କଟକ

ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣା: ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ…

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି…

ବନ୍ଧାହେଲେ କୁବେର ଯନ୍ତ୍ରୀ: ଘରୁ ମିଳିଲା ବିଡାବିଡ଼ା ନୋଟ୍‌, ପୁଳାପୁଳା ସୁନା

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ବନ୍ଧାହେଲେ କୁବେର ଯନ୍ତ୍ରୀ । ଘରୁ ବିଡା ବିଡା ଟଙ୍କା ଜବତ ହେବା ପରେ ଅନୁଗୋଳ ଆଠମଲିକ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥିଙ୍କୁ ଆୟବର୍ହିଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଯନ୍ତ୍ରୀ ରାମଚନ୍ଦ୍ର…

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ ଅପରାଧୀଦ୍ୱୟ ହେଲେ ସଂଗ୍ରାମ ରାଉତ ଓରଫ କଟାସ ଏବଂ ଶୁଭ୍ରାଂଶୁ ପରିଡ଼ା ଓରଫ ଜୁବୁଲା।…

୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣା: ଦୋଷୀଙ୍କୁ ୨୦ବର୍ଷ ଜେଲ୍‌

କଟକ,୧୬।୪(ପ୍ରଭୁକଲ୍ୟାଣ ପାଲ୍‌): ୮୦ବର୍ଷୀୟ ବୃଦ୍ଧାଙ୍କ ବଳାତ୍କାର ଦୋଷୀଙ୍କୁ ହୋଇଛି ୨୦ବର୍ଷ ଜେଲ । ୨୦୨୨ରେ କଟକରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ୮୦ବର୍ଷୀୟ ବୃଦ୍ଧାଙ୍କୁ ବଳାତ୍କାର ଘଟଣାରେ ଆଜି ରାୟ ପ୍ରକାଶ ପାଇଛି । କଟକ ଆଡହକ ଆଡସିନାଲ ସେସନ୍ସ ଜଜ ତଥା…

ପଣା ସଂକ୍ରାନ୍ତିରେ ମନ୍ଦିରରୁ ମିଳିଲା ପୂଜକଙ୍କ ଝୁଲନ୍ତା ମୃତଦେହ

କଟକ,୧୪।୪: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର। ଘରେ ଘରେ ଚାଲିଛି ପଣା ପ୍ରସ୍ତୁତ। ମନ୍ଦିରରେ ପୂଜାର୍ଚ୍ଚନା ପାଇଁ ଶଦ୍ଧାଳୁଙ୍କ ଲାଗିଛି ଲମ୍ବା ଲାଇନ୍‌। ଏହି ପରିପ୍ରେକ୍ଷୀରେ…

ବେଶି ନୁହେଁ କେବଳ ଏହି ଗୋଟିଏ  କାରଣ ପାଇଁ  ନବୀନ ଲାଗୁ କଲେନି ଆୟୁଷ୍ମାନ ଭାରତ: ସବୁ ଗୁମର ଖୋଲିଦେଲେ ନଡ୍ଡା

କଟକ,୧୧।୪: ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହୋଇଛି। ଆୟୁଷ୍ମାନ ଭାରତ ସହ ଆୟୁଷ୍ମାନ ବୟୋ ବନ୍ଦନାର ଶୁଭାରମ୍ଭ  କଟକରେ  କରିଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ.ପି ନଡ୍ଡା। ପ୍ରାୟ ସାଢ଼େ ୩ କୋଟି ଲୋକଙ୍କଙ୍କୁ ଆୟୁଷ୍ମାନ ଭାରତ ଯୋଜନାରେ ମାଗଣା…

ଆୟୁଷ୍ମାନ କାର୍ଡ ପାଇଁ ଯାଉଥିବା ବେଳେ ମାଡ଼ିଗଲା ଟ୍ରକ

କଟକ,୧୧।୪: କଟକ ବାଲିଯାତ୍ରା ତଳ ପଡ଼ିଆରେ ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରାଯିବ। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ଧରି ଆୟୁଷ୍ମାନ କାର୍ଡ ନେବାକୁ ଆସୁଥିବା ଏକ ବସ୍‌…

ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ। ପରେ ସମସ୍ତ ପ୍ରକ୍ରିୟା ଶେଷ କରାଯାଇ ଆସନ୍ତା ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ…

ରତ୍ନଭଣ୍ଡାର ଚାବି ହଜିବା ମାମଲା: ଦୁଇ ମାସ ମଧ୍ୟରେ ସାର୍ବଜନୀନ ହେବ  ତଦନ୍ତ କମିଶନଙ୍କ ରିପୋର୍ଟ

କଟକ,୭।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି  ସୋମବାର ହାଇକୋର୍ଟରେ ହୋଇଛି। ତେବେ  ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍‌ ଜେନେରାଲ କୋର୍ଟଙ୍କୁ ସୂଚନା ଦେଇଥିଲେ…

ଦେବାଶିଷଙ୍କୁ ସିଧା ଟାର୍ଗେଟ୍‌ କଲେ ସୋଫିଆ, କହିଲେ କଟକର ମୁସଲମାନଙ୍କୁ…

କଟକ,୭ା୪: ଏମ୍‌ପି ଦେବାଶିଷ ସାମନ୍ତରାୟଙ୍କୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟିକା ସୋଫିଆ ଫିର୍ଦୋସ। ଓ୍ବକଫ୍‌ ବିଲ୍‌ ଭୋଟ୍‌ ବେଳେ ଓ୍ବାକଆଉଟ୍‌କୁ ନେଇ ସିଧା ଟାର୍ଗେଟ କରିଛନ୍ତି ସୋଫିଆ। ସେ କହିଛନ୍ତି, ଓ୍ବାକଆଉଟ୍‌ ଅର୍ଥ ଦେବାଶିଷ ବାବୁ ଭାଜପାକୁ ସମର୍ଥନ କରିଛନ୍ତି। ଗୋଟିଏ…

କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri