭାବ ଦେଖାଦେଇଛି। ଏଭଳି ସମୟରେ ଓଡ଼ିଶାରୁ…
Archives


