କଟକ

ଫାର୍ମାସିଷ୍ଟ କରୁଛନ୍ତି ରୋଗୀ ସେବା

ନିଶ୍ଚିନ୍ତକୋଇଲି,୧୫।୧(ଅଶୋକ କୁମାର ମହାପାତ୍ର): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ବହୁ କୋଟି ଟଙ୍କାର ଅନୁଦାନ ଯୋଗାଇ ଦେଉଛନ୍ତି। ଏହାସତ୍ତ୍ୱେ ନିଶ୍ଚିନ୍ତକୋଇଲି ବ୍ଲକ କେରିଲୋ ପଞ୍ଚାୟତ ଅନ୍ତର୍ଗତ ହାଣ୍ଡିଭଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ...

କଟକ ରେଳଷ୍ଟେଶନ ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ କଲେ ରେଳମନ୍ତ୍ରୀ 

କଟକ,୧୪ା୧(କାର୍ତ୍ତିକ ସାହୁ): କଟକ ରେଳଷ୍ଟେଶନ ବିଶ୍ୱସ୍ତରୀୟ ମାନ୍ୟତା ପାଇବ। ଏଥିପାଇଁ ରୂପାନ୍ତରିକରଣ କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ବିଶ୍ୱସ୍ତରୀୟ ଷ୍ଟେଶନର ମଡେଲ ଅନୁସାରେ ଏହାର ତ୍ୱରିତ ନିର୍ମାଣ କାର୍ଯ୍ୟକୁ ଦେଖି ରବିବାର ସନ୍ତୋଷ ପ୍ରକାଶ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ...

ଅଡୁଆ କଲାଣି ମାଞ୍ଜାସୂତା

କଟକ,୧୪ା୧(କାର୍ତ୍ତିକ ସାହୁ)ଓଡ଼ିଆ ସଂସ୍କୃତିର ମହାନ୍‌ ପର୍ବ ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ଏହି ଉପଲକ୍ଷେ ବଜାରରେ ବିକ୍ରି ହେଉଥିବା ରଙ୍ଗବେରଙ୍ଗର ଗୁଡ଼ି ଯୁବବର୍ଗଙ୍କୁ ଆକୃଷ୍ଟ କରୁଛି। କାହା ଗୁଡ଼ି କେତେ ଉଚ୍ଚକୁ ଯିବ ତାହାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା।...

ନିର୍ବାଚନକୁ ଅବାଧ, ଅପରାଧ ମୁକ୍ତ କରିବାକୁ ଡିଜିପିଙ୍କ ଆହ୍ବାନ

କଟକ,୧୩ା୧(କାର୍ତ୍ତିକ ସାହୁ): ଆଗକୁ ରାଜ୍ୟରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣଠାରୁ ଆରମ୍ଭ କରି ଅବାଧ ନିର୍ବାଚନ ପରିଚାଳନା ଓଡ଼ିଶା ପୋଲିସ ପାଇଁ ବଡ଼ ଆହ୍ବାନ। ଏହି ପରିପ୍ରେକ୍ଷୀରେ କଟକସ୍ଥିତ ପୋଲିସ ମୁଖ୍ୟାଳୟରେ ଶନିବାର ଅନୁଷ୍ଠିତ...

କାମାକ୍ଷାନଗର ବାର୍‌ ଆସୋସିଏଶନ୍‌ ନିର୍ବାଚନ ମାମଲା: ବାର୍‌ ସଭାପତି, ନିର୍ବାଚନ ଅଧିକାରୀଙ୍କୁ କାରଣ ଦର୍ଶାଅ ନୋଟିସ୍‌

କଟକ,୧୨ା୧ (କାର୍ତ୍ତିକ ସାହୁ)- ଢେଙ୍କାନାଳ ଜିଲା କାମାକ୍ଷାନଗର ବାର୍‌ ଆସୋସିଏଶନ୍‌ ନିର୍ବାଚନ ମାମଲାରେ ରାଜ୍ୟ ଆଇନଜୀବୀ ପରିଷଦ ପକ୍ଷରୁ ବାର୍‌ ସଭାପତି ଧର୍ମାନନ୍ଦ ମଲ୍ଲିକ ଓ ନିର୍ବାଚନ ଅଧିକାରୀ ପ୍ରଭାସ ରଞ୍ଜନ ମିଶ୍ରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି।...

ପୋଲିସ ଏସ୍‌ଆଇ ଚୟନ ମାମଲା: ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନୋଟିସ୍‌

କଟକ,୧୨ା୧(କାର୍ତ୍ତିକ ସାହୁ): ପୋଲିସ ଏସ୍‌ଆଇ ନିମନ୍ତେ ଅନୁଷ୍ଠିତ ପରୀକ୍ଷାରେ ପ୍ରଶ୍ନପତ୍ର ଜନିତ ତ୍ରୁଟିକୁ ନେଇ ଦାୟର ମାମଲାରେ ହାଇକୋର୍ଟ ଶୁକ୍ରବାର ଶୁଣାଣି କରିଛନ୍ତି। ଏ ସଂକ୍ରାନ୍ତରେ ଜବାବ ଦାଖଲ ନିମନ୍ତେ ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ...

ଭାଜପା ଯୁବ ସମାବେଶରେ ଉଡିଲା ଚେୟାର

ନିଶ୍ଚିନ୍ତକୋଇଲି,୧୨।୧(ଅଶୋକ କୁମାର ମହାପାତ୍ର ): କଟକ ନିଶ୍ଚିନ୍ତକୋଇଲି ବ୍ଲକ କୁଳିଆ ହନୁମାନ ମନ୍ଦିର ପାଖରେ ଭାଜପା ପକ୍ଷରୁ ଯୁବ ସମାବେଶ ହୋଇଥିଲା। ଏହି ସଭାରେ ୫ ହଜାର ଯୁବକଙ୍କ ପାଇଁ ବ୍ୟବସ୍ଥା ହୋଇଥିବା ବେଳେ ଏତେ ସଂଖ୍ୟକ ଯୁବକଙ୍କୁ ଦେଖିବାକୁ...

କଟକରେ ମା’ ସହିତ ଝଗଡ଼ା ପରେ ଜୀବନ ହାରିଲେ ଯୁବକ

କଟକ, ୧ ୨।୧: କଟକ ଜିଲ୍ଲାର ଓଲଟପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କଣ୍ଟାପଡା ଗ୍ରାମରେ ଜଣେ ଯୁବକଙ୍କ ନିଜ ମା’ଙ୍କ ସହିତ ଝଗଡ଼ା ପରେ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ନାମ ଆଲୋକ ସାହୁ ବୋଲି ଜଣାପଡିଛି। ପ୍ରାରମ୍ଭିକ...

ବନ୍ଦ ଗୋରୁହାଟ, କାଞ୍ଜିଆହୁଦା କାର୍ଯ୍ୟକ୍ଷମ କରାଯାଉ

କଟକ,୧୧ା୧(କାର୍ତ୍ତିକ ସାହୁ) ବନ୍ଦ ପଡ଼ିଥିବା ଗୋରୁହାଟ ଏବଂ କାଞ୍ଜିଆହୁଦାଗୁଡିକୁ କାର୍ଯ୍ୟକ୍ଷମ କରାଇ ଚାଷୀଙ୍କ ଆୟବୃଦ୍ଧି କରିବାକୁ ଓଡ଼ିଶା କୃଷକ ସଭା କଟକ ଜିଲା କମିଟି ପକ୍ଷରୁ ଦାବି କରାଯାଇଛି। ୧୦ ଦିନ ତଳେ ଜିଲାପାଳ ଓ ଉପଜିଲାପାଳଙ୍କୁ ଦାବି ସମ୍ପର୍କରେ...

ଜାଲ୍‌ ଦସ୍ତଖତରେ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ଜବାବ ତଲବ

କଟକ,୧୧ା୧(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ପୂର୍ବତନ ଅତିରିକ୍ତ ଜିଲାପାଳ ତଥା ପଟ୍ଟାମୁଣ୍ଡାଇ ମହିଳା ମହାବିଦ୍ୟାଳୟ ପରିଚାଳନା କମିଟିର ପୂର୍ବତନ ସଭାପତିଙ୍କ ଜାଲ୍‌ ଦସ୍ତଖତ କରି ମହାବିଦ୍ୟାଳୟରେ ୪୮ ଜଣକୁ ନିଯୁକ୍ତି ଘଟଣାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଗୁରୁବାର ଜବାବ ତଲବ କରିଛନ୍ତି।...

କଟକ ଡିୟର ପାର୍କର ୨୭୬ ହରିଣ ସ୍ଥାନାନ୍ତର

କଟକ,୧୦।୧: କଟକ ଡିୟର ପାର୍କରୁ ଚନ୍ଦକା ଭରତପୁର ଓ ଅମ୍ବିଲୋକୁ ୨୭୬ଟି ହରିଣ ସ୍ଥାନାନ୍ତର ହୋଇଛନ୍ତି । ତେବେ ସେମାନଙ୍କ ମଧ୍ୟରୁ ୨ଟି ହରିଣଙ୍କର ମୃତ୍ୟୁ ଘଟିଛି। ତେବେ ହରିଣଙ୍କ ମୃତ୍ୟୁକୁ ନେଇ ଚନ୍ଦକା ଡିଏଫଓ ଶରତ ଚନ୍ଦ୍ର ବେହେରା...

କ୍ଷତିପୂରଣ ସତ୍ୟପାଠ ଦାଖଲ ପାଇଁ ସମୟ ନେଲେ ସରକାର

କଟକ,୧୦।୧ (କାର୍ତ୍ତିକ ସାହୁ): ଡଙ୍ଗାବୁଡି ମାମଲାରେ ରାଜ୍ୟ ସରକାର ମୃତାହତଙ୍କ ନିମନ୍ତେ କ୍ଷତିପୂରଣ ରାଶି ବାବଦରେ ସତ୍ୟପାଠ ଦାଖଲ ଲାଗି ସମୟ ଦେବାକୁ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଛନ୍ତି। ଉକ୍ତ ଟଙ୍କା ସମ୍ପର୍କରେ ବିଚାର ଚାଲିଥିବା ସରକାରଙ୍କ ପକ୍ଷରୁ ହାଇକୋର୍ଟଙ୍କୁ ଅବଗତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri